କୁକୁଡାଖଣ୍ଡିରେ ଭୀମଭୋଇ ସାମର୍ଥ୍ୟ ଶିବିର ଅନୁଷ୍ଠିତ।

କୁକୁଡାଖଣ୍ଡି,୨୧/୧୧(ଇ ରଞ୍ଜନ):-କୁକୁଡାଖଣ୍ଡି ବ୍ଲକ ପରିସରରେ ଗୁରୁବାର ଦିନ ଭୀମଭୋଇ ସାମର୍ଥ୍ୟ ଶିବିର ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ବିଡ଼ିଓ ଦାୟୀତ୍ୱରେ ଥିବା ପ୍ରୋବେସନାରୀ ଆଇଏଏସ୍ ଅଫିସର ମୃଣାଲିକା ରାଠୋରଙ୍କ ଅଧ୍ୟକ୍ଷତାରେ ହୋଇଥିବା କାର୍ଯ୍ୟକ୍ରମରେ ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧିକାରୀ ମନୋଜ ପ୍ରଧାନ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପଲ୍ଲବୀ ସ୍ବାଇଁ, ଉପାଧ୍ୟକ୍ଷା ବିଷ୍ଣୁପ୍ରିୟା ପାତ୍ର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ କୃଷ୍ଣଚନ୍ଦ୍ର ବେହେରା, ସାଂସଦ ପ୍ରତିନିଧି ସନ୍ତୋଷ କୁମାର ଚୌଧୁରୀ ଯୋଗଦେଇଥିଲେ।

ବ୍ଲକର ସମସ୍ତ ସରପଞ୍ଚ, ସମିତି ସଭ୍ୟ ଓ ସଭ୍ୟା ସହ ବିଭିନ୍ନ ବିଭାଗର ଅଧିକାରୀ ଓ ଜିଲ୍ଲା ଭିନ୍ନକ୍ଷମ ନେତା କେ ମଣିବାବୁ ଉପସ୍ଥିତ ରହି ଆସିଥିଲେ। ଏଥିରେ ବିଭିନ୍ନ ପଞ୍ଚାୟତର ପ୍ରାୟ ୫୦୦ ରୁ ଉର୍ଦ୍ଧ୍ବ ଦିବ୍ୟାଙ୍ଗ ଭାଇ ଓ ଭଉଣୀ ଉପସ୍ଥିତ ରହିଥିଲେ। କାର୍ଯ୍ୟକ୍ରମରେ ୨୫ରୁ ଉର୍ଦ୍ଧ୍ବ ଦିବ୍ୟାଙ୍ଗ ଭାଇ ଓ ଭଉଣୀ ମାନଙ୍କୁ ଭତ୍ତା କାର୍ଡ ସହ ଭତ୍ତା ଟଙ୍କା ଓ ଗୋଟିଏ ଆଶାବାଡି, ଗୋଟିଏ ଦିବ୍ୟାଙ୍ଗ ସାଇକେଲ୍ କିଛି ବସ୍ ପାସ୍ ବଣ୍ଟନ କରାଯାଇଥିଲା।

Hot this week

ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା ପାର ବେଳେ ଦୁର୍ଘଟଣା ।

ବ୍ରହ୍ମପୁର ୧୭।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା...

ଜଗଦଳପୁରରେ ଡାକ ମେଳା: ପୋଷ୍ଟାଲ ପେମେଣ୍ଟ ବ୍ୟାଙ୍କ ଓ ପୋଷ୍ଟାଲ ଜୀବନ ବୀମା ନେଇ ସଚେତନତା l

କୁକୁଡାଖଣ୍ଡି,୧୪।୦୭(ଇ ରଞ୍ଜନ ):-କୁକୁଡାଖଣ୍ଡି ଦକ୍ଷିଣାଞ୍ଚଳ ଡାକ ବିଭାଗ ବ୍ରହ୍ମପୁର ଆନୁକୂଲ୍ୟରେ ଜଗଦଳପୁର...

ଯୁବକଙ୍କୁ ବନ୍ଦ କୋଠରୀରେ ନିର୍ମମ ମାଡ଼ ମାରିବା ଭିଡିଓ ଭାଇରଲ ପରେ ମୁଖ୍ୟ ଅଭିଯୁକ୍ତ ଅରୁପ ଗିରଫ l

ବ୍ରହ୍ମପୁର,୧୩|୦୭(ଇ ରଞ୍ଜନ):-କୁକୁଡାଖଣ୍ଡି ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ମାଡ଼ ଭିଡିଓ ଘଟଣାରେ...

ପୋଡ଼ାମପେଟାରେ ତିନି ମାସିଆ ଯୋଗ ପ୍ରଶିକ୍ଷଣ ଶିବିର l

ଗଞ୍ଜାମ,୧୦।୭(ଋଷିକେଶ ବେହେରା):-lଗଞ୍ଜାମ ବ୍ଲକ ସ୍ଥିତ କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଜନ...

୪ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି ।

ନବରଙ୍ଗପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଞ୍ଚଳରେ ଜଣେ ୧୨...

Topics

ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା ନିଜ ଶଶୁର ଘରେ ପେଟ୍ରୋଲ ଢାଳି ଆତ୍ମହୂତି ଉଦ୍ୟମ କରିଛନ୍ତି।

ବ୍ରହ୍ମପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା...

କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ l

ଭୁବନେଶ୍ୱର,୦୯।୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ...

୧୧୪ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଲଟେରୀ ମାଧ୍ୟମରେ ପକ୍କା ଘର ଆବଣ୍ଟନ ହୋଇଛି ।

ଭୁବନେଶ୍ୱର,୦୮|୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ପକ୍ଷରୁ ଆଜି ୧୧୪...
spot_img

Related Articles

Popular Categories

spot_imgspot_img