ଭୁବନେଶ୍ୱର,୦୫/୮(କଳିଙ୍ଗ ଜାଗରଣ ବ୍ୟୁରୋ):- ଆସନ୍ତା ୧୩ ତାରିଖରେ ଓଡ଼ିଶା ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ଲଘୁଚାପରେ ପରିଣତ ହେବ l । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା । ଏବଂ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବାର ଆଶଙ୍କା ରହିଛି ।