ପିଏମଶ୍ରୀ ଉତ୍ସବ ପାଳନ l

କୁକୁଡ଼ାଖଣ୍ଡି,୧୫/୦୧(ଇ ରଞ୍ଜନ):-କୁକୁଡ଼ାଖଣ୍ଡି ବ୍ଲକ ଶିକ୍ଷା ବିଭାଗ ଅନ୍ତର୍ଗତ ନିମଖଣ୍ଡି ଶ୍ରୀକୃଷ୍ଣ ସାହୁନୋଡାଲ ଉଚ୍ଚବିଦ୍ୟାଳୟ, ପରିସରରେ ପିଏମଶ୍ରୀ ମହୋତ୍ସବ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଶାନ୍ତନୁକୁମାର ଦାଶଙ୍କର ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଉତ୍ସବରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀଙ୍କ ବିଭୂତିଭୂଷଣ ଜେନାଙ୍କର ଜିଲ୍ଲା ଶିକ୍ଷାପ୍ରତିନିଧି ଗଙ୍ଗାଧର ଶତପଥୀ ମୁଖ୍ୟଅତିଥି ରୂପେ ଯୋଗଦେଇ ଉତ୍ସବର ଗୁରୁତ୍ବ ଉପରେ ଛାତ୍ରଛାତ୍ରୀମାନଙ୍କୁ ବୁଝାଇଥିଲେ । ଆଞ୍ଚଳିକ ଶିକ୍ଷା ଯୁଗ୍ମନିର୍ଦ୍ଦେଶକ ପବିତ୍ର ମୋହନ ସାହୁ ମୁଖ୍ୟବକ୍ତା ରୂପେ ଯୋଗଦେଇ ଆତ୍ମନିର୍ଭରଶୀଳତା ବିଷୟରେ ସଭାରେ ଆଲୋଚନା କରିଥିଲେ। ବ୍ରହ୍ମପୁର ଶିଳ୍ପତାଲିମ ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ ଇଂ. ରଞ୍ଜନକୁମାର ପରିଡ଼ା ବିଶିଷ୍ଟ ଅତିଥି ରୂପେ ଯୋଗଦେଇ ଶିଳ୍ପତାଲିମ ବିଷୟରେ ବୁଝାଇଥିଲେ। କୁକୁଡାଖଣ୍ଡି ବ୍ଲକ୍ ଶିକ୍ଷାଧିକାରୀ ସନ୍ତୋଷକୁମାର ମହାପାତ୍ର ଓ.ଇ.ଏସ୍. ସମ୍ମାନିତ ଅତିଥି ଭାବେ ଯୋଗଦେଇ ଶିକ୍ଷା ମାଧ୍ୟମରେ ନୂତନ ଭବିଷ୍ୟତ ଗଠନ ଦିଗରେ ମନୋନିବେଶ କରିବା ପାଇଁ ଉପଦେଶ ଦେଇଥିଲେ। ମନ୍ତ୍ରୀଙ୍କର କୁକୁଡାଖଣ୍ଡି ବ୍ଲକ୍ ପ୍ରତିନିଧି ସୂର୍ଯ୍ୟମଣି ପାତ୍ର ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଉତ୍ସବର ତାତ୍ପର୍ଯ୍ୟ ବିଷୟରେ ଆଲୋଚନା କରିଥିଲେ। ସ୍ଥାନୀୟ ସରପଞ୍ଚ ଶଶୀ ବେହେରା ଅନ୍ୟତମା ସମ୍ମାନିତ ଅତିଥି ରୂପେ ଉତ୍ତମ ଚରିତ୍ର ଗଠନ କରିବା ପାଇଁ ଉପଦେଶ ଦେଇଥିଲେ। ସ୍ଥାନୀୟ ସମିତିସଭ୍ୟା ବିଷ୍ଣୁ ବେହେରା ଅନ୍ୟତମ ସମ୍ମାନିତ ଅତିଥି ରୂପେ ଗୁଣାତ୍ମକ ଶିକ୍ଷାର ମହତ୍ୱ ବୁଝାଇଥିଲେ। ଉକ୍ତ ଉତ୍ସବରେ ଛାତ୍ରଛାତ୍ରୀମାନେ ବିଭିନ୍ନ ଷ୍ଟଲ୍ ମାଧ୍ୟମରେ ଆତ୍ମନିର୍ଭରଶୀଳତା ବିଷୟରେ ଅତ୍ୟୁତ୍କୃଷ୍ଟ ଧରଣର କାର୍ଯ୍ୟକ୍ରମ ପ୍ରସ୍ତୁତ କରିଥିଲେ। ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟିତ୍ରୀ ଦ୍ଵାରା ନିର୍ଦ୍ଦେଶନାରେ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଶେଷରେ ଆଜିର ଷ୍ଟଲ୍ କାର୍ଯ୍ୟକ୍ରମରେ ବିଜୟୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକ, ଶିକ୍ଷକ ଓ ଶିକ୍ଷିକା ଉପଢୌକନ ପ୍ରଦାନ କରି ସମ୍ମାନିତ କରାଯାଇଥିଲା। ଏଥିରେ ଅଞ୍ଚଳବାସୀ ଓ ସାମ୍ବାଦିକଗଣ ଯୋଗ ଦେଇ ଉତ୍ସବକୁ ଆନନ୍ଦମୁଖର କରିଥିଲେ। ବରିଷ୍ଠଶିକ୍ଷକ ମଧୁସୂଦନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଉକ୍ତ ଉତ୍ସବରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ଉତ୍ସବକୁ ସଫଳ କରିବାରେ ସହଯୋଗ କରିଥିଲେ।

Hot this week

ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା ପାର ବେଳେ ଦୁର୍ଘଟଣା ।

ବ୍ରହ୍ମପୁର ୧୭।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା...

ଜଗଦଳପୁରରେ ଡାକ ମେଳା: ପୋଷ୍ଟାଲ ପେମେଣ୍ଟ ବ୍ୟାଙ୍କ ଓ ପୋଷ୍ଟାଲ ଜୀବନ ବୀମା ନେଇ ସଚେତନତା l

କୁକୁଡାଖଣ୍ଡି,୧୪।୦୭(ଇ ରଞ୍ଜନ ):-କୁକୁଡାଖଣ୍ଡି ଦକ୍ଷିଣାଞ୍ଚଳ ଡାକ ବିଭାଗ ବ୍ରହ୍ମପୁର ଆନୁକୂଲ୍ୟରେ ଜଗଦଳପୁର...

ଯୁବକଙ୍କୁ ବନ୍ଦ କୋଠରୀରେ ନିର୍ମମ ମାଡ଼ ମାରିବା ଭିଡିଓ ଭାଇରଲ ପରେ ମୁଖ୍ୟ ଅଭିଯୁକ୍ତ ଅରୁପ ଗିରଫ l

ବ୍ରହ୍ମପୁର,୧୩|୦୭(ଇ ରଞ୍ଜନ):-କୁକୁଡାଖଣ୍ଡି ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ମାଡ଼ ଭିଡିଓ ଘଟଣାରେ...

ପୋଡ଼ାମପେଟାରେ ତିନି ମାସିଆ ଯୋଗ ପ୍ରଶିକ୍ଷଣ ଶିବିର l

ଗଞ୍ଜାମ,୧୦।୭(ଋଷିକେଶ ବେହେରା):-lଗଞ୍ଜାମ ବ୍ଲକ ସ୍ଥିତ କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଜନ...

୪ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି ।

ନବରଙ୍ଗପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଞ୍ଚଳରେ ଜଣେ ୧୨...

Topics

ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା ନିଜ ଶଶୁର ଘରେ ପେଟ୍ରୋଲ ଢାଳି ଆତ୍ମହୂତି ଉଦ୍ୟମ କରିଛନ୍ତି।

ବ୍ରହ୍ମପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା...

କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ l

ଭୁବନେଶ୍ୱର,୦୯।୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ...

୧୧୪ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଲଟେରୀ ମାଧ୍ୟମରେ ପକ୍କା ଘର ଆବଣ୍ଟନ ହୋଇଛି ।

ଭୁବନେଶ୍ୱର,୦୮|୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ପକ୍ଷରୁ ଆଜି ୧୧୪...
spot_img

Related Articles

Popular Categories

spot_imgspot_img