Thursday, June 4, 2026
15.8 C
London

ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ l

ଭୁବନେଶ୍ୱର ୨୭/୧୨(ଲିପିକା ରାଣୀ ରାଉତ):-ଶ୍ରୀ ଜଗନ୍ନାଥ ସଂସ୍କୃତି ପରିଷଦର ସଭାପତି ତଥା ଯାଜପୁରର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ ଘଟିଛି। ଭୁବନେଶ୍ୱର ସ୍ଥିତ ବାସଭବନରେ ଆଖି ବୁଜିଲେ ସଞ୍ଚିତା। ଅନେକ ଦିନ ଧରି ଅସୁସ୍ଥ ରହି ଚିକିତ୍ସିତ ହେଉଥିଲେ। ଏହି ଅବସରରେ ଶ୍ରୀ ଜଗନ୍ନାଥ ପାଞ୍ଚରାତ୍ର ପ୍ରଚାର ସମିତି, ଜଗନ୍ନାଥ ସଂସ୍କୃତି ପ୍ରଚାର ସଂସ୍ଥାନ ଓ ଜୟ ଜଗନ୍ନାଥ ପରିବାର ପକ୍ଷରୁ ଶ୍ରୀଯୁକ୍ତ ପ୍ରଭାକର ମଲ୍ଲିକ ବୈକୁଣ୍ଠ ମହାପାତ୍ର ଡ଼ ନାରାୟଣ ମହାପାତ୍ର. ତ୍ରିଲୋଚନ ନାୟକ. ଭଗବାନ ଦାଶ ବଂଶୀଧର ନାୟକ ଅଜୟ ଦାସ ଅକ୍ଷୟ ସାହୁ ଓ ଅନ୍ୟ ମାନେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରି ଥିଲେ ସେ୨୦୦୪ ରୁ ୨୦୦୯ ଯାଏଁ ଯାଜପୁର ଜିଲ୍ଲା କୋରେଇର ବିଧାୟିକା ଥିଲେ।

Hot this week

ନର୍ସିଂ ଛାତ୍ରଙ୍କୁ କଲେଜ କ୍ୟାମ୍ପସରୁ ଅପହରଣ ଘଟଣାରେ ଚାରିଜଣ ଅଭିଯୁକ୍ତ ଗିରଫ ।

ଭୁବନେଶ୍ୱର,୦୩।୦୬(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ଭରତପୁର ଥାନା ଅଧୀନ ଏକ ଘରୋଇ ବିଶ୍ୱବିଦ୍ୟାଳୟ...

ପଞ୍ଜାବ ପୌର ନିର୍ବାଚନରେ ଶାସକ ଆମ୍ ଆଦମୀ ପାର୍ଟି (ଆପ୍) ବିପୁଳ ବିଜୟ ହାସଲ କରିଛି।

ନୂଆଦିଲ୍ଲୀ,୩୦।୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ପଞ୍ଜାବ ପୌର ନିର୍ବାଚନରେ ଶାସକ ଆମ୍ ଆଦମୀ ପାର୍ଟି...

ଆକ୍ସନ ମୋଡ଼ରେ ବ୍ରହ୍ମପୁର ପୋଲିସ ।

ବ୍ରହ୍ମପୁର ୨୬।୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ଆକ୍ସନ ମୋଡ଼ରେ ବ୍ରହ୍ମପୁର ପୋଲିସ । ପ୍ଲଟ୍...

ଵ୍ରହ୍ମପୁରରେ ପୁଣି ଜଣେ ଯୁବକଙ୍କୁ ମାରଣାସ୍ତ୍ରରେ ହାଣିଲେ ଦୃବୁତ୍ତ l

ଵ୍ରହ୍ମପୁର,୨୫।୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ଵ୍ରହ୍ମପୁର ବଡବ୍ଜ଼ାର ଥାନା ଅନ୍ତର୍ଗତ ହରିଡାଖଣ୍ଡି ଛକ ବିଚ...

ଡାଇମଣ୍ଡ’ ନାମକ ବସ୍ ସହ ଅଟୋର ମୁହାଁମୁହିଁ ଧକ୍କା,୬ ଜଣଙ୍କର ମୃତ୍ୟୁ l

ବ୍ରହ୍ମପୁର ୨୩।୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ‘ଡାଇମଣ୍ଡ’...

Topics

ମୁଖ୍ୟ ଅଭିଯୁକ୍ତ ମୁକେଶ ସାହୁକୁ ପୁଲିସ ର ଏନକାଉଣ୍ଟର l

ବ୍ରହ୍ମପୁର,୨୧।୫(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ଗିରି ରୋଡରେ ଉମେଶ ରଥ ନାମକ ଯୁବକକୁ...

ବ୍ରହ୍ମପୁର ଗିରିରୋଡର ଗୀତାଭବନ ସମ୍ମୁଖ ରାସ୍ତାରେ ଦୁର୍ବୃତ୍ତଙ୍କ ଆତଙ୍କରାଜ l

ବ୍ରହ୍ମପୁର,୧୯/୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ଗିରିରୋଡର ଗୀତାଭବନ ସମ୍ମୁଖ ରାସ୍ତାରେ ପୂର୍ବ ଶତ୍ରୁତାକୁ...

ବ୍ରହ୍ମପୁର ବଡ଼ବଜାର ଥାନା ପୋଲିସ ୩ଜଣ ଅଭିଯୁକ୍ତକୁ ଗିରଫ କରିବା ସହ ୨ନାବାଳକକୁ ଅଟକ ରଖିଛି ।

ବ୍ରହ୍ମପୁର,୧୯/୦୫(କଳିଙ୍ଗ ଜାଗରଣ ବ୍ୟୁରୋ):--ବ୍ରହ୍ମପୁର ବଡ଼ବଜାର ଥାନା ପୋଲିସ ସ୍ଥାନୀୟ ଓମ୍ ନଗର...
spot_img

Related Articles

Popular Categories

spot_imgspot_img