କେନ୍ଦୁଝର,୧୮/୧୧(କଳିଙ୍ଗ ଜାଗରଣ ବ୍ୟୁରୋ):- ଆଜି କେନ୍ଦୁଝର ଜିଲ୍ଲା ବିଶ୍ବହିନ୍ଦୁ ପରିଷଦ ପକ୍ଷରୁ ୧୨ଘଣ୍ଟିଆ ବନ୍ଦ ଡ଼ାକରା l ଅନୁପ୍ରବେଶକାରୀ, ଉପଦ୍ରବକାରୀ, ଅସାମାଜିକ କାର୍ଯ୍ୟରେ ଲିପ୍ତ ବ୍ୟକ୍ତିମାନଙ୍କୁ ଚିହ୍ନଟ କରି ଜିଲ୍ଲାରୁ ବାହାର କରିବା ଦାବିରେ ଏହି iବନ୍ଦ ଡ଼ାକରା ଦିଆଯାଇଥିବାବେଳେ ଦୋକାନ, ବଜାର, ସ୍କୁଲ୍, କଲେଜ, ଯାନବାହାନ ଚଳାଚଳ ଆଦି ବନ୍ଦ ରହିଛି।




