ମୟୂରଭଞ୍ଜ,୦୮/୯(କଳିଙ୍ଗ ଜାଗରଣ ବ୍ୟୁରୋ):- ମୟୂରଭଞ୍ଜ ଜିଲ୍ଲା ବାରମାଇଲ-ଚିତ୍ରଡ଼ା ରାସ୍ତାର ଅସ୍ତିଆବନ୍ଧ ନିକଟରେ ଏକ ଯାତ୍ରୀବାହୀ ଅଟୋକୁ ଆକ୍ରମଣ କଲା ହାତୀ ପଲ । ଏଥିରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୩ ଜଣ ଆହତ ହୋଇଛନ୍ତି । ଏଥିସହ ଅନ୍ୟ ୪ ଜଣ ଅଳ୍ପକେ ବର୍ତ୍ତିଯାଇ;ଥିବାବେଳେ ଉକ୍ତ ଅଟୋଟି ୮ଜଣ ଯାତ୍ରୀଙ୍କୁ ନେଇ ଅମର୍ଦାରୁ ବାରିପଦା ଯାଉଥିଲା। ଏବଂ ମୃତ ମହିଳା ହେଲେ ହେଲେ ରୀନା ନାୟକ l