ଭୁବନେଶ୍ୱର ,୦୯/୧୧(କଳିଙ୍ଗ ଜାଗରଣ ବ୍ୟୁରୋ):- ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା କମିବାରେ ଲାଗିଛି। ଦାରିଙ୍ଗବାଡ଼ିରେ ରାତି ତାପମାତ୍ରା ୧୨ଡିଗ୍ରୀ ଛୁଇଁଥିବାବେଳେ ଫୁଲବାଣୀରେ ୧୨.୫ ଡିଗ୍ରୀ ରେକର୍ଡ କରାଯାଇଛି।ଏବଂ ଆସନ୍ତା ୩ଦିନ ପରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ୩ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ।ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର l




