Thursday, June 4, 2026
15.8 C
London

ମନ୍ତ୍ରୀଙ୍କ ଦ୍ବାରା ମାଙ୍କ ନାମରେ ବୃକ୍ଷ ରୋପଣ ।

କୁକୁଡ଼ାଖଣ୍ଡି,୧୮/୯(ଇ.ରଞ୍ଜନ):-କୁକୁଡାଖଣ୍ଡି ବ୍ଲକ ବୋରିଗାଁ ପଂଚାୟତର ବରପଲି ନିକଟସ୍ତ ମାର୍ଥା ପଲ୍ଲୀ ଗ୍ରାମ ନିକଟରେ ପଡିଆ ରେ ପ୍ରଧାନମନ୍ତ୍ରୀଙ୍କର ଜନ୍ମଦିନ ଉଦେଶ୍ୟ ରେ ସ୍ଥାନୀୟ ବିଧାୟକ ତଥା ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଙ୍କ ଦ୍ୱାରା ମାଙ୍କ ନାଁରେ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି l ଏଥିରେ ପ୍ରାୟ ୭୦୦ ବୃକ୍ଷ ରୋପଣ ବୋରିଗାଁ ସରପଞ୍ଚ ସସ୍ମିତା ସାହୁ ଙ୍କ ନେତୃତ୍ୱ ରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମ ରେ ବିଡ଼ିଓ ପଲ୍ଲବୀ ସ୍ୱାଇଁ, ଏଇ ଅନୁରାଗ ରଥ।

ଲୋଚାପଡ଼ା ସରପଞ୍ଚ ଏଲ ମୋହନ ଦାସ, କେ.ଚନ୍ଦ୍ର ଶେଖର ଦାସ, ଚଣ୍ଡୀ ଚରଣ ସାହୁ, ମନ୍ତ୍ରୀଙ୍କ କୁକୁଡ଼ାଖଣ୍ଡି ପ୍ରତିନିଧି ସୂର୍ଯମଣି ପାତ୍ର,ପିଇଓ ରାଜେଶ ରାଓ ଙ୍କ ସମେତ ବିଭିନ୍ନ ପଂଚାୟତ ର ପ୍ରତିନିଧି ମାନେ ଉପସ୍ଥିତ ଥିଲେ।

Hot this week

ନର୍ସିଂ ଛାତ୍ରଙ୍କୁ କଲେଜ କ୍ୟାମ୍ପସରୁ ଅପହରଣ ଘଟଣାରେ ଚାରିଜଣ ଅଭିଯୁକ୍ତ ଗିରଫ ।

ଭୁବନେଶ୍ୱର,୦୩।୦୬(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ଭରତପୁର ଥାନା ଅଧୀନ ଏକ ଘରୋଇ ବିଶ୍ୱବିଦ୍ୟାଳୟ...

ପଞ୍ଜାବ ପୌର ନିର୍ବାଚନରେ ଶାସକ ଆମ୍ ଆଦମୀ ପାର୍ଟି (ଆପ୍) ବିପୁଳ ବିଜୟ ହାସଲ କରିଛି।

ନୂଆଦିଲ୍ଲୀ,୩୦।୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ପଞ୍ଜାବ ପୌର ନିର୍ବାଚନରେ ଶାସକ ଆମ୍ ଆଦମୀ ପାର୍ଟି...

ଆକ୍ସନ ମୋଡ଼ରେ ବ୍ରହ୍ମପୁର ପୋଲିସ ।

ବ୍ରହ୍ମପୁର ୨୬।୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ଆକ୍ସନ ମୋଡ଼ରେ ବ୍ରହ୍ମପୁର ପୋଲିସ । ପ୍ଲଟ୍...

ଵ୍ରହ୍ମପୁରରେ ପୁଣି ଜଣେ ଯୁବକଙ୍କୁ ମାରଣାସ୍ତ୍ରରେ ହାଣିଲେ ଦୃବୁତ୍ତ l

ଵ୍ରହ୍ମପୁର,୨୫।୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ଵ୍ରହ୍ମପୁର ବଡବ୍ଜ଼ାର ଥାନା ଅନ୍ତର୍ଗତ ହରିଡାଖଣ୍ଡି ଛକ ବିଚ...

ଡାଇମଣ୍ଡ’ ନାମକ ବସ୍ ସହ ଅଟୋର ମୁହାଁମୁହିଁ ଧକ୍କା,୬ ଜଣଙ୍କର ମୃତ୍ୟୁ l

ବ୍ରହ୍ମପୁର ୨୩।୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ‘ଡାଇମଣ୍ଡ’...

Topics

ମୁଖ୍ୟ ଅଭିଯୁକ୍ତ ମୁକେଶ ସାହୁକୁ ପୁଲିସ ର ଏନକାଉଣ୍ଟର l

ବ୍ରହ୍ମପୁର,୨୧।୫(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ଗିରି ରୋଡରେ ଉମେଶ ରଥ ନାମକ ଯୁବକକୁ...

ବ୍ରହ୍ମପୁର ଗିରିରୋଡର ଗୀତାଭବନ ସମ୍ମୁଖ ରାସ୍ତାରେ ଦୁର୍ବୃତ୍ତଙ୍କ ଆତଙ୍କରାଜ l

ବ୍ରହ୍ମପୁର,୧୯/୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ଗିରିରୋଡର ଗୀତାଭବନ ସମ୍ମୁଖ ରାସ୍ତାରେ ପୂର୍ବ ଶତ୍ରୁତାକୁ...

ବ୍ରହ୍ମପୁର ବଡ଼ବଜାର ଥାନା ପୋଲିସ ୩ଜଣ ଅଭିଯୁକ୍ତକୁ ଗିରଫ କରିବା ସହ ୨ନାବାଳକକୁ ଅଟକ ରଖିଛି ।

ବ୍ରହ୍ମପୁର,୧୯/୦୫(କଳିଙ୍ଗ ଜାଗରଣ ବ୍ୟୁରୋ):--ବ୍ରହ୍ମପୁର ବଡ଼ବଜାର ଥାନା ପୋଲିସ ସ୍ଥାନୀୟ ଓମ୍ ନଗର...
spot_img

Related Articles

Popular Categories

spot_imgspot_img