ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର,୦୮/୧(କଳିଙ୍ଗ ଜାଗରଣ ବ୍ୟୁରୋ):-ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖୋର୍ଦ୍ଧା ଜିଲ୍ଲା ବାଣପୁର ସ୍ଥିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତି ପ୍ରସ୍ତର ସ୍ଥାପନ କରି ରାଜ୍ୟର ୩୦ ଜିଲ୍ଲାରେ ୧୧୮ଟି ଗୋଦାବରୀଶ ଆଦର୍ଶ ବିଦ୍ୟାଳୟର ନିର୍ମାଣ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏବଂ ପ୍ରଥମ ପର୍ଯ୍ୟାୟରେ ଏହି ଯୋଜନାରେ ୨୨୦୦ ବିଦ୍ୟାଳୟକୁ ସୁଦୃଢ କରିବା ପାଇଁ ପ୍ରାୟ ୧୨ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି କହିଛନ୍ତି । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ପୁରୀ ସାଂସଦ ଡକ୍ଟର ସମ୍ବିତ ପାତ୍ର, ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ, ଏକାମ୍ର ଭୁବନେଶ୍ବର ବିଧାୟକ ବାବୁ ସିଂ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଆୟୁକ୍ତ ତଥା ଶାସନ ସଚିବ ଡକ୍ଟର ଏନ୍. ତିରୁମାଲା ନାଏକ, ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନନ୍ୟା ଦାସ, ଖୋର୍ଦ୍ଧା ଜିଲ୍ଲାପାଳ ଉପସ୍ଥିତ ଥିଲେ ।

Hot this week

ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା ପାର ବେଳେ ଦୁର୍ଘଟଣା ।

ବ୍ରହ୍ମପୁର ୧୭।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା...

ଜଗଦଳପୁରରେ ଡାକ ମେଳା: ପୋଷ୍ଟାଲ ପେମେଣ୍ଟ ବ୍ୟାଙ୍କ ଓ ପୋଷ୍ଟାଲ ଜୀବନ ବୀମା ନେଇ ସଚେତନତା l

କୁକୁଡାଖଣ୍ଡି,୧୪।୦୭(ଇ ରଞ୍ଜନ ):-କୁକୁଡାଖଣ୍ଡି ଦକ୍ଷିଣାଞ୍ଚଳ ଡାକ ବିଭାଗ ବ୍ରହ୍ମପୁର ଆନୁକୂଲ୍ୟରେ ଜଗଦଳପୁର...

ଯୁବକଙ୍କୁ ବନ୍ଦ କୋଠରୀରେ ନିର୍ମମ ମାଡ଼ ମାରିବା ଭିଡିଓ ଭାଇରଲ ପରେ ମୁଖ୍ୟ ଅଭିଯୁକ୍ତ ଅରୁପ ଗିରଫ l

ବ୍ରହ୍ମପୁର,୧୩|୦୭(ଇ ରଞ୍ଜନ):-କୁକୁଡାଖଣ୍ଡି ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ମାଡ଼ ଭିଡିଓ ଘଟଣାରେ...

ପୋଡ଼ାମପେଟାରେ ତିନି ମାସିଆ ଯୋଗ ପ୍ରଶିକ୍ଷଣ ଶିବିର l

ଗଞ୍ଜାମ,୧୦।୭(ଋଷିକେଶ ବେହେରା):-lଗଞ୍ଜାମ ବ୍ଲକ ସ୍ଥିତ କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଜନ...

୪ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି ।

ନବରଙ୍ଗପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଞ୍ଚଳରେ ଜଣେ ୧୨...

Topics

ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା ନିଜ ଶଶୁର ଘରେ ପେଟ୍ରୋଲ ଢାଳି ଆତ୍ମହୂତି ଉଦ୍ୟମ କରିଛନ୍ତି।

ବ୍ରହ୍ମପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା...

କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ l

ଭୁବନେଶ୍ୱର,୦୯।୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ...

୧୧୪ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଲଟେରୀ ମାଧ୍ୟମରେ ପକ୍କା ଘର ଆବଣ୍ଟନ ହୋଇଛି ।

ଭୁବନେଶ୍ୱର,୦୮|୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ପକ୍ଷରୁ ଆଜି ୧୧୪...
spot_img

Related Articles

Popular Categories

spot_imgspot_img