Saturday, December 20, 2025
7.8 C
London

ମନ୍ତ୍ରୀଙ୍କ ପ୍ରତିନିଧିଙ୍କ ଦ୍ବାରା ନିମଖଣ୍ଡି ମଣ୍ଡଳ କାର୍ଯ୍ୟାଳୟ ଉଦଘାଟିତ l

କୁକୁଡ଼ାଖଣ୍ଡି,୧୮/୯(ଇ.ରଞ୍ଜନ):-କୁକୁଡ଼ାଖଣ୍ଡି ବ୍ଲକ ଗୋପାଳପୁର ନିର୍ବାଚନର ନିମଖଣ୍ଡି ମଣ୍ଡଳ କାର୍ଯ୍ୟାଳୟ କୁ ମଙ୍ଗଳବାର ଗୋପାଳପୁର ବିଧାୟକ ତଥା ପରିବହନ ମନ୍ତ୍ରୀ ବିଭୁତିଜେନାଙ୍କ କୁକୁଡ଼ାଖଣ୍ଡି ପ୍ରତିନିଧି ସୂର୍ଯ୍ୟମଣି ପାତ୍ରଙ୍କ ଦ୍ବାରା ଉଦଘାଟନ ହୋଇଯାଇଛି l ଏଥିରେ ଗୁରୁଣ୍ଠି ସମିତି ସଭ୍ୟl କେ ରାଜଲକ୍ଷ୍ମୀ ଦାସ ମଣ୍ଡଳ ସଭାପତି କେ ଚନ୍ଦ୍ରଶେଖର ଦାସ ନିମଖଣ୍ଡି ସରପଞ୍ଚ ପ୍ରତିନିଧି ପ୍ରଦୀପ ବେହେରା,ଆକାଶ ନାୟକ,ଶିବ ପ୍ରସାଦ ନାୟକ,ଦୀନବନ୍ଧୁ ମଲଣl, କେ ସନ୍ତୋଷ ଦାସ,ପି ସମୀର ଦାସ, ଲକ୍ଷ୍ମଣ ପାତ୍ର, ଏସ ଭୀମ, ଏସ୍ ଅନିଲ,ମୋହନ ପାତ୍ର,ସୁଦାମ ସ୍ୱାଇଁ ଏସ,ରାମୂର୍ତ୍ତି, ଏସ ବିନଦ ଦାସ,ନିରଞ୍ଜନ ସାହୁ ପ୍ରମୁଖ ମଣ୍ଡଳ ଅଫିସ ଉଦଘାଟନବେଳେ ଉପସ୍ଥିତ ରହି ସହଯୋଗ କରିଥିଲେ l

Hot this week

ଗଞ୍ଜାମ ଜିଲ୍ଲା ଉତ୍ତର ଘୁମୁସର ବନଖଣ୍ଡର ବିଭିନ୍ନ ବନାଞ୍ଚଳରେ ହାତୀପଲର ଦୌରାତ୍ମ୍ୟ l

ବ୍ରହ୍ମପୁର,୧୯/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):-ଗଞ୍ଜାମ ଜିଲ୍ଲା ଉତ୍ତର ଘୁମୁସର ବନଖଣ୍ଡର ବିଭିନ୍ନ ବନାଞ୍ଚଳରେ...

ଆସନ୍ତା ନୂତନ ଇଂରାଜୀ ବର୍ଷ ପ୍ରଥମ ଦିନର ଜଗନ୍ନାଥ ସଂସ୍କୃତି ଜାଗରଣ କାର୍ଯ୍ୟକ୍ରମ ପାଇଁ ମହାପ୍ରଭୁଙ୍କୁ ନିମନ୍ତ୍ରଣ l

ଭୁବନେଶ୍ୱର,୧୮/୧୨(ଲିପିକା ରାଣୀ ରାଉତ ):-ଶ୍ରୀଜଗନ୍ନାଥ ଭାଇ ବଳଭଦ୍ର ଭଉଣୀ ସୁଭଦ୍ରା ଓ...

ଅତିଥି ଅଧ୍ୟାପିକାଙ୍କର ସନ୍ଦେହଜନକ ମୃତ୍ୟୁ l

କେନ୍ଦୁଝର ,୧୮/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- କେନ୍ଦୁଝର ସରକାରୀ ମହିଳା ମହାବିଦ୍ୟାଳୟର ବିଜ୍ଞାନ...

ଭାରସ୍ୟାମ ହରାଇ ୪୦ ଫୁଟ ତଳକୁ ଖସିଲା ବୋଲେରୋ ।

ମୟୂରଭଞ୍ଜ,୧୮/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ନଳଗଜା...

ବିଷ ବଳୟରେ ଦେଶର ରାଜଧାନୀ ଦିଲ୍ଲୀ ।

ନୂଆଦିଲ୍ଲୀ,୧୭/ ୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ବିଷ ବଳୟରେ ଦେଶର ରାଜଧାନୀ ଦିଲ୍ଲୀ...

Topics

ଗଞ୍ଜାମକୁ ଫେରିଛନ୍ତି ବିଦେଶି ପକ୍ଷୀ l

ବ୍ରହ୍ମପୁର,୧୭/ ୧୨(ଇ ରଞ୍ଜନ):-ହିଞ୍ଜିଳି ବିଦେଶୀ ପକ୍ଷୀଙ୍କ ଓଡ଼ିଶା ଆଗମନ ଗଞ୍ଜାମ ସମରଝୋଳ...

ଗାଈ ମାଂସ ବିକ୍ରି ଉଦ୍ୟମ ଘଟଣାରେ ପୁଲିସ ୩ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି।

ବ୍ରହ୍ମପୁର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ବ୍ରହ୍ମପୁର ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ...

ଧାନକଟା ମେସିନ୍ ରେ କଟି ଚାଷୀଙ୍କ ମୃତ୍ୟୁ ।

ବାଲେଶ୍ଵର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ବାଲେଶ୍ଵର ଜିଲ୍ଲା ବର୍ଦ୍ଧନପୁର ଥାନା ନିକଟସ୍ଥ ସାହାଜ...
spot_img

Related Articles

Popular Categories

spot_imgspot_img