ମାୟାବର୍ହା ସ୍କୁଲ ପରିସରରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ l

ସୁବର୍ଣ୍ଣପୁର,୨୭/୦୧(ଲିପିକା ରାଣୀ ରାଉତ ):-ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା, ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ମାୟାବର୍ହା ଓ ଅଙ୍ଗନବାଡିର ମିଳିତ ପ୍ୟାରେଡରେ ପ୍ରଧାନ ଶିକ୍ଷକ ଡ, ରବିଚନ୍ଦ୍ର ପଶାୟତ ଅଭିବାଦନ ଗ୍ରହଣ କରି ୭୭ ତମ ସାଧାରଣ ତନ୍ତ୍ର ଦିବସରେ ଜାତୀୟ ତ୍ରିରଙ୍ଗା ପତାକା ଉତ୍ତୋଳନ କରି ସମବେତ ଛାତ୍ର ଛାତ୍ରୀଙ୍କୁ ଉଦବୋଧନ ଦେଇଥିଲେ । ପରେ ପରେ ସମସ୍ତ ଛାତ୍ରଛାତ୍ରୀ ଖେଳ ଶିକ୍ଷକ ଚିନ୍ମୟ କୁମାର ଦାସ ଓ ଚୈତନ୍ୟ ବାରିକଙ୍କ ତତ୍ତ୍ୱ।ବଧାନରେ ମାୟାବର୍ହା ଗ୍ରାମ ପରିକ୍ରମା କରିଥିଲେ। ଜନରାଜ୍ୟ ଦିବସର ପ୍ରାକ୍ ପ୍ରତିଯୋଗିତାର କୃତି ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା। ପୁରସ୍କାର ବିତରଣ ଉତ୍ସବରେ ବିଜ୍ଞାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ମଞ୍ଚ ପରିଚାଳନା କରିବା ସହ ଅତିଥି ପରିଚୟ ପ୍ରଦାନ କରିଥିଲେ । ସମ୍ମାନିତ ଅତିଥି ଭାବରେ ବିଦ୍ୟାଳୟ ର ପୂର୍ବତନ ଖେଳ ଶିକ୍ଷକ ପ୍ରହଲ୍ଲାଦ ଦାଶ ଓ ଅତିଥି ଶିକ୍ଷକ ସମ୍ପଦ ଖମାରୀ ମଞ୍ଚାସୀନ ରହି ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। ଶିକ୍ଷକ ରାଜୁ ମେହେର ଓ ଛାତ୍ରୀ ଝରଣା ସାହୁ ପୁରସ୍କାର ବିତରଣ କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିଲେ। ଛାତ୍ରୀ ପୂଜାରାଣୀ ଦୀପ ଷ୍ଟୁଡେଣ୍ଟ୍ ଅଫ ଦି ଇୟର , ବେଷ୍ଟ ଡିସିପ୍ଲିନ ଝରଣା ସାହୁ , ଖେଳ ଚାମ୍ପିଅନ ବିକାଶ ସାହୁ ଓ ଶ୍ୱେତ। ମଲ୍ଲିକ, ବେଷ୍ଟ ସ୍କାଉଟ୍ ଅମିତ୍ ପଟେଲ, ବେଷ୍ଟ ଜୁନିଅର ଅନୁପମା କାଣ୍ଡ ଓ ଗଙ୍ଗା ହାଉସକୁ ବେଷ୍ଟ ହାଉସ ଅଫ ଦି ଇୟାର ଭାବରେ ଅତିଥି ମାନେ ପୁରସ୍କୃତ କରିଥିଲେ। ଶେଷରେ ହିନ୍ଦୀ ଶିକ୍ଷକ ନନ୍ଦିଘୋଷ ବାରିକ ଧନ୍ୟବାଦ୍ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେବ ମୀନକେତନ ଦାସ, ସଞ୍ଜୀବ ପୂଜାରୀ, ବିଭୀଷଣ ଖମାରୀ, ଲିପି ପ୍ରଧାନ , କିରଣ କୁମାର ପୁଟେଲ ,ସମୀର କଠାର , ସୁରଜ୍ ଖମାରୀ,ସୂର୍ଯ୍ୟକନ୍ତୀ କାଣ୍ଡ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ ।

Hot this week

ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା ପାର ବେଳେ ଦୁର୍ଘଟଣା ।

ବ୍ରହ୍ମପୁର ୧୭।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା...

ଜଗଦଳପୁରରେ ଡାକ ମେଳା: ପୋଷ୍ଟାଲ ପେମେଣ୍ଟ ବ୍ୟାଙ୍କ ଓ ପୋଷ୍ଟାଲ ଜୀବନ ବୀମା ନେଇ ସଚେତନତା l

କୁକୁଡାଖଣ୍ଡି,୧୪।୦୭(ଇ ରଞ୍ଜନ ):-କୁକୁଡାଖଣ୍ଡି ଦକ୍ଷିଣାଞ୍ଚଳ ଡାକ ବିଭାଗ ବ୍ରହ୍ମପୁର ଆନୁକୂଲ୍ୟରେ ଜଗଦଳପୁର...

ଯୁବକଙ୍କୁ ବନ୍ଦ କୋଠରୀରେ ନିର୍ମମ ମାଡ଼ ମାରିବା ଭିଡିଓ ଭାଇରଲ ପରେ ମୁଖ୍ୟ ଅଭିଯୁକ୍ତ ଅରୁପ ଗିରଫ l

ବ୍ରହ୍ମପୁର,୧୩|୦୭(ଇ ରଞ୍ଜନ):-କୁକୁଡାଖଣ୍ଡି ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ମାଡ଼ ଭିଡିଓ ଘଟଣାରେ...

ପୋଡ଼ାମପେଟାରେ ତିନି ମାସିଆ ଯୋଗ ପ୍ରଶିକ୍ଷଣ ଶିବିର l

ଗଞ୍ଜାମ,୧୦।୭(ଋଷିକେଶ ବେହେରା):-lଗଞ୍ଜାମ ବ୍ଲକ ସ୍ଥିତ କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଜନ...

୪ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି ।

ନବରଙ୍ଗପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଞ୍ଚଳରେ ଜଣେ ୧୨...

Topics

ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା ନିଜ ଶଶୁର ଘରେ ପେଟ୍ରୋଲ ଢାଳି ଆତ୍ମହୂତି ଉଦ୍ୟମ କରିଛନ୍ତି।

ବ୍ରହ୍ମପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା...

କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ l

ଭୁବନେଶ୍ୱର,୦୯।୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ...

୧୧୪ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଲଟେରୀ ମାଧ୍ୟମରେ ପକ୍କା ଘର ଆବଣ୍ଟନ ହୋଇଛି ।

ଭୁବନେଶ୍ୱର,୦୮|୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ପକ୍ଷରୁ ଆଜି ୧୧୪...
spot_img

Related Articles

Popular Categories

spot_imgspot_img