ଗଜପତି,୧୨/୧୧(କଳିଙ୍ଗ ଜାଗରଣ ବ୍ୟୁରୋ):-ଗଜପତି ଜିଲ୍ଲା ରାୟଗଡ଼ ଥାନା ଅଧୀନ ମାର୍ଲବା ଘାଟିରେ ଭାରସାମ୍ୟ ହରାଇ ପାହାଡକୁ ପିଟି ହେଲା ହିଟାଚି ଗାଡି ବୋଟେଇ ଟ୍ରକ l ଫଳରେ ଟ୍ରକ୍ ଉପରେ ବୋଝେଇ ହୋଇଥିବା ହିଟାଚି ଗାଡିଟି ଡ୍ରାଇଭର କ୍ୟାବିନ ଉପରକୁ ମାଡ଼ିଯିବା ଯୋଗୁଁ ଘଟଣାସ୍ଥଳରେ ଡ୍ରାଇଭରଙ୍କର ମୃତ୍ୟୁ l ଏବଂ ଅନ୍ୟ ଦୁଇ ଜଣ ଆହତ ହୋଇ ଖଜୁରୀପଦା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର l




