ପ୍ରଧାନଶିକ୍ଷକ ଗୌରହରି ମହାନ୍ତଙ୍କୁ କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବନ କରିଛନ୍ତି।

କେନ୍ଦୁଝର ,୨୩/୮(କଳିଙ୍ଗ ଜାଗରଣ ବ୍ୟୁରୋ):- କେନ୍ଦୁଝର ଜିଲ୍ଲା ବାଂଶପାଳ ଅଞ୍ଜର ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଝରକା ରେଲିଂରେ ଚାପି ହୋଇ ଶ୍ରେଣୀଗୃହରେ ରହିଥିବା ଦ୍ବିତୀୟ ଶ୍ରେଣୀଛାତ୍ରୀକୁ ଶିକ୍ଷକମାନେ ଭଲ ଭାବେ ଯାଞ୍ଚ ନ କରି ବାହାର ପଟୁ ତାଲା ପକାଇ ପଳାଇଥିଲେ।ଏବଂ ସେହିଭଳି ଅବସ୍ଥାରେ ସେ ରାତିତମାମ ରହିଥିଲେ। ଫଳରେ ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ବରିହା ସଂପୃକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକ ଗୌରହରି ମହାନ୍ତଙ୍କୁ କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବନ କରିଛନ୍ତି।

Hot this week

ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା ପାର ବେଳେ ଦୁର୍ଘଟଣା ।

ବ୍ରହ୍ମପୁର ୧୭।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା...

ଜଗଦଳପୁରରେ ଡାକ ମେଳା: ପୋଷ୍ଟାଲ ପେମେଣ୍ଟ ବ୍ୟାଙ୍କ ଓ ପୋଷ୍ଟାଲ ଜୀବନ ବୀମା ନେଇ ସଚେତନତା l

କୁକୁଡାଖଣ୍ଡି,୧୪।୦୭(ଇ ରଞ୍ଜନ ):-କୁକୁଡାଖଣ୍ଡି ଦକ୍ଷିଣାଞ୍ଚଳ ଡାକ ବିଭାଗ ବ୍ରହ୍ମପୁର ଆନୁକୂଲ୍ୟରେ ଜଗଦଳପୁର...

ଯୁବକଙ୍କୁ ବନ୍ଦ କୋଠରୀରେ ନିର୍ମମ ମାଡ଼ ମାରିବା ଭିଡିଓ ଭାଇରଲ ପରେ ମୁଖ୍ୟ ଅଭିଯୁକ୍ତ ଅରୁପ ଗିରଫ l

ବ୍ରହ୍ମପୁର,୧୩|୦୭(ଇ ରଞ୍ଜନ):-କୁକୁଡାଖଣ୍ଡି ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ମାଡ଼ ଭିଡିଓ ଘଟଣାରେ...

ପୋଡ଼ାମପେଟାରେ ତିନି ମାସିଆ ଯୋଗ ପ୍ରଶିକ୍ଷଣ ଶିବିର l

ଗଞ୍ଜାମ,୧୦।୭(ଋଷିକେଶ ବେହେରା):-lଗଞ୍ଜାମ ବ୍ଲକ ସ୍ଥିତ କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଜନ...

୪ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି ।

ନବରଙ୍ଗପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଞ୍ଚଳରେ ଜଣେ ୧୨...

Topics

ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା ନିଜ ଶଶୁର ଘରେ ପେଟ୍ରୋଲ ଢାଳି ଆତ୍ମହୂତି ଉଦ୍ୟମ କରିଛନ୍ତି।

ବ୍ରହ୍ମପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା...

କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ l

ଭୁବନେଶ୍ୱର,୦୯।୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ...

୧୧୪ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଲଟେରୀ ମାଧ୍ୟମରେ ପକ୍କା ଘର ଆବଣ୍ଟନ ହୋଇଛି ।

ଭୁବନେଶ୍ୱର,୦୮|୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ପକ୍ଷରୁ ଆଜି ୧୧୪...
spot_img

Related Articles

Popular Categories

spot_imgspot_img