ମୟୁରଭଞ୍ଜ ,୧୦/୧୧(କଳିଙ୍ଗ ଜାଗରଣ ବ୍ୟୁରୋ):- ମୟୁରଭଞ୍ଜ ଜିଲ୍ଲା ଯଶିପୁର ଥାନା ଇଟାମୁଣ୍ଡି ଛକରେ ପ୍ରେମିକାର ବେକ କାଟିଲା ପ୍ରେମିକ । ଗୁରୁତର ଅବସ୍ଥାରେ ପ୍ରେମିକା ନିକଟସ୍ଥ ମେଡିକାଲରେ ଭର୍ତ୍ତି ଥିବାବେଳେ ପ୍ରେମିକକୁ ଥାନାରେ ଅଟକ ରଖିଛି ପୋଲିସ । ଏବଂ ଅଭିଯୁକ୍ତ ପ୍ରେମିକର ଘର କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଅଞ୍ଚଳର ବୋଲି ସୂଚନା ।




