Thursday, December 18, 2025
10.1 C
London

କକାକୁ ପଥରରେ ଛେଚି ହତ୍ୟା କଲା ପୁତୁରା ।

ସୁନ୍ଦରଗଡ଼,୧୧/୧୦(କଳିଙ୍ଗ ଜାଗରଣ ବ୍ୟୁରୋ):- ସୁନ୍ଦରଗଡ଼ ସଦର ଥାନା କିରେଇ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ କକାକୁ ପଥରରେ ଛେଚି ହତ୍ୟା କଲା ପୁତୁରା । ଉଭୟ କକା-ପୁତୁରାଙ୍କ ମଧ୍ୟରେ ପାରିବାରିକ କଳହକୁ ନେଇ ପାଟିତୁଣ୍ଡ ହୋଇଥିଲା । ଯାହାଫଳରେ ପୁତୁରାଉତ୍କ୍ଷିପ୍ତ ହୋଇ କାକାକୁ ବାଡ଼ି ଓ ପଥରରେ ଛେଚି ହତ୍ୟା କରିଛି । ସେପଟେ ହତ୍ୟାକାଣ୍ଡ ସଂପର୍କରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ଅଭିଯୁକ୍ତ ପୁତୁରାକୁ ଗିରଫ କରିଛି ।

Hot this week

ବିଷ ବଳୟରେ ଦେଶର ରାଜଧାନୀ ଦିଲ୍ଲୀ ।

ନୂଆଦିଲ୍ଲୀ,୧୭/ ୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ବିଷ ବଳୟରେ ଦେଶର ରାଜଧାନୀ ଦିଲ୍ଲୀ...

ଗଞ୍ଜାମକୁ ଫେରିଛନ୍ତି ବିଦେଶି ପକ୍ଷୀ l

ବ୍ରହ୍ମପୁର,୧୭/ ୧୨(ଇ ରଞ୍ଜନ):-ହିଞ୍ଜିଳି ବିଦେଶୀ ପକ୍ଷୀଙ୍କ ଓଡ଼ିଶା ଆଗମନ ଗଞ୍ଜାମ ସମରଝୋଳ...

ଗାଈ ମାଂସ ବିକ୍ରି ଉଦ୍ୟମ ଘଟଣାରେ ପୁଲିସ ୩ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି।

ବ୍ରହ୍ମପୁର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ବ୍ରହ୍ମପୁର ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ...

ଧାନକଟା ମେସିନ୍ ରେ କଟି ଚାଷୀଙ୍କ ମୃତ୍ୟୁ ।

ବାଲେଶ୍ଵର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ବାଲେଶ୍ଵର ଜିଲ୍ଲା ବର୍ଦ୍ଧନପୁର ଥାନା ନିକଟସ୍ଥ ସାହାଜ...

ଗଞ୍ଜାମ ଜିଲ୍ଲା ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗର ନିକଟରେ କାର୍ ଦୁର୍ଘଟଣା ।

ଛତ୍ରପୁର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ଗଞ୍ଜାମ ଜିଲ୍ଲା ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗର...

Topics

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର।

ଯାଜପୁର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ବିକ୍ରମ ପଣ୍ଡାଙ୍କ ସମେତ ୫ ଜଣଙ୍କ ଜାମିନ ଆବେଦନର ଶୁଣାଣି ଆସନ୍ତା ୧୬ ତାରିଖକୁ ଧାର୍ଯ୍ୟ କରିଛନ୍ତି କୋର୍ଟ।

ବ୍ରହ୍ମପୁର,୧୩/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):-ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ସମ୍ପୃକ୍ତ ବିକ୍ରମ...

ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛି ବିଜେଡି।

ଭୁବନେଶ୍ୱର,୧୩/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):-ବିଧାନସଭାରେ ମହାତ୍ମା ଗାନ୍ଧୀଙ୍କ ପ୍ରତି ଅଶୋଭନୀୟ ମନ୍ତବ୍ୟ ଓ...
spot_img

Related Articles

Popular Categories

spot_imgspot_img