ଅଜଣା ଗାଡ଼ି ଧକ୍କାରେ ଜଣେ ବିଏସଏଫ ଯବାନଙ୍କ ସମେତ ଦୁଇ ଜଣଙ୍କ ମୃତ୍ୟୁ ।

ନୂଆପଡ଼ା,୦୯/୮(କଳିଙ୍ଗ ଜାଗରଣ ବ୍ୟୁରୋ):-ନୂଆପଡ଼ା ଜିଲ୍ଲା କୋମନା ଥାନା କ୍ରିଷ୍ଣ ଛକ ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣେ ବିଏସଏଫ ଯବାନଙ୍କ ସମେତ ଦୁଇ ଜଣଙ୍କ ମୃତ୍ୟୁ । ମୃତ ଯବାନ ଜଣକ ଖଇରଭାଡ଼ି ଗାଁର ପ୍ରେମ ମାଝି(୩୨) ଓ ଅନ୍ୟ ଜଣେ ଖୁଟଲୁ ମାଝି ହୋଇଥିବାବେଳେ ଉଭୟ ବାଇକ ଯୋଗେ ଯାଉଥିଲେ l ଏବଂ କୋମନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଦୁଇ ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି । ତେବେ ଦୁର୍ଘଟଣା ଘଟାଇଥିବା ଆନ୍ଧ୍ର ଟ୍ରକ ସହ ଦୁଇଜଣଙ୍କୁ ଅଟକ ରଖିଛି ତରବୋଡ଼ ଫାଣ୍ଡି ପୋଲିସ।

Hot this week

ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା ପାର ବେଳେ ଦୁର୍ଘଟଣା ।

ବ୍ରହ୍ମପୁର ୧୭।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା...

ଜଗଦଳପୁରରେ ଡାକ ମେଳା: ପୋଷ୍ଟାଲ ପେମେଣ୍ଟ ବ୍ୟାଙ୍କ ଓ ପୋଷ୍ଟାଲ ଜୀବନ ବୀମା ନେଇ ସଚେତନତା l

କୁକୁଡାଖଣ୍ଡି,୧୪।୦୭(ଇ ରଞ୍ଜନ ):-କୁକୁଡାଖଣ୍ଡି ଦକ୍ଷିଣାଞ୍ଚଳ ଡାକ ବିଭାଗ ବ୍ରହ୍ମପୁର ଆନୁକୂଲ୍ୟରେ ଜଗଦଳପୁର...

ଯୁବକଙ୍କୁ ବନ୍ଦ କୋଠରୀରେ ନିର୍ମମ ମାଡ଼ ମାରିବା ଭିଡିଓ ଭାଇରଲ ପରେ ମୁଖ୍ୟ ଅଭିଯୁକ୍ତ ଅରୁପ ଗିରଫ l

ବ୍ରହ୍ମପୁର,୧୩|୦୭(ଇ ରଞ୍ଜନ):-କୁକୁଡାଖଣ୍ଡି ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ମାଡ଼ ଭିଡିଓ ଘଟଣାରେ...

ପୋଡ଼ାମପେଟାରେ ତିନି ମାସିଆ ଯୋଗ ପ୍ରଶିକ୍ଷଣ ଶିବିର l

ଗଞ୍ଜାମ,୧୦।୭(ଋଷିକେଶ ବେହେରା):-lଗଞ୍ଜାମ ବ୍ଲକ ସ୍ଥିତ କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଜନ...

୪ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି ।

ନବରଙ୍ଗପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଞ୍ଚଳରେ ଜଣେ ୧୨...

Topics

ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା ନିଜ ଶଶୁର ଘରେ ପେଟ୍ରୋଲ ଢାଳି ଆତ୍ମହୂତି ଉଦ୍ୟମ କରିଛନ୍ତି।

ବ୍ରହ୍ମପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା...

କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ l

ଭୁବନେଶ୍ୱର,୦୯।୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ...

୧୧୪ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଲଟେରୀ ମାଧ୍ୟମରେ ପକ୍କା ଘର ଆବଣ୍ଟନ ହୋଇଛି ।

ଭୁବନେଶ୍ୱର,୦୮|୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ପକ୍ଷରୁ ଆଜି ୧୧୪...
spot_img

Related Articles

Popular Categories

spot_imgspot_img