Wednesday, August 6, 2025
23.2 C
London

ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା ନନ୍ଦପୁର ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣି ସନ୍ଦୀପ କୁମାର ତ୍ରିପାଠୀ।

କୋରାପୁଟ,o୬/୮(କଳିଙ୍ଗ ଜାଗରଣ ବ୍ୟୁରୋ):-ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା ନନ୍ଦପୁର ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣି ସନ୍ଦୀପ କୁମାର ତ୍ରିପାଠୀ। ସେ ଜଣେ ଶିକ୍ଷକଙ୍କ ମୃତ୍ୟୁ ପରେ ତାଙ୍କ ପୁଅକୁ ଚାକିରୀ ଦେବା ପାଇଁ ୧୫ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ଟିମ୍ ହାତରେ ଧରାପଡ଼ିଛନ୍ତି । ଏବଂ ଟଙ୍କା ଜବତ ପରେ କିରାଣିଙ୍କ ଭଡ଼ାଘରେ ଭିଜିଲାନ୍ସ ଟିମ୍ ଚଢ଼ଉ ଜାରି କରିଥିବା ସୂଚନା ମିଳିଛି।

Hot this week

ଉତ୍ତରାଖଣ୍ଡ ଉତ୍ତରକାଶୀର ଧରାଲିରେ ବାଦଲଫଟା ବର୍ଷା ଓ ଭୂସ୍ଖଳନ।

ନୂଆଦିଲ୍ଲୀ ,o୬/୮(କଳିଙ୍ଗ ଜାଗରଣ ବ୍ୟୁରୋ):-ଉତ୍ତରାଖଣ୍ଡ ଉତ୍ତରକାଶୀର ଧରାଲିରେ ବାଦଲଫଟା ବର୍ଷା ଓ...

ବ୍ରାଉନସୁଗର ବେପାରୀ ଗିରଫ ସହ ୧୪୦ଗ୍ରାମ ଓଜନର ବ୍ରାଉନସୁଗର ଜବତ ।

ବାଲେଶ୍ୱର,o୬/୮(କଳିଙ୍ଗ ଜାଗରଣ ବ୍ୟୁରୋ):-ବାଲେଶ୍ୱର ଜିଲ୍ଲା ଅଧୀନ ନୀଳଗିରି ଅବକାରୀ ବିଭାଗ ପକ୍ଷରୁ...

ସ୍ବାମୀ, ସ୍ତ୍ରୀ ଓ ଝିଅ ଉପରେ ମାଡିଗଲା କଣ୍ଟେନର।

ତେଲକୋଇ,o୬/୮(କଳିଙ୍ଗ ଜାଗରଣ ବ୍ୟୁରୋ):- କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ୪୯ ନଂ...

ବ୍ରହ୍ମପୁର ଏ ମ କେ ସି ଜି ରେ ଗୋଟିଏ ଅକ୍ସିଜେନ୍ ସିଲିଣ୍ଡରରୁ ଦୁଇ ନବଜାତକଙ୍କୁ ଅକ୍ସିଜେନ୍l

ବ୍ରହ୍ମପୁର,୦୫/୮(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ଏ ମ କେ ସି ଜି ରେ...

Topics

ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଦୁର୍ବୃତ୍ତଙ୍କ ଆକ୍ରମଣ ।

ଖଲ୍ଲିକୋଟ,୦୫/୮(କଳିଙ୍ଗ ଜାଗରଣ ବ୍ୟୁରୋ):-ଗଂଜାମ ଜିଲ୍ଲା ଖଲ୍ଲିକୋଟ ମାଟିଆ ସାହି ଛକରେ ଜଣେ...

ଜଣେ ଯୁବକଙ୍କ ଠାରୁ ୨ ଲକ୍ଷ ଟଙ୍କା ଝାମ୍ପିନେଲେ ଦୁର୍ବୃତ୍ତ ।

ବାଲେଶ୍ୱର,୦୫/୮(କଳିଙ୍ଗ ଜାଗରଣ ବ୍ୟୁରୋ):-ବାଲେଶ୍ୱର ଜିଲ୍ଲା କମର୍ଦ୍ଦା ଥାନା ଅଧୀନ ଦୁଡ଼ପଳ ଗାଁ...

ଓଡ଼ିଶା ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ଲଘୁଚାପରେ ପରିଣତ ହେବ l

ଭୁବନେଶ୍ୱର,୦୫/୮(କଳିଙ୍ଗ ଜାଗରଣ ବ୍ୟୁରୋ):- ଆସନ୍ତା ୧୩ ତାରିଖରେ ଓଡ଼ିଶା ସଂଲଗ୍ନ ଉତ୍ତର-ପଶ୍ଚିମ...
spot_img

Related Articles

Popular Categories

spot_imgspot_img