ବାଲିଗୁଡା ଏନଏସି କାଉନସିଲ ବୈଠକ ରେ ସ୍ୱଛତା, ପରିମଳ ଓ ଉନ୍ନୟନ କାର୍ଯ୍ୟ ଉପରେ ଗୁରୁତ୍ୱ l

ବାଲିଗୁଡା,୨୯/୧୧( ସୁକାନ୍ତ କୁମାର ତ୍ରିପାଠୀ):-ବାଲିଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦ ସଭାଗୃହ ଠାରେ ତେରତମ ସ୍ୱତନ୍ତ୍ର କାଉନସିଲ ବୈଠକ ଅନୁଷ୍ଠିତ ହୋଇଛି l ଏନଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନଙ୍କ ସଭାପତିତ୍ବରେ ବୈଠକ ଅନୁଷ୍ଠିତ ହୋଇଛି lଏନଏସି ଅଧ୍ୟକ୍ଷଙ୍କ ଅନୁମତି କ୍ରମେ ପୂର୍ବ କାଉନସିଲ ବୈଠକର ବିବରଣୀ ପାଠ କରାଯିବା ସହିତ ଦୃଡ଼ିକରଣ କରାଯାଇ ଥିଲା | ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ବିବେକାନନ୍ଦ ଦଳାଇ କାଉନସିଲ ବୈଠ ରେ ସମସ୍ତଙ୍କୁ ସ୍ୱାଗତ କରିବା ସହିତ ବିଭିନ୍ନ ଉନ୍ନୟନ କାର୍ଯ୍ୟ ସମ୍ପର୍କରେ ଅଭିବ୍ୟକ୍ତ ରଖି ଥିଲେ l ଏହି ବୈଠକରେ ସାଂସଦ ନଗର ପ୍ରତିନିଧି ଆଦିକନ୍ଧ ପଟନାୟକ ସମେତ କାଉନସିଲର ଉପସ୍ଥିତ ରହି ବାଲିଗୁଡା ଏନଏସିର ବିଭିନ୍ନ ବିକାଶ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରାଯାଇଥିଲା lଏହି ବୈଠକରେ ବିଭିନ୍ନ ୱାର୍ଡରେ ଚାଲିଥିବା ରାସ୍ତାଘାଟ, ଡ୍ରେନେଜ ସମସ୍ୟା, ସହର ପରିମଳ ବ୍ୟବସ୍ଥା ସୌନ୍ଦର୍ଯ୍ୟ କରଣ, ଆଲୋକିକରଣ ସମେତ ସହରରେ ଥିବା ବିଭିନ୍ନ ସମସ୍ୟା ବିଷୟରେ ବିଷଦ ଆଲୋଚନା ହୋଇଥିଲା l ଏଥି ସହିତ ବିଭିନ୍ନ ବିକାଶ ମୂଳକ କାର୍ଯ୍ୟନେଇ ଏହି ସ୍ୱତନ୍ତ୍ର କାଉନସିଲ ବୈଠକରେ ନିଷ୍ପତି ଗ୍ରହଣ କରାଯାଇ ଆଲୋଚନା ହୋଇଥିଲା lଏହି ବୈଠକରେ କମ୍ବୁପାଣି ପାଣିଗ୍ରାହୀ ବାଇଧର ମଲ୍ଲିକ ସମେତ ଏନଏସି କର୍ମଚାରୀ ଉପସ୍ଥିତ ଥିଲେ

Hot this week

ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା ପାର ବେଳେ ଦୁର୍ଘଟଣା ।

ବ୍ରହ୍ମପୁର ୧୭।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା...

ଜଗଦଳପୁରରେ ଡାକ ମେଳା: ପୋଷ୍ଟାଲ ପେମେଣ୍ଟ ବ୍ୟାଙ୍କ ଓ ପୋଷ୍ଟାଲ ଜୀବନ ବୀମା ନେଇ ସଚେତନତା l

କୁକୁଡାଖଣ୍ଡି,୧୪।୦୭(ଇ ରଞ୍ଜନ ):-କୁକୁଡାଖଣ୍ଡି ଦକ୍ଷିଣାଞ୍ଚଳ ଡାକ ବିଭାଗ ବ୍ରହ୍ମପୁର ଆନୁକୂଲ୍ୟରେ ଜଗଦଳପୁର...

ଯୁବକଙ୍କୁ ବନ୍ଦ କୋଠରୀରେ ନିର୍ମମ ମାଡ଼ ମାରିବା ଭିଡିଓ ଭାଇରଲ ପରେ ମୁଖ୍ୟ ଅଭିଯୁକ୍ତ ଅରୁପ ଗିରଫ l

ବ୍ରହ୍ମପୁର,୧୩|୦୭(ଇ ରଞ୍ଜନ):-କୁକୁଡାଖଣ୍ଡି ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ମାଡ଼ ଭିଡିଓ ଘଟଣାରେ...

ପୋଡ଼ାମପେଟାରେ ତିନି ମାସିଆ ଯୋଗ ପ୍ରଶିକ୍ଷଣ ଶିବିର l

ଗଞ୍ଜାମ,୧୦।୭(ଋଷିକେଶ ବେହେରା):-lଗଞ୍ଜାମ ବ୍ଲକ ସ୍ଥିତ କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଜନ...

୪ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି ।

ନବରଙ୍ଗପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଞ୍ଚଳରେ ଜଣେ ୧୨...

Topics

ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା ନିଜ ଶଶୁର ଘରେ ପେଟ୍ରୋଲ ଢାଳି ଆତ୍ମହୂତି ଉଦ୍ୟମ କରିଛନ୍ତି।

ବ୍ରହ୍ମପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା...

କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ l

ଭୁବନେଶ୍ୱର,୦୯।୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ...

୧୧୪ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଲଟେରୀ ମାଧ୍ୟମରେ ପକ୍କା ଘର ଆବଣ୍ଟନ ହୋଇଛି ।

ଭୁବନେଶ୍ୱର,୦୮|୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ପକ୍ଷରୁ ଆଜି ୧୧୪...
spot_img

Related Articles

Popular Categories

spot_imgspot_img