Friday, December 19, 2025
8.7 C
London

ଆଜି ଭାରତ ପ୍ରଥମ ହକି ମ୍ୟାଚ ଦକ୍ଷିଣ କୋରିଆ ସହ ଖେଳିବl

ନୂଆଦିଲ୍ଲୀ,୦୩/୯(କଳିଙ୍ଗ ଜାଗରଣ ବ୍ୟୁରୋ):-ପୁରୁଷ ଏସିଆ କପ୍ ହକିର ଲିଗ୍ ପର୍ଯ୍ୟାୟ ଶେଷ ହୋଇଛି। ଆଜିଠାରୁ ସୁପର-୪ ମୁକାବିଲା ହେବ। ସୁପର-୪ରେ ଗ୍ରୁପ-ଏ ରୁ ଭାରତ ଓ ଚୀନ ରହିଥିବାବେଳେ ଗ୍ରୁପ-ବିରୁ ଦକ୍ଷିଣ କୋରିଆ ଓ ମାଲେସିଆ ରହିଛନ୍ତି। ଫଳରେ ଆଜି ଭାରତ ପ୍ରଥମ ମ୍ୟାଚ ଦକ୍ଷିଣ କୋରିଆ ସହ ଖେଳିବ , ଆସନ୍ତାକାଲି ମାଲେସିଆ ଓ ୬ରେ ଚୀନକୁ ଭେଟିବ।

Hot this week

ଗଞ୍ଜାମ ଜିଲ୍ଲା ଉତ୍ତର ଘୁମୁସର ବନଖଣ୍ଡର ବିଭିନ୍ନ ବନାଞ୍ଚଳରେ ହାତୀପଲର ଦୌରାତ୍ମ୍ୟ l

ବ୍ରହ୍ମପୁର,୧୯/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):-ଗଞ୍ଜାମ ଜିଲ୍ଲା ଉତ୍ତର ଘୁମୁସର ବନଖଣ୍ଡର ବିଭିନ୍ନ ବନାଞ୍ଚଳରେ...

ଆସନ୍ତା ନୂତନ ଇଂରାଜୀ ବର୍ଷ ପ୍ରଥମ ଦିନର ଜଗନ୍ନାଥ ସଂସ୍କୃତି ଜାଗରଣ କାର୍ଯ୍ୟକ୍ରମ ପାଇଁ ମହାପ୍ରଭୁଙ୍କୁ ନିମନ୍ତ୍ରଣ l

ଭୁବନେଶ୍ୱର,୧୮/୧୨(ଲିପିକା ରାଣୀ ରାଉତ ):-ଶ୍ରୀଜଗନ୍ନାଥ ଭାଇ ବଳଭଦ୍ର ଭଉଣୀ ସୁଭଦ୍ରା ଓ...

ଅତିଥି ଅଧ୍ୟାପିକାଙ୍କର ସନ୍ଦେହଜନକ ମୃତ୍ୟୁ l

କେନ୍ଦୁଝର ,୧୮/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- କେନ୍ଦୁଝର ସରକାରୀ ମହିଳା ମହାବିଦ୍ୟାଳୟର ବିଜ୍ଞାନ...

ଭାରସ୍ୟାମ ହରାଇ ୪୦ ଫୁଟ ତଳକୁ ଖସିଲା ବୋଲେରୋ ।

ମୟୂରଭଞ୍ଜ,୧୮/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ନଳଗଜା...

ବିଷ ବଳୟରେ ଦେଶର ରାଜଧାନୀ ଦିଲ୍ଲୀ ।

ନୂଆଦିଲ୍ଲୀ,୧୭/ ୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ବିଷ ବଳୟରେ ଦେଶର ରାଜଧାନୀ ଦିଲ୍ଲୀ...

Topics

ଗଞ୍ଜାମକୁ ଫେରିଛନ୍ତି ବିଦେଶି ପକ୍ଷୀ l

ବ୍ରହ୍ମପୁର,୧୭/ ୧୨(ଇ ରଞ୍ଜନ):-ହିଞ୍ଜିଳି ବିଦେଶୀ ପକ୍ଷୀଙ୍କ ଓଡ଼ିଶା ଆଗମନ ଗଞ୍ଜାମ ସମରଝୋଳ...

ଗାଈ ମାଂସ ବିକ୍ରି ଉଦ୍ୟମ ଘଟଣାରେ ପୁଲିସ ୩ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି।

ବ୍ରହ୍ମପୁର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ବ୍ରହ୍ମପୁର ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ...

ଧାନକଟା ମେସିନ୍ ରେ କଟି ଚାଷୀଙ୍କ ମୃତ୍ୟୁ ।

ବାଲେଶ୍ଵର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ବାଲେଶ୍ଵର ଜିଲ୍ଲା ବର୍ଦ୍ଧନପୁର ଥାନା ନିକଟସ୍ଥ ସାହାଜ...
spot_img

Related Articles

Popular Categories

spot_imgspot_img