ଭୁବନେଶ୍ୱର,୦୯/୮(କଳିଙ୍ଗ ଜାଗରଣ ବ୍ୟୁରୋ):- ଆଜି ପବିତ୍ର ରାଖି ପୂର୍ଣ୍ଣିମାରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ତୃତୀୟ କିସ୍ତି ଟଙ୍କା। ଏନେଇ କୋରାପୁଟ ଜିଲା କୋଟିଆରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଶୁଭାରମ୍ଭ କରିବl ସହ ୧ କୋଟିରୁ ଊର୍ଦ୍ଧ୍ବ ସୁଭଦ୍ରା ଭଉଣୀଙ୍କୁ ତୃତୀୟ କିସ୍ତିର ୫ ହଜାର ଟଙ୍କା ଲେଖାଏଁ ବ୍ୟାଙ୍କ ଖାତାକୁ ପ୍ରଦାନ କରିବେ।