ଭୁବନେଶ୍ଵର,୨୦/୧୧(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଲେ କେନ୍ଦ୍ର ଶିଳ୍ପ ତଥା ଇସ୍ପାତ ମନ୍ତ୍ରୀ ଶ୍ରୀ ଏଚ୍.ଡି କୁମାର ସ୍ବାମୀ l ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ରାଉରକେଲା ଷ୍ଟିଲ ପ୍ଲାଣ୍ଟର ସମ୍ପ୍ରସାରଣ ସମ୍ପର୍କରେ ଆଲୋଚନା କରିଥିଲା। ଏହି ଅବସରରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ୍ ମଧ୍ୟ ଉପସ୍ଥିତ ଥିଲେ।




