ଭୁବନେଶ୍ୱର,୧୬/୧୦(କଳିଙ୍ଗ ଜାଗରଣ ବ୍ୟୁରୋ):-ବିଜେଡିର ନୂଆପଡ଼ା ପ୍ରାର୍ଥୀ ହେଲେ ସ୍ନେହାଙ୍ଗିନୀ ଛୁରିଆ । ବିଜେଡି ସଭାପତି ନବୀନ ପଟ୍ଟନାୟକ ଏ ନେଇ ଘୋଷଣା କରିଛନ୍ତି। ନୂଆପଡ଼ା ବିଧାନସଭା ଆସନରେ ପୂର୍ବରୁ ବିଜେପି ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିଥିବା ବେଳେ କଂଗ୍ରେସ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିଛନ୍ତି । ଏଥର ଉପନିର୍ବାଚନରେ ତ୍ରିମୁଖୀ ଲଢ଼େଇ ହେବା ନିଶ୍ଚିତ ହୋଇଛି।




