Thursday, June 4, 2026
17.7 C
London

କୁକୁଡାଖଣ୍ଡି ରେ ଭୀମଭୋଇ ସାମର୍ଥ୍ୟ ଶିବିର ଅନୁଷ୍ଠିତ।

କୁକୁଡାଖଣ୍ଡି,୨୭/୧୧(ଇ ରଞ୍ଜନ ):-କୁକୁଡାଖଣ୍ଡି ବ୍ଲକ ପରିସରରେ ଗୁରୁବାର ଦିନ ଭୀମଭୋଇ ସାମର୍ଥ୍ୟ ଶିବିର ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ବିଡ଼ିଓ ଦାଇତ୍ୱ ରେ ଥିବା ପ୍ରୋବେସନାରୀ ଆଇଏଏସ୍ ଅଫିସର ମୃଣାଲିକା ରାଠୋର ଙ୍କ ଅଧ୍ୟକ୍ଷତାରେ ହୋଇଥିବା କାର୍ଯ୍ୟକ୍ରମ ରେ ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧିକାରୀ ମନୋଜ ପ୍ରଧାନ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପଲ୍ଲବୀ ସ୍ବାଇଁ, ଉପାଧ୍ୟକ୍ଷା ବିଷ୍ଣୁପ୍ରିୟା ପାତ୍ର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ କୃଷ୍ଣଚନ୍ଦ୍ର ବେହେରା, ସାଂସଦ ପ୍ରତିନିଧି ସନ୍ତୋଷ କୁମାର ଚୌଧୁରୀ ଯୋଗଦେଇଥିଲେ।

ବ୍ଲକର ସମସ୍ତ ସରପଞ୍ଚ, ସମିତି ସଭ୍ୟ ଓ ସଭ୍ୟା ସହ ବିଭିନ୍ନ ବିଭାଗ ର ଅଧିକାରୀ ଓ ଜିଲ୍ଲା ଭିନ୍ନକ୍ଷମ ନେତା କେ ମଣିବାବୁ ଉପସ୍ଥିତ ରହିଆସିଥିଲେ। ଏଥିରେ ବିଭିନ୍ନ ପଞ୍ଚାୟତ ର ପ୍ରାୟ ୫୦୦ ରୁ ଉର୍ଦ୍ଧ୍ବ ଦିବ୍ୟାଙ୍ଗ ଭାଇ ଓ ଭଉଣୀ ଉପସ୍ଥିତ ରହିଥିଲେ। କାର୍ଯ୍ୟକ୍ରମ ରେ ୨୫ ରୁ ଉର୍ଦ୍ଧ୍ବ ଦିବ୍ୟାଙ୍ଗ ଭାଇ ଓ ଭଉଣୀ ମାନଙ୍କୁ ଭତ୍ତା କାର୍ଡ ସହ ଭତ୍ତା ଟଙ୍କା ଓ ଗୋଟିଏ ଆଶାବାଡି, ଗୋଟିଏ ଦିବ୍ୟାଙ୍ଗ ସାଇକେଲ୍ କିଛି ବସ୍ ପାସ୍ ବଣ୍ଟନ କରାଯାଇ ଥିଲା।

Hot this week

ନର୍ସିଂ ଛାତ୍ରଙ୍କୁ କଲେଜ କ୍ୟାମ୍ପସରୁ ଅପହରଣ ଘଟଣାରେ ଚାରିଜଣ ଅଭିଯୁକ୍ତ ଗିରଫ ।

ଭୁବନେଶ୍ୱର,୦୩।୦୬(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ଭରତପୁର ଥାନା ଅଧୀନ ଏକ ଘରୋଇ ବିଶ୍ୱବିଦ୍ୟାଳୟ...

ପଞ୍ଜାବ ପୌର ନିର୍ବାଚନରେ ଶାସକ ଆମ୍ ଆଦମୀ ପାର୍ଟି (ଆପ୍) ବିପୁଳ ବିଜୟ ହାସଲ କରିଛି।

ନୂଆଦିଲ୍ଲୀ,୩୦।୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ପଞ୍ଜାବ ପୌର ନିର୍ବାଚନରେ ଶାସକ ଆମ୍ ଆଦମୀ ପାର୍ଟି...

ଆକ୍ସନ ମୋଡ଼ରେ ବ୍ରହ୍ମପୁର ପୋଲିସ ।

ବ୍ରହ୍ମପୁର ୨୬।୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ଆକ୍ସନ ମୋଡ଼ରେ ବ୍ରହ୍ମପୁର ପୋଲିସ । ପ୍ଲଟ୍...

ଵ୍ରହ୍ମପୁରରେ ପୁଣି ଜଣେ ଯୁବକଙ୍କୁ ମାରଣାସ୍ତ୍ରରେ ହାଣିଲେ ଦୃବୁତ୍ତ l

ଵ୍ରହ୍ମପୁର,୨୫।୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ଵ୍ରହ୍ମପୁର ବଡବ୍ଜ଼ାର ଥାନା ଅନ୍ତର୍ଗତ ହରିଡାଖଣ୍ଡି ଛକ ବିଚ...

ଡାଇମଣ୍ଡ’ ନାମକ ବସ୍ ସହ ଅଟୋର ମୁହାଁମୁହିଁ ଧକ୍କା,୬ ଜଣଙ୍କର ମୃତ୍ୟୁ l

ବ୍ରହ୍ମପୁର ୨୩।୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ‘ଡାଇମଣ୍ଡ’...

Topics

ମୁଖ୍ୟ ଅଭିଯୁକ୍ତ ମୁକେଶ ସାହୁକୁ ପୁଲିସ ର ଏନକାଉଣ୍ଟର l

ବ୍ରହ୍ମପୁର,୨୧।୫(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ଗିରି ରୋଡରେ ଉମେଶ ରଥ ନାମକ ଯୁବକକୁ...

ବ୍ରହ୍ମପୁର ଗିରିରୋଡର ଗୀତାଭବନ ସମ୍ମୁଖ ରାସ୍ତାରେ ଦୁର୍ବୃତ୍ତଙ୍କ ଆତଙ୍କରାଜ l

ବ୍ରହ୍ମପୁର,୧୯/୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ଗିରିରୋଡର ଗୀତାଭବନ ସମ୍ମୁଖ ରାସ୍ତାରେ ପୂର୍ବ ଶତ୍ରୁତାକୁ...

ବ୍ରହ୍ମପୁର ବଡ଼ବଜାର ଥାନା ପୋଲିସ ୩ଜଣ ଅଭିଯୁକ୍ତକୁ ଗିରଫ କରିବା ସହ ୨ନାବାଳକକୁ ଅଟକ ରଖିଛି ।

ବ୍ରହ୍ମପୁର,୧୯/୦୫(କଳିଙ୍ଗ ଜାଗରଣ ବ୍ୟୁରୋ):--ବ୍ରହ୍ମପୁର ବଡ଼ବଜାର ଥାନା ପୋଲିସ ସ୍ଥାନୀୟ ଓମ୍ ନଗର...
spot_img

Related Articles

Popular Categories

spot_imgspot_img