Thursday, December 18, 2025
11.2 C
London

ଅଗ୍ନି ଖେଳେଇବା କୁ ଯାଇ ଦେହରେ ନିଆଁ ଲାଗି ଜଣେ ଗୁରୁତର l

ବ୍ରହ୍ମପୁର ,୦୨/୮(ଇ ରଞ୍ଜନ ):-କୁକୁଡ଼ାଖଣ୍ଡି ସଦର ଥାନା ଅନ୍ତର୍ଗତ ରୋହିଗାଁ ପଞ୍ଚାୟତ ନଳିହାଡ ଗ୍ରାମରେ ଗଣେଷ ମୂର୍ତ୍ତି ବିସର୍ଜନ କରିବା ନେଇ ପୋଖରୀକୁ ଯାଉଥିବା ବେଳେ ଗ୍ରାମର ବହୁ ଯୁବକ ନାଚୁଥିବା ସହ କିଛି ନାବାଳକ ପେଟ୍ରୋଲ ପାଟି ମଧ୍ୟରେ ରଖି ଆକାଶ ମୁହାଁ ରେ ଅଗ୍ନିହୁଳl ଖେଳାଉଥିବା ବେଳେ ସେଥିରେ ଶିବ ସ୍ୱାଇଁ ନାମକ ନାବାଳକର ଶରୀରରେ ପେଟ୍ରୋଲ ନିଆଁ ଲାଗିଯାଇଥିବାରୁ ସେଠାରେ ଥିବା ଯୁବକ ମନେ ନିଆଁ କୁ ଆୟୋତ କରିବା କୁ ଚେଷ୍ଟା କରିଥିଲେ l କିନ୍ତୁ ଯୁବକ ଜଣକ ଗୁରୁତର ହୋଇ ତାଙ୍କ ପରିବାର ବର୍ଗଙ୍କ ଜରିଆ ରେ ବ୍ରହ୍ମପୁର ବଡ଼ ମେଡିକାଲ୍ ସ୍ଥାନାନ୍ତର ହୋଇଥିଲା ପରେ ସ୍ବାସ୍ଥ୍ୟ ଅବସ୍ଥା ସୁଧାରିନଥିବାରୁ ନାବାଳକକୁ କଟକ ଏସସିବି ମେଡିକାଲ ସ୍ଥାନାନ୍ତର ହୋଇଥିବା ବେଳେ ଚିକିତ୍ସା ଜାରିଥିବା ନେଇ ଖବର ମିଳିଛି।

Hot this week

ଆସନ୍ତା ନୂତନ ଇଂରାଜୀ ବର୍ଷ ପ୍ରଥମ ଦିନର ଜଗନ୍ନାଥ ସଂସ୍କୃତି ଜାଗରଣ କାର୍ଯ୍ୟକ୍ରମ ପାଇଁ ମହାପ୍ରଭୁଙ୍କୁ ନିମନ୍ତ୍ରଣ l

ଭୁବନେଶ୍ୱର,୧୮/୧୨(ଲିପିକା ରାଣୀ ରାଉତ ):-ଶ୍ରୀଜଗନ୍ନାଥ ଭାଇ ବଳଭଦ୍ର ଭଉଣୀ ସୁଭଦ୍ରା ଓ...

ଅତିଥି ଅଧ୍ୟାପିକାଙ୍କର ସନ୍ଦେହଜନକ ମୃତ୍ୟୁ l

କେନ୍ଦୁଝର ,୧୮/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- କେନ୍ଦୁଝର ସରକାରୀ ମହିଳା ମହାବିଦ୍ୟାଳୟର ବିଜ୍ଞାନ...

ଭାରସ୍ୟାମ ହରାଇ ୪୦ ଫୁଟ ତଳକୁ ଖସିଲା ବୋଲେରୋ ।

ମୟୂରଭଞ୍ଜ,୧୮/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ନଳଗଜା...

ବିଷ ବଳୟରେ ଦେଶର ରାଜଧାନୀ ଦିଲ୍ଲୀ ।

ନୂଆଦିଲ୍ଲୀ,୧୭/ ୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ବିଷ ବଳୟରେ ଦେଶର ରାଜଧାନୀ ଦିଲ୍ଲୀ...

ଗଞ୍ଜାମକୁ ଫେରିଛନ୍ତି ବିଦେଶି ପକ୍ଷୀ l

ବ୍ରହ୍ମପୁର,୧୭/ ୧୨(ଇ ରଞ୍ଜନ):-ହିଞ୍ଜିଳି ବିଦେଶୀ ପକ୍ଷୀଙ୍କ ଓଡ଼ିଶା ଆଗମନ ଗଞ୍ଜାମ ସମରଝୋଳ...

Topics

ଗାଈ ମାଂସ ବିକ୍ରି ଉଦ୍ୟମ ଘଟଣାରେ ପୁଲିସ ୩ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି।

ବ୍ରହ୍ମପୁର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ବ୍ରହ୍ମପୁର ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ...

ଧାନକଟା ମେସିନ୍ ରେ କଟି ଚାଷୀଙ୍କ ମୃତ୍ୟୁ ।

ବାଲେଶ୍ଵର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ବାଲେଶ୍ଵର ଜିଲ୍ଲା ବର୍ଦ୍ଧନପୁର ଥାନା ନିକଟସ୍ଥ ସାହାଜ...

ଗଞ୍ଜାମ ଜିଲ୍ଲା ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗର ନିକଟରେ କାର୍ ଦୁର୍ଘଟଣା ।

ଛତ୍ରପୁର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ଗଞ୍ଜାମ ଜିଲ୍ଲା ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗର...
spot_img

Related Articles

Popular Categories

spot_imgspot_img