ଘାଟିପାରି ଉଚ୍ଚ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି ।

କୁକୁଡ଼ାଖଣ୍ଡି ,୦୧/୧୧(ଇ ରଞ୍ଜନ):-କୁକୁଡ଼ାଖଣ୍ଡି ବ୍ଲକ ବାଲିପଡl ଘାଟିପାରି ବିଦ୍ୟାଳୟ ପରିସର ରେ ବ୍ଲକ ସ୍ତରିୟ ସୁରଭି କାର୍ଯକ୍ରମ ଅନୁଷ୍ଟିତ ହୋଇଯାଇଛି l କାର୍ଯ୍ୟକ୍ରମ କୁକୁଡ଼ାଖଣ୍ଡି ଗୋଷ୍ଠି ଶିକ୍ଷାଧିକାରୀ ସନ୍ତୋଷ କୁମାର ମହାପାତ୍ର ସଭାପତିତ୍ୱ ରେ ଅନୁଷ୍ଟିତ ।ଏହି ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଧାୟକ ଡ଼. ସିଦ୍ଧାନ୍ତ ମହାପାତ୍ର ମୁଖ୍ୟ ଅତିଥି ରୂପେ ଯୋଗଦେଇ ନିଜର ସୁନ୍ଦର ବକ୍ତବ୍ୟ ମାଧ୍ୟମରେ ଦେଶ ଓ ଜାତି ପାଇଁ ଭଲକାମ କରି ସୁନାମ ଅର୍ଜନ କରିବା ଦିଗରେ ଛାତ୍ରଛତ୍ରୀ ମାନଙ୍କୁ ପ୍ରେରଣା ଦେଇଥିଲେ ।ଏହାସହିତ ପରିବେଶ ପ୍ରତି ଯତ୍ନବାନ ହୋଇ ପଲିଥିନ୍ ବ୍ୟବହାରକୁ ବର୍ଜନ କରିବା ଦିଗରେ ଗୁରୁତ୍ୱ ଆରୋପ କରିଥିଲେ । ଆଜିର କାର୍ଯ୍ୟକ୍ରମର ସଂଯୋଜନା ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ତଥା ପରିଚାଳନା ସଂପାଦିକା ଶ୍ରୀମତି ଜ୍ୟୋତି କୁମାରୀ ପଣ୍ଡାଙ୍କ ଦ୍ୱାରା ସାଧିତ ହୋଇଥିଲା । ମୂଖ୍ୟ ବକ୍ତା ଭାବେ ସ୍ଥାନୀୟ ମହୁରୀ କାଳୁଆ ଉଚ୍ଚ ମାଧ୍ୟମିକବିଦ୍ୟାଳୟର ଅଧ୍ୟକ୍ଷ ଡ. ପ୍ରଶନ୍ନ କୁମାର ବିଷୋୟ ଯୋଗ ଦେଇଥିଲେ । ଜିଲ୍ଲା ପରିଷଦ ସଦସ୍ୟା ଶିବାନୀ ସେଠୀ , ସରପଞ୍ଚ ଝିଲି ସେଟି, , ପ୍ରତିମା ମଲ୍ଲିକ ସମିତି ସଭ୍ୟା ବାଲିପଡା ଗ୍ରାମପଞ୍ଚାୟତ , ଅନିଲ୍ କୁମାର ଗୌତ ସରପଞ୍ଚ ଲାଞ୍ଜିଆ , ମାମି ଶାସମଲ ସରପଞ୍ଚ ବାଘଲଟି, ଲଳିତ ମୋହନ ବିଷୋୟୀ ସମାଜସେବୀ ଓ ବିଦ୍ୟାଳୟ ଉପଦେଷ୍ଟା , ଶ୍ରୀ ବାବୁଲା ସାହୁ ସଭାପତି ବିଦ୍ୟାଳୟ ପରିଚାଳନା କମିଟି , ଶ୍ରୀ ନିରଞ୍ଜନ ମହାନ୍ତି ପୁରାତନ ଛାତ୍ର ସଂସଦ ସଭାପତି, ଶ୍ରୀ ଗୋକୁଳ କ୍ରିଷ୍ଣା ପଣ୍ଡା ପ୍ରଧାନ ଶିକ୍ଷକ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପୁରୁଣାପାଟଣା , ଅଧ୍ୟକ୍ଷ ଓଏବି କୁସୁମି ସୁଦର୍ଶନସେଠୀ, ବସନ୍ତ କୁମାର ସେଠୀ କୁକୁଡାଖଣ୍ଡି ସିମlଞ୍ଚାଲ କାଜି କୁକୁଡ଼ାଖଣ୍ଡି , ଜିତେନ୍ଦ୍ର କୁମାର ମାହାନ୍ତି,ଏମ ଡମ୍ବୁରୁଧର ଦୋରା, ଆଦି ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ୧୩ଟି କ୍ଳଷ୍ଟରରୁ ଆସିଥିବା ଛାତ୍ର ଛାତ୍ରୀମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗୀତା କରାଯାଇ କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ଓ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା । ପ୍ରତିଯୋଗୀତା ଗୁଡିକରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀମାନେ ହେବାକୁଥିବା ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ଭାଗ ନେବେ। ଉଦଯାପନୀ ଉତ୍ସବରେ କାର୍ଯ୍ୟକ୍ରମର ସଭାପତି ତଥା ଗୋଷ୍ଠି ଶିକ୍ଷାଧିକାରୀ ଓ ଉପସ୍ଥିତ ଅତିଥି ମାନଙ୍କ ଦ୍ୱାରା କୃତ୍ତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା ।

Hot this week

ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା ପାର ବେଳେ ଦୁର୍ଘଟଣା ।

ବ୍ରହ୍ମପୁର ୧୭।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା...

ଜଗଦଳପୁରରେ ଡାକ ମେଳା: ପୋଷ୍ଟାଲ ପେମେଣ୍ଟ ବ୍ୟାଙ୍କ ଓ ପୋଷ୍ଟାଲ ଜୀବନ ବୀମା ନେଇ ସଚେତନତା l

କୁକୁଡାଖଣ୍ଡି,୧୪।୦୭(ଇ ରଞ୍ଜନ ):-କୁକୁଡାଖଣ୍ଡି ଦକ୍ଷିଣାଞ୍ଚଳ ଡାକ ବିଭାଗ ବ୍ରହ୍ମପୁର ଆନୁକୂଲ୍ୟରେ ଜଗଦଳପୁର...

ଯୁବକଙ୍କୁ ବନ୍ଦ କୋଠରୀରେ ନିର୍ମମ ମାଡ଼ ମାରିବା ଭିଡିଓ ଭାଇରଲ ପରେ ମୁଖ୍ୟ ଅଭିଯୁକ୍ତ ଅରୁପ ଗିରଫ l

ବ୍ରହ୍ମପୁର,୧୩|୦୭(ଇ ରଞ୍ଜନ):-କୁକୁଡାଖଣ୍ଡି ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ମାଡ଼ ଭିଡିଓ ଘଟଣାରେ...

ପୋଡ଼ାମପେଟାରେ ତିନି ମାସିଆ ଯୋଗ ପ୍ରଶିକ୍ଷଣ ଶିବିର l

ଗଞ୍ଜାମ,୧୦।୭(ଋଷିକେଶ ବେହେରା):-lଗଞ୍ଜାମ ବ୍ଲକ ସ୍ଥିତ କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଜନ...

୪ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି ।

ନବରଙ୍ଗପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଞ୍ଚଳରେ ଜଣେ ୧୨...

Topics

ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା ନିଜ ଶଶୁର ଘରେ ପେଟ୍ରୋଲ ଢାଳି ଆତ୍ମହୂତି ଉଦ୍ୟମ କରିଛନ୍ତି।

ବ୍ରହ୍ମପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା...

କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ l

ଭୁବନେଶ୍ୱର,୦୯।୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ...

୧୧୪ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଲଟେରୀ ମାଧ୍ୟମରେ ପକ୍କା ଘର ଆବଣ୍ଟନ ହୋଇଛି ।

ଭୁବନେଶ୍ୱର,୦୮|୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ପକ୍ଷରୁ ଆଜି ୧୧୪...
spot_img

Related Articles

Popular Categories

spot_imgspot_img