ନୂଆଦିଲ୍ଲୀ,୨୨/୯(କଳିଙ୍ଗ ଜାଗରଣ ବ୍ୟୁରୋ):- ଆଜିଠୁ ଦେଶରେ ଲାଗୁ ହେଲା ସଂଶୋଧିତ ନୂଆ ସାମଗ୍ରୀ ଓ ସେବା ଶୁଳ୍କ(ଜିଏସ୍ଟି) । ଦେଶ ହିତପାଇଁ ଜିଏସଟିରେ ଏଭଳି ଆର୍ଥିକ ସଂସ୍କାର କରାଯାଇଛି । ନାଗରିକ ଦେବ ଭବଃ ଧାରାରେ ଏହାକୁ ଦେଶବାସୀ ସଞ୍ଚୟ ଉତ୍ସବ ରୂପେ ପାଳନ କରିବେ ।ଏବଂ ଜିଏସଟିରେ ଅନେକ ସାମଗ୍ରୀ ଓ ସେବା ସରଳ ଓ ଶସ୍ତା ହେବ ।




