ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷମେଳା ପାଳିତ l

କୁକୁଡ଼ାଖଣ୍ଡି,୦୮/୧(ଇ ରଞ୍ଜନ):-କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ମହୁରିକାଳୁଆ ଠାରେ ଆଜି ମହୁରି କାଳୁଆ ପାଣିପଞ୍ଚାୟତ ଅଧୀନରେ ଥିବା ଗ୍ରାମାଞ୍ଚଳ ଗୁଡିକରେ ଥିବା ଚାଷ ଜମି ମାନଙ୍କ ରେ ଜଳ ଯୋଗାଣ କୁ ଗୁରୁତ୍ୱାରୋପ କୁ ଦୃଷ୍ଟି ଦେଇ ରାଜ୍ୟ ସରକାର ଙ୍କ ନିର୍ଦ୍ଦେଶ କ୍ରମେ ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ମେଳା l ମହୁରି କାଳୁଆ ନିକଟରେ ବ୍ରହ୍ମପୁର କ୍ଷୁଦ୍ର ଜଳ ସେଚନ ବିଭାଗ(୧)ର ଅଧିକ୍ଷଣ ଯନ୍ତ୍ରୀ ଅମିୟ କୁମାର ମୁଦାଲୀ ଙ୍କ ତତ୍ଵାବଧାନ ରେ ଅନୁଷ୍ଟିତ ହୋଇଯାଇଛି l ଏଥିରେ ମହୁରୀ ପାଣି ପଞ୍ଚାୟତ ଅନ୍ତର୍ଗତ ସମସ୍ତ ଗ୍ରାମର ସମସ୍ତ ଚାଷୀ ଏକତ୍ରିତ ହୋଇ ବିଭାଗ ପକ୍ଷରୁ ଅନୁଷ୍ଟିତ ମେଳା ରେ ଅଂଶଗ୍ରହଣ କରି ସରକାରଙ୍କ ଯୋଜନା ସମ୍ପର୍କ ରେ ବୁଝିଥିଲେ l ୠଷିକୁଲ୍ୟ ନଦୀରୁ ଜଳ ପ୍ରବାହିତ ହୋଇ କେନାଲ ଦେଇ କିପରି ଭାବେ ଜଳ ଉପର ମୁହାଁ ରୁ ଚାଷୀଙ୍କ ଶେଷ ଭାଗ କୁ ଜଳ ପହଞ୍ଚି ଜମି ରେ ସେଚିତ ହୋଇ ଚାଷୀ କୁଳ ଉପକୃତ ହେବେ ତାହା ଉପରେ ସଚେତନତା କରାଯାଇଛି l ଏହି ମଞ୍ଚ ର ସଭାପତିତ୍ବ କରିଥିଲେ ସାଂସଦ ପ୍ରତିନିଧି ସନ୍ତୋଷ କୁମାର ଚୌଧୁରି l କାର୍ଯକ୍ରମ ରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ଡି. ସୁଧାକର କୁମାର, ସନ୍ମlନିତ ଅତିଥି ଭାବେ ବ୍ଲକ ଉପାଧକ୍ଷା ବିଷ୍ଣୁପ୍ରିୟା ପାତ୍ର, ଅତିରିକ୍ତ ଜିଲ୍ଳା କୃଷି ଅଧିକାରୀ ପ୍ରଶାନ୍ତ କୁମାର ରଥ, ବ୍ରହ୍ମପୁର ସହକାରୀ ନିର୍ବାହୀ ଯନ୍ତ୍ରୀ ହିମାଂଶୁ ଶେଖର ଦାଶ,ରାମକୃଷ୍ଣ ପଣ୍ଡା, ହିଞ୍ଜିଳିକାଟୁ ସହକାରୀ ଯନ୍ତ୍ରୀ ବିନ୍ଦୁ ସାଗର ପଣ୍ଡା, ମହୁରୀକାଳୁଆ ପାଣି ପଞ୍ଚାୟତ ସଭପତି ଗୋବିନ୍ଦ ଚନ୍ଦ୍ର ଗୌଡ, ଆତ୍ମା ଅଧ୍ୟକ୍ଷ ଟି ରଘୁ ପାତ୍ର ଙ୍କ ସମେତ ବିଭାଜନ ଅନ୍ତର୍ଗତ ସମସ୍ତ ଚାଷୀ ଓ ପାଣି ପଞ୍ଚାୟତ ସଭାପତି ସଂପାଦକ ଙ୍କ ସମେତ ଅଧିକାରୀ ମାନେ ଉପସ୍ଥିତ ରହି ଚାଷୀଙ୍କୁ ଉତ୍ସାହିତ କରିଥିଲେ l ଏଥିରେ ଛାତ୍ର ଛାତ୍ରୀ ଙ୍କୁ ପୁରସ୍କାର ବିତରଣ କରାଯାଇ କାର୍ଯ୍ୟକ୍ରମ ସମାପନ କରିଯାଇଥିଲା l

Hot this week

ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା ପାର ବେଳେ ଦୁର୍ଘଟଣା ।

ବ୍ରହ୍ମପୁର ୧୭।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା...

ଜଗଦଳପୁରରେ ଡାକ ମେଳା: ପୋଷ୍ଟାଲ ପେମେଣ୍ଟ ବ୍ୟାଙ୍କ ଓ ପୋଷ୍ଟାଲ ଜୀବନ ବୀମା ନେଇ ସଚେତନତା l

କୁକୁଡାଖଣ୍ଡି,୧୪।୦୭(ଇ ରଞ୍ଜନ ):-କୁକୁଡାଖଣ୍ଡି ଦକ୍ଷିଣାଞ୍ଚଳ ଡାକ ବିଭାଗ ବ୍ରହ୍ମପୁର ଆନୁକୂଲ୍ୟରେ ଜଗଦଳପୁର...

ଯୁବକଙ୍କୁ ବନ୍ଦ କୋଠରୀରେ ନିର୍ମମ ମାଡ଼ ମାରିବା ଭିଡିଓ ଭାଇରଲ ପରେ ମୁଖ୍ୟ ଅଭିଯୁକ୍ତ ଅରୁପ ଗିରଫ l

ବ୍ରହ୍ମପୁର,୧୩|୦୭(ଇ ରଞ୍ଜନ):-କୁକୁଡାଖଣ୍ଡି ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ମାଡ଼ ଭିଡିଓ ଘଟଣାରେ...

ପୋଡ଼ାମପେଟାରେ ତିନି ମାସିଆ ଯୋଗ ପ୍ରଶିକ୍ଷଣ ଶିବିର l

ଗଞ୍ଜାମ,୧୦।୭(ଋଷିକେଶ ବେହେରା):-lଗଞ୍ଜାମ ବ୍ଲକ ସ୍ଥିତ କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଜନ...

୪ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି ।

ନବରଙ୍ଗପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଞ୍ଚଳରେ ଜଣେ ୧୨...

Topics

ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା ନିଜ ଶଶୁର ଘରେ ପେଟ୍ରୋଲ ଢାଳି ଆତ୍ମହୂତି ଉଦ୍ୟମ କରିଛନ୍ତି।

ବ୍ରହ୍ମପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା...

କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ l

ଭୁବନେଶ୍ୱର,୦୯।୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ...

୧୧୪ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଲଟେରୀ ମାଧ୍ୟମରେ ପକ୍କା ଘର ଆବଣ୍ଟନ ହୋଇଛି ।

ଭୁବନେଶ୍ୱର,୦୮|୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ପକ୍ଷରୁ ଆଜି ୧୧୪...
spot_img

Related Articles

Popular Categories

spot_imgspot_img