ମାଲକାନଗିରି,(କଳିଙ୍ଗ ଜାଗରଣ ବ୍ୟୁରୋ):- ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ବିଜାପୁରରେ ମାଓବାଦୀମାନେ ପୁଲିସ୍ ଇନ୍ଫର୍ମର ସନ୍ଦେହରେ ଜଣେ ବିଜେପି କର୍ମୀଙ୍କୁ ଘରୁ ଡାକି ନେଇ ହତ୍ୟା କରିଛନ୍ତି। ମୃତକ ସତ୍ୟମ ପୁନେମ ହୋଇଥିବାବେଳେ ସେ ବିଜାପୁରରେ ଭାଜପାର ମଣ୍ଡଳସ୍ତରୀୟ କର୍ମୀ ଥିଲେ ।

Hot this week
Free News - Where voices unite, stories flourish, and community thrives through open dialogue and meaningful connections.
Get important news delivered directly to your inbox and stay connected!