ଅଟଳ ସ୍ୱାଭିମାନ ମଞ୍ଚ ତରଫରୁ ମହୁରୀ କାଳୁଆ ପୀଠରେ ବନ୍ଧୁମିଳନ କାର୍ଯ୍ୟକ୍ରମ ।

କୁକୁଡାଖଣ୍ଡି,୦୨/୨(ଇ ରଞ୍ଜନ):-କୁକୁଡାଖଣ୍ଡି ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଧାର୍ମିକ ପୀଠ ମହୁରୀ କାଳୁଆ ମାଆଙ୍କ ପୀଠ ପରିସରରେ ଅଟଳ ସ୍ୱାଭିମାନ ମଞ୍ଚର ଉଦ୍ୟମରେ ଏକ ସାମ୍ପ୍ରଦାୟିକ ବନ୍ଧୁମିଳନ କାର୍ଯ୍ୟକ୍ରମ ରାଜ୍ୟ ଅଟଳ ସ୍ୱାଭିମାନ ମଞ୍ଚର ଅଧକ୍ଷ ତଥା ରାଜ୍ୟ ଆଇନ ଯିବି ସଦସ୍ୟ କୁଞ୍ଜ ବିହାରୀ ପଣ୍ଡା ଏବଂ ମହା ସଚିବ ମଦନ ମୋହନ ପାତ୍ର ସହଯୋଗ କ୍ରମେ ସଫଳତାର ସହିତ ଆୟୋଜିତ ହୋଇଯାଇଛି। ଏହି ଅବସରରେ ମଞ୍ଚର ସଦସ୍ୟମାନେ ପ୍ରଥମେ ମାଆ ମହୁରୀ କାଳୁଆଙ୍କ ଦର୍ଶନ କରି ଆଶୀର୍ବାଦ ଗ୍ରହଣ କରିଥିଲେ।କାର୍ଯ୍ୟକ୍ରମରେ ସଂଗଠନର ଉଦ୍ଦେଶ୍ୟ, ସ୍ୱାଭିମାନ, ସାମାଜିକ ଏକତା ଓ ସଂସ୍କୃତି ସୁରକ୍ଷା ବିଷୟରେ ଆଲୋଚନା କରାଯାଇଥିଲା। ମଞ୍ଚର ବକ୍ତାମାନେ ଯୁବପିଢ଼ୀଙ୍କୁ ଏକତାବଦ୍ଧ ହୋଇ ସମାଜ ଗଠନରେ ଆଗେଇ ଆସିବାକୁ ଆହ୍ୱାନ ଦେଇଥିଲେ।ଏହି ବନ୍ଧୁମିଳନ କାର୍ଯ୍ୟକ୍ରମରେ ବରିଷ୍ଠ ବିଜେପି ନେତା କାଁହୁ ପତି,ଅଟଳ ସ୍ୱାଭିମାନ ମଞ୍ଚର ସମ୍ପାଦକ ଆଲୋକ ଚୌଧୁରୀ, ମୀରା ଦେଓ,ସାଂସଦ ପ୍ରତିନିଧି ସନ୍ତୋଷ ଚୌଧୁରୀ, ବାଘଲଟି ସମିତିସଭ୍ୟା ସାରଥୀ ଗୌଡ଼,ଏ.ନନ୍ଦକିଶୋର, ଅଟଳ ସ୍ୱାଭିମାନ ମଞ୍ଚର ସମସ୍ତ କାର୍ଯ୍ୟକର୍ତା ବିଜେପିର ବିଭିନ୍ନ ଅଞ୍ଚଳରୁ ଆସିଥିବା ସଦସ୍ୟ ଓ ସମର୍ଥକମାନେ ଉପସ୍ଥିତ ରହି ସଂଗଠନର କାର୍ଯ୍ୟକଳାପକୁ ସୁଦୃଢ଼ କରିବା ନେଇ ମତବିନିମୟ କରିଥିଲେ। ସାମୂହିକ ଭୋଜନ ଓ ସଂସ୍କୃତିକ କାର୍ଯ୍ୟକ୍ରମ ସହିତ ଏହି ସମାରୋହ ଆନନ୍ଦମୟ ପରିବେଶରେ ସମାପ୍ତ ହୋଇଥିଲା ।

Hot this week

ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା ପାର ବେଳେ ଦୁର୍ଘଟଣା ।

ବ୍ରହ୍ମପୁର ୧୭।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା...

ଜଗଦଳପୁରରେ ଡାକ ମେଳା: ପୋଷ୍ଟାଲ ପେମେଣ୍ଟ ବ୍ୟାଙ୍କ ଓ ପୋଷ୍ଟାଲ ଜୀବନ ବୀମା ନେଇ ସଚେତନତା l

କୁକୁଡାଖଣ୍ଡି,୧୪।୦୭(ଇ ରଞ୍ଜନ ):-କୁକୁଡାଖଣ୍ଡି ଦକ୍ଷିଣାଞ୍ଚଳ ଡାକ ବିଭାଗ ବ୍ରହ୍ମପୁର ଆନୁକୂଲ୍ୟରେ ଜଗଦଳପୁର...

ଯୁବକଙ୍କୁ ବନ୍ଦ କୋଠରୀରେ ନିର୍ମମ ମାଡ଼ ମାରିବା ଭିଡିଓ ଭାଇରଲ ପରେ ମୁଖ୍ୟ ଅଭିଯୁକ୍ତ ଅରୁପ ଗିରଫ l

ବ୍ରହ୍ମପୁର,୧୩|୦୭(ଇ ରଞ୍ଜନ):-କୁକୁଡାଖଣ୍ଡି ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ମାଡ଼ ଭିଡିଓ ଘଟଣାରେ...

ପୋଡ଼ାମପେଟାରେ ତିନି ମାସିଆ ଯୋଗ ପ୍ରଶିକ୍ଷଣ ଶିବିର l

ଗଞ୍ଜାମ,୧୦।୭(ଋଷିକେଶ ବେହେରା):-lଗଞ୍ଜାମ ବ୍ଲକ ସ୍ଥିତ କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଜନ...

୪ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି ।

ନବରଙ୍ଗପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଞ୍ଚଳରେ ଜଣେ ୧୨...

Topics

ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା ନିଜ ଶଶୁର ଘରେ ପେଟ୍ରୋଲ ଢାଳି ଆତ୍ମହୂତି ଉଦ୍ୟମ କରିଛନ୍ତି।

ବ୍ରହ୍ମପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା...

କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ l

ଭୁବନେଶ୍ୱର,୦୯।୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ...

୧୧୪ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଲଟେରୀ ମାଧ୍ୟମରେ ପକ୍କା ଘର ଆବଣ୍ଟନ ହୋଇଛି ।

ଭୁବନେଶ୍ୱର,୦୮|୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ପକ୍ଷରୁ ଆଜି ୧୧୪...
spot_img

Related Articles

Popular Categories

spot_imgspot_img