ସମ୍ବଲପୁର,(କଳିଙ୍ଗ ଜାଗରଣ ବ୍ୟୁରୋ):- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି । ଫଳରେ ୩ଟି ପର୍ଯ୍ୟାୟରେ ୧୨ଟି ଫାଟକ ଖୋଲାଯାଇ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ହେଉଛି । ଶନିବାର ରାତି ୯ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୨୧.୩୩ ଫୁଟକୁ ପହଞ୍ଚିଥିଲା।

Hot this week
Free News - Where voices unite, stories flourish, and community thrives through open dialogue and meaningful connections.
Get important news delivered directly to your inbox and stay connected!