ପାଟପୁର କଲେଜ ରେ ସଂସ୍କୃତ ସପ୍ତାହ ପାଳିତ l

ପାଟପୁର,୧୪/୦୮(ସପନ ଦାସ):-ପାଟପୁର ସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ ମହାବିଦ୍ୟାଳୟ ରେ ସଂସ୍କୃତ ସପ୍ତାହ ପାଳିତ ହୋଇଯାଇଛି। ମହାବିଦ୍ୟାଳୟ ର ଅଧ୍ୟକ୍ଷ ଡ. ଶଙ୍କର ପ୍ରସାଦ ଅଧିକାରୀ ଅଧ୍ୟକ୍ଷତା କରି ସଂସ୍କୃତ ସପ୍ତାହ ର ମହତ୍ତ୍ଵ ସମ୍ପର୍କ ରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମ ରେ ସଂଯୋଜନା ସହ ସଭା ପ୍ରାରମ୍ଭ ରେ ରସାୟନ ବିଜ୍ଞାନ ବିଭାଗ ମୁଖ୍ୟ ଡ. କୈଳାଶ ଚନ୍ଦ୍ର ସ୍ୱାଇଁ ଗାୟତ୍ରୀ ମନ୍ତ୍ର ଏବଂ ବେଦ ପଠନ କରିଥିଲେ।

ମୁଖ୍ୟ ବକ୍ତା ରୂପେ ଆଡ଼ପଡା ସ୍ଥିତ ମାଣିକେଶ୍ଵରୀ ବିଦ୍ୟାପୀଠ ର ସଂସ୍କୃତ ଶିକ୍ଷକ ଶ୍ରୀ ସନ୍ତୋଷ କୁମାର ଚର୍ଚ୍ଚୀ ଯୋଗ ଦେଇ ଛାତ୍ର ଛାତ୍ରୀ ଙ୍କୁ ସଂସ୍କୃତ ଭାଷାର ସମୃଦ୍ଧ ଐତିହ୍ୟକୁ ପ୍ରଚାର ଓ ସୁରକ୍ଷା କରିବା ପାଇଁ ପ୍ରେରଣା ଏବଂ ଆହ୍ବାନ ଦେଇଥିଲେ। ଅନେକ ଛାତ୍ର ଛାତ୍ରୀ ବିଭିନ୍ନ ସଂସ୍କୃତ କବିତା ଗାନ ଓ ଶ୍ଳୋକ ପଠନ କରିଥିଲେ। ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଏବଂ ଛାତ୍ର ଛାତ୍ରୀ ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ। ଅଧ୍ୟାପକ ତ୍ରିଲୋଚନ ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା ପାର ବେଳେ ଦୁର୍ଘଟଣା ।

ବ୍ରହ୍ମପୁର ୧୭।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା...

ଜଗଦଳପୁରରେ ଡାକ ମେଳା: ପୋଷ୍ଟାଲ ପେମେଣ୍ଟ ବ୍ୟାଙ୍କ ଓ ପୋଷ୍ଟାଲ ଜୀବନ ବୀମା ନେଇ ସଚେତନତା l

କୁକୁଡାଖଣ୍ଡି,୧୪।୦୭(ଇ ରଞ୍ଜନ ):-କୁକୁଡାଖଣ୍ଡି ଦକ୍ଷିଣାଞ୍ଚଳ ଡାକ ବିଭାଗ ବ୍ରହ୍ମପୁର ଆନୁକୂଲ୍ୟରେ ଜଗଦଳପୁର...

ଯୁବକଙ୍କୁ ବନ୍ଦ କୋଠରୀରେ ନିର୍ମମ ମାଡ଼ ମାରିବା ଭିଡିଓ ଭାଇରଲ ପରେ ମୁଖ୍ୟ ଅଭିଯୁକ୍ତ ଅରୁପ ଗିରଫ l

ବ୍ରହ୍ମପୁର,୧୩|୦୭(ଇ ରଞ୍ଜନ):-କୁକୁଡାଖଣ୍ଡି ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ମାଡ଼ ଭିଡିଓ ଘଟଣାରେ...

ପୋଡ଼ାମପେଟାରେ ତିନି ମାସିଆ ଯୋଗ ପ୍ରଶିକ୍ଷଣ ଶିବିର l

ଗଞ୍ଜାମ,୧୦।୭(ଋଷିକେଶ ବେହେରା):-lଗଞ୍ଜାମ ବ୍ଲକ ସ୍ଥିତ କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଜନ...

୪ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି ।

ନବରଙ୍ଗପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଞ୍ଚଳରେ ଜଣେ ୧୨...

Topics

ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା ନିଜ ଶଶୁର ଘରେ ପେଟ୍ରୋଲ ଢାଳି ଆତ୍ମହୂତି ଉଦ୍ୟମ କରିଛନ୍ତି।

ବ୍ରହ୍ମପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା...

କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ l

ଭୁବନେଶ୍ୱର,୦୯।୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ...

୧୧୪ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଲଟେରୀ ମାଧ୍ୟମରେ ପକ୍କା ଘର ଆବଣ୍ଟନ ହୋଇଛି ।

ଭୁବନେଶ୍ୱର,୦୮|୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ପକ୍ଷରୁ ଆଜି ୧୧୪...
spot_img

Related Articles

Popular Categories

spot_imgspot_img