ବାଲେଶ୍ଵର,୧୫/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ବାଲେଶ୍ଵର ଜିଲ୍ଲା ବର୍ଦ୍ଧନପୁର ଥାନା ନିକଟସ୍ଥ ସାହାଜ ଠାରେ ଧାନକଟା ମେସିନ୍ ରେ କଟି ଚାଷୀଙ୍କ ମୃତ୍ୟୁ । ଚାଷୀ ରାଜୁ ଦଳେଇ ଧାନମେସିନ୍ ରେ ଧାନ କାଟୁଥିବା ସମୟରେ ଅସାବଧାନତାରୁ ମେସିନ୍ ରେ ପଶିଯାଇଥିଲେ । ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା । ଏବଂ ସଦରଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।




