Tuesday, December 16, 2025
12 C
London

ଗୋଆର ଆରପୋରାର ନାଇଟ୍ କ୍ଲବ୍ ରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ,୨୩ ଜଣ ଜୀବନ୍ତ ଦଗ୍ଧ l

ନୂଆଦିଲ୍ଲୀ,୦୭/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):-ଗୋଆର ଆରପୋରାର ନାଇଟ୍ କ୍ଲବ୍ ରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ l ଏହି ବିସ୍ଫୋରଣରେ ୨୩ ଜଣ ଜୀବନ୍ତ ଦଗ୍ଧ ହୋଇଥିବାବେଳେ କିଛି ଆହତ ହୋଇଥିବା ସୂଚନା ମିଳିଛି।ଏବଂ ମୃତକଙ୍କ ମଧ୍ୟରେ ଅନେକ ଲୋକ ରୋଷେଇଘର କର୍ମଚାରୀ ହୋଇଥିବା ଆଶଙ୍କା କରାଯାଉଛି। ସେପଟେ ଅଗ୍ନିକାଣ୍ଡ ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରାଷ୍ଟ୍ରପତି ଦ୍ରୗେପଦୀ ମୁର୍ମୁ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଓ ଆହତ ବ୍ୟକ୍ତିଙ୍କୁ ୫୦ହଜାର ଟଙ୍କା ଲେଖାଏଁ ଅନୁକମ୍ପା ଘୋଷଣା କରିଛନ୍ତି ।

Hot this week

ଗାଈ ମାଂସ ବିକ୍ରି ଉଦ୍ୟମ ଘଟଣାରେ ପୁଲିସ ୩ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି।

ବ୍ରହ୍ମପୁର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ବ୍ରହ୍ମପୁର ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ...

ଧାନକଟା ମେସିନ୍ ରେ କଟି ଚାଷୀଙ୍କ ମୃତ୍ୟୁ ।

ବାଲେଶ୍ଵର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ବାଲେଶ୍ଵର ଜିଲ୍ଲା ବର୍ଦ୍ଧନପୁର ଥାନା ନିକଟସ୍ଥ ସାହାଜ...

ଗଞ୍ଜାମ ଜିଲ୍ଲା ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗର ନିକଟରେ କାର୍ ଦୁର୍ଘଟଣା ।

ଛତ୍ରପୁର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ଗଞ୍ଜାମ ଜିଲ୍ଲା ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗର...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର।

ଯାଜପୁର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ବିକ୍ରମ ପଣ୍ଡାଙ୍କ ସମେତ ୫ ଜଣଙ୍କ ଜାମିନ ଆବେଦନର ଶୁଣାଣି ଆସନ୍ତା ୧୬ ତାରିଖକୁ ଧାର୍ଯ୍ୟ କରିଛନ୍ତି କୋର୍ଟ।

ବ୍ରହ୍ମପୁର,୧୩/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):-ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ସମ୍ପୃକ୍ତ ବିକ୍ରମ...

Topics

ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛି ବିଜେଡି।

ଭୁବନେଶ୍ୱର,୧୩/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):-ବିଧାନସଭାରେ ମହାତ୍ମା ଗାନ୍ଧୀଙ୍କ ପ୍ରତି ଅଶୋଭନୀୟ ମନ୍ତବ୍ୟ ଓ...

ନିଜକୁ ଭିଜିଲାନ୍ସ ଅଧିକାରୀ କହି ଦୁଇ ଅଭିଯୁକ୍ତ ଗିରଫ ହୋଇଛନ୍ତି ।

ଭୁବନେଶ୍ୱର,୧୩/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ନିଜକୁ ଭିଜିଲାନ୍ସ ଅଧିକାରୀ କହି ଟଙ୍କା ଆଦାୟ...

ପୂର୍ବତନ କେନ୍ଦ୍ର ଗୃହମନ୍ତ୍ରୀ ଶିବରାଜ ପାଟିଲଙ୍କ ୯୦ବର୍ଷ ବୟସରେ ପରଲୋକ ହୋଇଛି ।

ନୂଆଦିଲ୍ଲୀ,୧୨/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):-ପ୍ରବୀଣ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ଗୃହମନ୍ତ୍ରୀ...
spot_img

Related Articles

Popular Categories

spot_imgspot_img