ବାଲିଗୁଡା ଏନଏସିରେ ସମ୍ବିଧାନ ଦିବସ ପାଳିତl

ବାଲିଗୁଡା,୨୯/୧୧ (ସୁକାନ୍ତ କୁମାର ତ୍ରିପାଠୀ):-ବାଲିଗୁଡା ଏନଏସି ସମ୍ମିଳନୀ କକ୍ଷରେ ବିଜ୍ଞାପିତ ଅଂଚଳ ପରିଷଦ ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନଙ୍କ ସଭାପତିତ୍ବରେ ସମ୍ବିଧାନ ଦିବସ ୨୦୨୫ ପାଳିତ ହୋଇଯାଇଛି lଏହି ଅବସରରେ ବାଲିଗୁଡା ବିଜ୍ଞାପିତ ଅଂଚଳ ପରିଷଦ କାଉନସିଲର,କର୍ମଚାରୀ ବୃନ୍ଦ ଉପସ୍ଥିତ ରହି ଶପଥ ଗ୍ରହଣ କରିଥିଲେ l ଆଜିର ଏହି ଦିବସ ଆମ ଦେଶବାସୀଙ୍କ ପାଇଁ ଏକ ମହତ୍ୱପୂର୍ଣ୍ଣ ତଥା ଗୁରୁତ୍ୱପୂର୍ଣ୍ଣ ଦିବସ ୧୯୪୯ ମସିହା ନଭେମ୍ବର ୨୬ତାରିଖରେ ଆମେ ଆମ ନିଜକୁ ଶାସନ କରିବା ପାଇଁ ଆମର ଚିର ସ୍ମରଣୀୟ ସମ୍ଭିଧାନ ପ୍ରଣେତା ଡ଼କ୍ଟର ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ସଭାପତିତ୍ବରେ ପ୍ରସ୍ତୁତ ହୋଇଥିବା ପୃଥିବୀର ସର୍ବ ବୃହତ ସମ୍ବିଧାନକୁ ଅଙ୍ଗିକାର ବଦ୍ଧ ହୋଇ ସହମତି ଗ୍ରହଣ କରିଥିଲେ l ଏହି ସମ୍ବିଧାନ ହେଉଛି ଆମ ଦେଶର ଆତ୍ମା l କିନ୍ତୁ ଆମେ ସମସ୍ତେ ଆମ ଦେଶର ଆତ୍ମା କୁ ଜାଣିବା |ସମ୍ବିଧାନର ପ୍ରଥମ ଅନୁଚ୍ଛେଦ ରେ ଥିବା ପ୍ରସ୍ତାବନାକୁ ଯଦି ଆମେ ଭଲ ଭାବରେ ବ୍ୟାଖ୍ୟା କରିବା ତେବେ ଆମେ ଆମ ଦେଶର ସମ୍ପୂର୍ଣ୍ଣ ଶାସନ ବ୍ୟବସ୍ଥା ସମ୍ଭନ୍ଧରେ ଜାଣିପାରିବା ବୋଲି କାର୍ଯ୍ୟ ନିର୍ବାହୀ ଅଧିକାରୀ ବିବେକାନନ୍ଦ ଦଳାଇ କହିଛନ୍ତି lଏଥିରେ କନ୍ଧମାଳ ସାଂସଦଙ୍କ ନଗର ପ୍ରତିନିଧି ଆଦିକନ୍ଧ ପଟନାୟକ ସମେତ ଏନଏସିର ସମସ୍ତ କର୍ମଚାରୀ ମାନେ ଉପସ୍ଥିତ ରହି ସମ୍ବିଧାନ ଦିବସରେ ଶପଥ ଗ୍ରହଣ କରିଥିଲେ

Hot this week

ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା ପାର ବେଳେ ଦୁର୍ଘଟଣା ।

ବ୍ରହ୍ମପୁର ୧୭।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା...

ଜଗଦଳପୁରରେ ଡାକ ମେଳା: ପୋଷ୍ଟାଲ ପେମେଣ୍ଟ ବ୍ୟାଙ୍କ ଓ ପୋଷ୍ଟାଲ ଜୀବନ ବୀମା ନେଇ ସଚେତନତା l

କୁକୁଡାଖଣ୍ଡି,୧୪।୦୭(ଇ ରଞ୍ଜନ ):-କୁକୁଡାଖଣ୍ଡି ଦକ୍ଷିଣାଞ୍ଚଳ ଡାକ ବିଭାଗ ବ୍ରହ୍ମପୁର ଆନୁକୂଲ୍ୟରେ ଜଗଦଳପୁର...

ଯୁବକଙ୍କୁ ବନ୍ଦ କୋଠରୀରେ ନିର୍ମମ ମାଡ଼ ମାରିବା ଭିଡିଓ ଭାଇରଲ ପରେ ମୁଖ୍ୟ ଅଭିଯୁକ୍ତ ଅରୁପ ଗିରଫ l

ବ୍ରହ୍ମପୁର,୧୩|୦୭(ଇ ରଞ୍ଜନ):-କୁକୁଡାଖଣ୍ଡି ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ମାଡ଼ ଭିଡିଓ ଘଟଣାରେ...

ପୋଡ଼ାମପେଟାରେ ତିନି ମାସିଆ ଯୋଗ ପ୍ରଶିକ୍ଷଣ ଶିବିର l

ଗଞ୍ଜାମ,୧୦।୭(ଋଷିକେଶ ବେହେରା):-lଗଞ୍ଜାମ ବ୍ଲକ ସ୍ଥିତ କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଜନ...

୪ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି ।

ନବରଙ୍ଗପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଞ୍ଚଳରେ ଜଣେ ୧୨...

Topics

ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା ନିଜ ଶଶୁର ଘରେ ପେଟ୍ରୋଲ ଢାଳି ଆତ୍ମହୂତି ଉଦ୍ୟମ କରିଛନ୍ତି।

ବ୍ରହ୍ମପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା...

କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ l

ଭୁବନେଶ୍ୱର,୦୯।୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ...

୧୧୪ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଲଟେରୀ ମାଧ୍ୟମରେ ପକ୍କା ଘର ଆବଣ୍ଟନ ହୋଇଛି ।

ଭୁବନେଶ୍ୱର,୦୮|୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ପକ୍ଷରୁ ଆଜି ୧୧୪...
spot_img

Related Articles

Popular Categories

spot_imgspot_img