ବ୍ରହ୍ମପୁରର ବିଜେପି ନେତା ତଥା ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାର ରହସ୍ୟ ଉନ୍ମୋଚନ ହୋଇଛି।

ବ୍ରହ୍ମପୁର,୨୩/୧୦(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁରର ବିଜେପି ନେତା ତଥା ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାର ରହସ୍ୟ ଉନ୍ମୋଚନ ହୋଇଛି। ରାଜନୈତିକ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ବେଳେ ଏହି ହତ୍ୟା ଘଟଣାରେ ପୁଲିସ ପୂର୍ବତନ ବିଧାୟକ ତଥା ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ କୁମାର ପଣ୍ଡା, ବ୍ରହ୍ମପୁରର ପୂର୍ବତନ ମେୟର ଶିବଶଙ୍କର ଦାଶ ଓରଫ୍ ପିଣ୍ଟୁ(୪୯), ୪୧ ନଂ ୱାର୍ଡର କର୍ପୋରେଟର ତଥା ପଣ୍ଡା କଲୋନୀର ମଳୟ ବିଷୋୟୀ(୫୮) ସମେତ ୧୨ ଜଣଙ୍କୁ ଗିରଫ କରିଛି। ଗିରଫଙ୍କ ମଧ୍ୟରେ ବିଜିପୁର ବଡ଼ସାହିର ମଦନ ଦଳେଇ(୫୦), ବଡ଼ଗଡ଼ର ସୀମାଞ୍ଚଳ ନାୟକ ଓରଫ୍ ସୀମା(୩୦), ହିଞ୍ଜିଳିକାଟୁର ବିପିନ ସ୍ବାଇଁ(୩୫), ବନ୍ଥପଲ୍ଲୀର ଚିଣ୍ଟୁ ପ୍ରଧାନ(୨୫), ଯୋଗେନ୍ଦ୍ର ରାଉତ ଓରଫ୍ ଯୋଗୀ(୨୫) ଓ କାଳୁ ଚରଣ ଭୂୟାଁ(୩୯), ନୟାଗଡ଼ ଚାନ୍ଦପୁରର ରାଜେନ୍ଦ୍ର କୁମାର ସାହୁ(୨୩) ଏବଂ ବିହାର ରାସୁଲାର ଶିଶୁପାଳ କୁମାର ପାଶୱାନ(୨୫) ଓ ଏନଡିପିସି ଦିବାରର କୁନ୍ଦନକୁମାର(୨୨) ଅନ୍ତର୍ଭୁକ୍ତ। ହତ୍ୟା ପାଇଁ ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା। ହତ୍ୟାକାରୀମାନେ ଅଗ୍ରୀମ ୧୦ଲକ୍ଷ ଟଙ୍କା ନେଇଥିଲେ।

Hot this week

ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା ପାର ବେଳେ ଦୁର୍ଘଟଣା ।

ବ୍ରହ୍ମପୁର ୧୭।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା...

ଜଗଦଳପୁରରେ ଡାକ ମେଳା: ପୋଷ୍ଟାଲ ପେମେଣ୍ଟ ବ୍ୟାଙ୍କ ଓ ପୋଷ୍ଟାଲ ଜୀବନ ବୀମା ନେଇ ସଚେତନତା l

କୁକୁଡାଖଣ୍ଡି,୧୪।୦୭(ଇ ରଞ୍ଜନ ):-କୁକୁଡାଖଣ୍ଡି ଦକ୍ଷିଣାଞ୍ଚଳ ଡାକ ବିଭାଗ ବ୍ରହ୍ମପୁର ଆନୁକୂଲ୍ୟରେ ଜଗଦଳପୁର...

ଯୁବକଙ୍କୁ ବନ୍ଦ କୋଠରୀରେ ନିର୍ମମ ମାଡ଼ ମାରିବା ଭିଡିଓ ଭାଇରଲ ପରେ ମୁଖ୍ୟ ଅଭିଯୁକ୍ତ ଅରୁପ ଗିରଫ l

ବ୍ରହ୍ମପୁର,୧୩|୦୭(ଇ ରଞ୍ଜନ):-କୁକୁଡାଖଣ୍ଡି ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ମାଡ଼ ଭିଡିଓ ଘଟଣାରେ...

ପୋଡ଼ାମପେଟାରେ ତିନି ମାସିଆ ଯୋଗ ପ୍ରଶିକ୍ଷଣ ଶିବିର l

ଗଞ୍ଜାମ,୧୦।୭(ଋଷିକେଶ ବେହେରା):-lଗଞ୍ଜାମ ବ୍ଲକ ସ୍ଥିତ କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଜନ...

୪ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି ।

ନବରଙ୍ଗପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଞ୍ଚଳରେ ଜଣେ ୧୨...

Topics

ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା ନିଜ ଶଶୁର ଘରେ ପେଟ୍ରୋଲ ଢାଳି ଆତ୍ମହୂତି ଉଦ୍ୟମ କରିଛନ୍ତି।

ବ୍ରହ୍ମପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା...

କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ l

ଭୁବନେଶ୍ୱର,୦୯।୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ...

୧୧୪ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଲଟେରୀ ମାଧ୍ୟମରେ ପକ୍କା ଘର ଆବଣ୍ଟନ ହୋଇଛି ।

ଭୁବନେଶ୍ୱର,୦୮|୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ପକ୍ଷରୁ ଆଜି ୧୧୪...
spot_img

Related Articles

Popular Categories

spot_imgspot_img