ମୟୂରଭଞ୍ଜ,୧୮/୧୨(କଳିଙ୍ଗ ଜାଗରଣ ବ୍ୟୁରୋ):- ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ନଳଗଜା ପୋଲ ନିକଟରେ ଭାରସ୍ୟାମ ହରାଇ ୪୦ ଫୁଟ ତଳକୁ ଖସିଲା ବୋଲେରୋ । ଦୁର୍ଘଟଣାରେ ୩ ଜଣ ଗୁରୁତର ହୋଇଥିବା ବେଳେ ୫ ଜଣ ଆହତ ହୋଇସ୍ଥାନୀୟ ମେଡିକାଲ ରେ ଭର୍ତି । ଘଟଣାସ୍ଥଳରେ ରାସଗୋବିନ୍ଦପୁର ପୋଲିସ ର ତଦନ୍ତ ଜାରି ଥିବାବେଳେ ସମସ୍ତ ବୋଲେରୋ ଯୋଗେ ଏକ ବାହାଘରରେ ଯୋଗ ଦେବାକୁ ଆସୁଥିଲେ ।




