ଭୁବନେଶ୍ୱର,୧୦/୧୧(କଳିଙ୍ଗ ଜାଗରଣ ବ୍ୟୁରୋ):-ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନ । ସେ ରାଜ୍ୟରେ କୃଷକଙ୍କ ଆୟ ବୃଦ୍ଧି,ପୋଷଣ ସୁରକ୍ଷା ସୁନିଶ୍ଚିତ କରିବା ସହ ପ୍ରାକୃତିକ କୃଷି ପଦ୍ଧତିକୁ ପ୍ରୋତ୍ସାହିତ କରିବା ପାଇଁ ଆୟୋଜିତ ପ୍ରମୁଖ କାର୍ଯ୍ୟକ୍ରମଗୁଡ଼ିକରେ ଯୋଗଦେଇ କଟକ ଜିଲ୍ଲାର ସଦର ଅଞ୍ଚଳ ଗସ୍ତ କରି କୃଷି କ୍ଷେତ୍ର ପରିଦର୍ଶନ କରିବେ ।



