Friday, December 19, 2025
10.7 C
London

ଆୟବହିର୍ଭୁତ ସମ୍ପତି ଠୁଳ ମାମଲାରେ ଭିଜିଲାନ୍ସ ଟିମ୍ ର ଚଢ଼ାଉ l

କୁକୁଡ଼ାଖଣ୍ଡି,୨୦/୯(ଇ ରଞ୍ଜନ):-ଆୟବହିର୍ଭୁତ ସମ୍ପତି ଠୁଳ ମାମଲାରେ ଏକ କୋଠାରେ ଭିଜିଲାନ୍ସ ଟିମ୍ ର ଚଢ଼ାଉ lଗଂଜାମ ଜିଲ୍ଲା କୁକୁଡାଖଣ୍ଡି ବ୍ଲକ ଯୋଗିଆପଲ୍ଲୀ ସ୍ତିତ ଟେକ୍ନୋ ପାର୍କ ଅଂଚଳରୁ ରାୟଗଡା କାଶୀପୁର ଫୋରେଷ୍ଟ ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ଗୋଟେ ପୁରୁଣା କୋଠା ଜବତ କରିଛି ବ୍ରହ୍ମପୁର ଭିଜିଲାନ୍ସ l

ଏହା ବ୍ୟତୀତ ରାଜ୍ୟର ବିଭିନ୍ନ ଅଂଚଳ ତଥା ବାଲିଗୁଡା,ଦାରିଙ୍ଗିବାଡ଼ି,ନୟାଗଡ,ଗଂଜାମ ସାଙ୍ଗକୁ ବିଭିନ୍ନ ଅଂଚଳରେ କୋଠା ସବୁ ନିଜ ପରିବାର ଲୋକଙ୍କ ନାମରେ କରିଥିବା ବେଳେ ସରକାରୀ ସ୍ତରରୁ ସମସ୍ତ ସମ୍ପତି ଜବତ କରି ଆକଳନ କରୁଛି ଭିଜିଲାନ୍ସ l

Hot this week

ଆସନ୍ତା ନୂତନ ଇଂରାଜୀ ବର୍ଷ ପ୍ରଥମ ଦିନର ଜଗନ୍ନାଥ ସଂସ୍କୃତି ଜାଗରଣ କାର୍ଯ୍ୟକ୍ରମ ପାଇଁ ମହାପ୍ରଭୁଙ୍କୁ ନିମନ୍ତ୍ରଣ l

ଭୁବନେଶ୍ୱର,୧୮/୧୨(ଲିପିକା ରାଣୀ ରାଉତ ):-ଶ୍ରୀଜଗନ୍ନାଥ ଭାଇ ବଳଭଦ୍ର ଭଉଣୀ ସୁଭଦ୍ରା ଓ...

ଅତିଥି ଅଧ୍ୟାପିକାଙ୍କର ସନ୍ଦେହଜନକ ମୃତ୍ୟୁ l

କେନ୍ଦୁଝର ,୧୮/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- କେନ୍ଦୁଝର ସରକାରୀ ମହିଳା ମହାବିଦ୍ୟାଳୟର ବିଜ୍ଞାନ...

ଭାରସ୍ୟାମ ହରାଇ ୪୦ ଫୁଟ ତଳକୁ ଖସିଲା ବୋଲେରୋ ।

ମୟୂରଭଞ୍ଜ,୧୮/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ନଳଗଜା...

ବିଷ ବଳୟରେ ଦେଶର ରାଜଧାନୀ ଦିଲ୍ଲୀ ।

ନୂଆଦିଲ୍ଲୀ,୧୭/ ୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ବିଷ ବଳୟରେ ଦେଶର ରାଜଧାନୀ ଦିଲ୍ଲୀ...

ଗଞ୍ଜାମକୁ ଫେରିଛନ୍ତି ବିଦେଶି ପକ୍ଷୀ l

ବ୍ରହ୍ମପୁର,୧୭/ ୧୨(ଇ ରଞ୍ଜନ):-ହିଞ୍ଜିଳି ବିଦେଶୀ ପକ୍ଷୀଙ୍କ ଓଡ଼ିଶା ଆଗମନ ଗଞ୍ଜାମ ସମରଝୋଳ...

Topics

ଗାଈ ମାଂସ ବିକ୍ରି ଉଦ୍ୟମ ଘଟଣାରେ ପୁଲିସ ୩ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି।

ବ୍ରହ୍ମପୁର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ବ୍ରହ୍ମପୁର ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ...

ଧାନକଟା ମେସିନ୍ ରେ କଟି ଚାଷୀଙ୍କ ମୃତ୍ୟୁ ।

ବାଲେଶ୍ଵର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ବାଲେଶ୍ଵର ଜିଲ୍ଲା ବର୍ଦ୍ଧନପୁର ଥାନା ନିକଟସ୍ଥ ସାହାଜ...

ଗଞ୍ଜାମ ଜିଲ୍ଲା ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗର ନିକଟରେ କାର୍ ଦୁର୍ଘଟଣା ।

ଛତ୍ରପୁର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ଗଞ୍ଜାମ ଜିଲ୍ଲା ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗର...
spot_img

Related Articles

Popular Categories

spot_imgspot_img