“ଓଡ଼ିଶା ସ୍କାଉଟ ଆଣ୍ଡ ଗାଇଡ୍ ଆନୁକୁଲ୍ୟରେ ମlଘମେଳl ସେବା କ୍ୟାମ୍ପ ଅନୁଷ୍ଠିତ”

ଖଣ୍ଡଗିରି,୨୭/୦୧(ଲିପିକା ରାଣୀ ରାଉତ ):-ଖଣ୍ଡଗିରି ଠାରେ ଅନୁଷ୍ଠିତ ମlଘମେଳlରେ ଓଡ଼ିଶା ରାଜ୍ୟ ସ୍କାଉଟ ଆଣ୍ଡ ଗାଇଡ୍ ତରଫରୁ ସେବା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମକୁ ଭୁବନେଶ୍ୱର ମ୍ୟୁନିସିପାଲିଟି କମିଶିନୋର ଶ୍ରୀଯୁକ୍ତ ‘ଚଞ୍ଚଳ ରଣା ‘ ଆନୁଷ୍ଠାନିକ ଭାବେ ସ୍କାଉଟ ପତାକା ଉତୋଳନ କରି ସେବା କ୍ୟାମ୍ପର ଶୁଭାରମ୍ଭ କରିଥିଲେ ।ଏହି କାର୍ଯ୍ୟ କ୍ରମରେ ଡେଫୁଟି କମିଶନର ରାକେଶ ‘କୁମାର ପାତ୍ର ‘, ଆଡିସ୍ନାଲ କମିଶନର ରତ୍ନାକର ସାହୁ, କର୍ପୋରେଟର ସଂଯୁକ୍ତଆ ସୁନ୍ଦରାୟ,କୈଳାଶ ଦାସ ପ୍ରମୁଖ ଉପସ୍ଥିତ ରହି ପିଲା ମାନଙ୍କୁ ଉତ୍ସାହିତ କରିଥିଲେ । ଉଦ୍ଘାଟନୀ ଉତ୍ସବରେ ଶିବାନନ୍ଦ ଶତବାର୍ଷିକ ବାଳକ ବିଦ୍ୟାଳୟର ୧୦୦ ଜଣ ସ୍କାଉଟ ଓ ରୋଭର୍ ଯୋଗ ଦେଇଥିଲେ । ପିଲା ମାନେ ପରିବେଶକୁ ସଫା କରିବା ସହ ମାନବ ଚେନ୍ ମାଧ୍ୟମରେ ଭିଡ଼କୁ ନିୟନ୍ତ୍ରଣ କରିଥିଲେ,ଦହି ପଣା ବଣ୍ଟନ ଓ ପ୍ଲାଷ୍ଟିକ ବ୍ୟବହାର ନକରିବା ପାଇଁ ଲୋକ ମାନଙ୍କୁ ବୁଝାଇଥିଲେ । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଦିନ ମାନଙ୍କରେ ପ୍ରତାପ ଶାସନ ଗାର୍ଲ୍ସ୍ ହାଇସ୍କୁଲର ଗାଇଡ୍, ଟାଇମସ ଗୁରୁକୁଳ ର ସ୍କାଉଟ ଓ ଗାଇଡ୍,ଘାଟିକିଆ ଶିଶୁ ମନ୍ଦିର ସ୍କାଉଟ୍ ଓ ଗାଇଡ ,ଧର୍ମବିହର ଶିଶୁ ମନ୍ଦିର ସ୍କାଉଟ ଓ ଗାଇଡ ଓ ୮ନମ୍ବର ଶିଶୁ ମନ୍ଦିରର ସ୍କାଉଟ ଓ ଗାଇଡ ଯୋଗ ଦେବାର କା୍ଯ୍ୟକ୍ରମ ରହିଛି।ଏହି କାର୍ଯ୍ୟକ୍ରମ ୨୯.୧.୨୦୨୬ ପର୍ଯ୍ୟନ୍ତ ଚାଲୁ ରହିବ ବୋଲି କାର୍ଯ୍ୟକ୍ରମର ସଂଚାଳକ ତଥା ଶିବାନନ୍ଦ ଶତବାର୍ଷିକ ବାଳକ ବିଦ୍ୟାଳୟର ସ୍କାଉଟ ଶିକ୍ଷକ ସୂଚନା ଦେଇଛନ୍ତି।

Hot this week

ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା ପାର ବେଳେ ଦୁର୍ଘଟଣା ।

ବ୍ରହ୍ମପୁର ୧୭।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା...

ଜଗଦଳପୁରରେ ଡାକ ମେଳା: ପୋଷ୍ଟାଲ ପେମେଣ୍ଟ ବ୍ୟାଙ୍କ ଓ ପୋଷ୍ଟାଲ ଜୀବନ ବୀମା ନେଇ ସଚେତନତା l

କୁକୁଡାଖଣ୍ଡି,୧୪।୦୭(ଇ ରଞ୍ଜନ ):-କୁକୁଡାଖଣ୍ଡି ଦକ୍ଷିଣାଞ୍ଚଳ ଡାକ ବିଭାଗ ବ୍ରହ୍ମପୁର ଆନୁକୂଲ୍ୟରେ ଜଗଦଳପୁର...

ଯୁବକଙ୍କୁ ବନ୍ଦ କୋଠରୀରେ ନିର୍ମମ ମାଡ଼ ମାରିବା ଭିଡିଓ ଭାଇରଲ ପରେ ମୁଖ୍ୟ ଅଭିଯୁକ୍ତ ଅରୁପ ଗିରଫ l

ବ୍ରହ୍ମପୁର,୧୩|୦୭(ଇ ରଞ୍ଜନ):-କୁକୁଡାଖଣ୍ଡି ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ମାଡ଼ ଭିଡିଓ ଘଟଣାରେ...

ପୋଡ଼ାମପେଟାରେ ତିନି ମାସିଆ ଯୋଗ ପ୍ରଶିକ୍ଷଣ ଶିବିର l

ଗଞ୍ଜାମ,୧୦।୭(ଋଷିକେଶ ବେହେରା):-lଗଞ୍ଜାମ ବ୍ଲକ ସ୍ଥିତ କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଜନ...

୪ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି ।

ନବରଙ୍ଗପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଞ୍ଚଳରେ ଜଣେ ୧୨...

Topics

ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା ନିଜ ଶଶୁର ଘରେ ପେଟ୍ରୋଲ ଢାଳି ଆତ୍ମହୂତି ଉଦ୍ୟମ କରିଛନ୍ତି।

ବ୍ରହ୍ମପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା...

କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ l

ଭୁବନେଶ୍ୱର,୦୯।୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ...

୧୧୪ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଲଟେରୀ ମାଧ୍ୟମରେ ପକ୍କା ଘର ଆବଣ୍ଟନ ହୋଇଛି ।

ଭୁବନେଶ୍ୱର,୦୮|୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ପକ୍ଷରୁ ଆଜି ୧୧୪...
spot_img

Related Articles

Popular Categories

spot_imgspot_img