ଭୁବନେଶ୍ୱର,୧୧/୮କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ଉପକଣ୍ଠ ଗଙ୍ଗପଡ଼ା ଛକ ନିକଟରେ ସ୍କୁଟି ଉପରେ ଚଢିଗଲା ଟ୍ରକ ।ଯାହାଫଳରେ ସ୍କୁଟି ଚଳାଉଥିବା ସ୍ୱାମୀଙ୍କର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଓ ଦୁଇ ବର୍ଷର ପୁଅ ଗୁରୁତର ହୋଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।ଏବଂ ଇନ୍ଫୋଭ୍ୟାଲି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।