ବୋରିଗାଁ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିର।

କୁକୁଡ଼ାଖଣ୍ଡି,୧୪/୧୦(ଇ .ରଞ୍ଜନ):-କୁକୁଡ଼ାଖଣ୍ଡି ସରକାରଙ୍କ ନିର୍ଦ୍ଦେଶାନୁସାରେ ସୋମବାର ବୋରିଗାଁ ପଞ୍ଚାୟତ କାର୍ଯ୍ୟାଳୟ ରେ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଛି। ସରପଞ୍ଚ ସସ୍ମିତା ସାହୁ ଙ୍କ ସହଯୋଗରେ ଆୟୋଜିତ ଏହି ଶିବିରରେ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ଗ୍ରାମବାସୀଙ୍କ ସମସ୍ୟା ଶୁଣିଥିଲେ।ଏହି ଶୁଣାଣୀ ରେ ବିଡିଓ ପଲ୍ଲବୀ ସ୍ବାଇଁ,ତହସିଲଦାର ରାଜକିଶୋର ପଟ୍ଟନାୟକ, ଅତିରିକ୍ତ ବିଡିଓ ସୁପ୍ରଭା ସାହୁ, ସାମାଜିକ ସୁରକ୍ଷା ଅଧିକାରୀ ମନୋଜ ପ୍ରଧାନ,ସହକାରୀ ଯନ୍ତ୍ରୀ ଅନୁରାଗ ରଥ, ଶିକ୍ଷା ଅଧିକାରୀ ସନ୍ତୋଷ ମହାପାତ୍ର, ସମିତି ସଭ୍ୟ ସନ୍ତୋଷ ସାହୁ, ପଞ୍ଚାୟତ କାର୍ଯ ନିର୍ବାହୀ ଅଧିକାରୀ ପି ରାଜେଶ ରାଓ ଓ ସରପଞ୍ଚ ପ୍ରତିନିଧି ବାବୁଲା ସାହୁଙ୍କ ସମେତ ଅଙ୍ଗନବାଡ଼ି କର୍ମଚାରୀ, ଆଶା କର୍ମୀ, ଏମବିକେ, ପଶୁଚିକିତ୍ସାଳୟ ଡକ୍ଟର ଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ରହିଆସିଥିଲେ।

ଏଥିରେ ପ୍ରାୟ ଶହେ ରୁ ଅଧିକ ଅଭିଯୋଗ ଆସିଥିଲା — ରାସ୍ତା ମରାମତି, ରାସନ କାର୍ଡ, ପେନସନ, ଆବାସ ଯୋଜନା, ଜମି ପଟ୍ଟା, ସୁଭଦ୍ରା ଯୋଜନା ଓ ବିଦ୍ୟାଳୟ ସମସ୍ୟା ଭଳି ବିଭିନ୍ନ ମୁଦ୍ଦା ଉଠିଥିଲା। କିଛି ଅଭିଯୋଗକୁ ସ୍ଥଳୀୟ ଭାବେ ସମାଧାନ କରାଯାଇଥିଲା।ପ୍ରଶାସନ ପକ୍ଷରୁ ଆଶ୍ୱାସନ ଦିଆଗଲା ଯେ ସମସ୍ତ ସମସ୍ୟାକୁ ପ୍ରାଥମିକତା ଭିତ୍ତିକ ଉପରେ ସମାଧାନ କରାଯିବ। ଗ୍ରାମବାସୀମାନେ କହିଛନ୍ତି ଯେ ଏହି ପଦକ୍ଷେପ ଫଳରେ ସେମାନେ ନିଜ ସମସ୍ୟା ସିଧାସଳଖ ଭାବରେ ପ୍ରଶାସନ ସମ୍ମୁଖରେ ରଖିପାରୁଛନ୍ତି। ସମଗ୍ର ଶିବିର ସଫଳ ଭାବେ ଅନୁଷ୍ଠିତ ହୋଇଥିଲା।

Hot this week

ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା ପାର ବେଳେ ଦୁର୍ଘଟଣା ।

ବ୍ରହ୍ମପୁର ୧୭।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା...

ଜଗଦଳପୁରରେ ଡାକ ମେଳା: ପୋଷ୍ଟାଲ ପେମେଣ୍ଟ ବ୍ୟାଙ୍କ ଓ ପୋଷ୍ଟାଲ ଜୀବନ ବୀମା ନେଇ ସଚେତନତା l

କୁକୁଡାଖଣ୍ଡି,୧୪।୦୭(ଇ ରଞ୍ଜନ ):-କୁକୁଡାଖଣ୍ଡି ଦକ୍ଷିଣାଞ୍ଚଳ ଡାକ ବିଭାଗ ବ୍ରହ୍ମପୁର ଆନୁକୂଲ୍ୟରେ ଜଗଦଳପୁର...

ଯୁବକଙ୍କୁ ବନ୍ଦ କୋଠରୀରେ ନିର୍ମମ ମାଡ଼ ମାରିବା ଭିଡିଓ ଭାଇରଲ ପରେ ମୁଖ୍ୟ ଅଭିଯୁକ୍ତ ଅରୁପ ଗିରଫ l

ବ୍ରହ୍ମପୁର,୧୩|୦୭(ଇ ରଞ୍ଜନ):-କୁକୁଡାଖଣ୍ଡି ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ମାଡ଼ ଭିଡିଓ ଘଟଣାରେ...

ପୋଡ଼ାମପେଟାରେ ତିନି ମାସିଆ ଯୋଗ ପ୍ରଶିକ୍ଷଣ ଶିବିର l

ଗଞ୍ଜାମ,୧୦।୭(ଋଷିକେଶ ବେହେରା):-lଗଞ୍ଜାମ ବ୍ଲକ ସ୍ଥିତ କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଜନ...

୪ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି ।

ନବରଙ୍ଗପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଞ୍ଚଳରେ ଜଣେ ୧୨...

Topics

ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା ନିଜ ଶଶୁର ଘରେ ପେଟ୍ରୋଲ ଢାଳି ଆତ୍ମହୂତି ଉଦ୍ୟମ କରିଛନ୍ତି।

ବ୍ରହ୍ମପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା...

କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ l

ଭୁବନେଶ୍ୱର,୦୯।୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ...

୧୧୪ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଲଟେରୀ ମାଧ୍ୟମରେ ପକ୍କା ଘର ଆବଣ୍ଟନ ହୋଇଛି ।

ଭୁବନେଶ୍ୱର,୦୮|୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ପକ୍ଷରୁ ଆଜି ୧୧୪...
spot_img

Related Articles

Popular Categories

spot_imgspot_img