ଢେଙ୍କାନାଳ,୦୮/୧୧(କଳିଙ୍ଗ ଜାଗରଣ ବ୍ୟୁରୋ):-ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ୧୪୯ ନମ୍ବର ଜାତୀୟ ରାଜପଥ ନିକଟରେ ଓ ଏସ ଆର ଟି ବସ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା l ଦୁର୍ଘଟଣାରେ ତିନିଜଣ ବସ ଯାତ୍ରୀ ଓ ଟ୍ରକ ଡ୍ରାଇଭର ଗୁରୁତର ହୋଇ ସ୍ଥାନୀୟ ପରଜଙ୍ଗ ମେଡିକାଲରେ ଭର୍ତି ଥିବାବେଳେ ଉଭୟ ଗାଡିର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି।




