ଜଗନ୍ନାଥ ସଂସ୍କୃତିରେ ଇସ୍କନର ମୁନୁଷ୍ୟ ଇଛାକୃତ ରୀତିନିତି ଗ୍ରହଣୀୟ ନୁହେଁ l

ଭୁବନେଶ୍ୱର,୦୨/୨(ଲିପିକା ରାଣୀ ରାଉତ ):-ଅଦିନିଆ ଶ୍ରୀ ଜଗନ୍ନାଥ ରଥଯାତ୍ରା ଓ ସ୍ନାନଯାତ୍ରା ଏକ ମନୁଷ୍ୟ ଇଚ୍ଛାକୃତ ନିଷ୍ପତି ତାକୁ ଗ୍ରହଣ କରାଯାଇ ପାରିବ ନାହିଁ ଦେଖ ଦେଖ ରେ ଆସୁଛି ଜଗା ଝୁଲି ଝୁଲି,ବରଷକେ ଥରେ ଆସେ ବଡଦାଣ୍ଡେ ବୁଲି ,ଚାଲ ବେଗି ବେଗି ଯିବା ସଙ୍ଗାତ, କାଳେ ରଥ ଟଣା ହେବ ଶେଷ ,ଆଜିର ଗୋପାଳ ପୁର ଠାରେ ଏହି ମହୋଦଧି ଆଳତି ଓ ମହୋତ୍ସବ କାର୍ଯ୍ୟକ୍ରମ ରେ ଶ୍ରୀଜଗନ୍ନାଥ ରଥଯାତ୍ରା (ଅଠରଶହ ପାଞ୍ଚ ମସିହା ରୁ ଅଠର ଶହ ବାଇଶି ମସିହା),ସ୍ନାନଯାତ୍ରା ଓ ଶ୍ରୀ ଜଗନ୍ନାଥ ପାଞ୍ଚରାତ୍ର ର ବିଧାନ ଓ କାଳ ନିର୍ଣ୍ଣୟ ଏଆଇ ଭିଡ଼ିଓ ଫିଲ୍ମ ଶ୍ରୀ ଜଗନ୍ନାଥ ସଂସ୍କୃତି ପ୍ରଚାର ସଂସ୍ଥାନ ୟୁ ଟ୍ୟୁବ ରେ ଲୋକାର୍ପିତ ହୋଇଛି ମହାପ୍ରଭୁ ଶ୍ରୀ ଜଗନ୍ନାଥ ଙ୍କ ସ୍ନାନ ଯାତ୍ରା ଜ୍ୟେଷ୍ଠ ପୁର୍ଣିମା ଓ ରଥଯାତ୍ରା ଆଶାଡ଼ ଶୁକ୍ଲପକ୍ଷ ଦ୍ୱତୀୟା ରେ ହୋଇ ଥାଏ, ମହାପ୍ରଭୁ ଙ୍କ ନିତ୍ୟ ନିତି କୁ ପରିବର୍ତ୍ତନ କରା ଯାଇ ପାରିବ ନାହିଁ,ଏହି ମହୋଦଧି ଆଳତି ଓ ଜଗନ୍ନାଥ ସଂସ୍କୃତି ରକ୍ଷକ ସଂମ୍ମାନ ପ୍ରଦାନ କାର୍ଯ୍ୟକ୍ରମ ରେ ଜଗନ୍ନାଥ ସଂସ୍କୃତି ପ୍ରଚାର ସଂସ୍ଥାନ ଓ ପୁରୁଷୋତ୍ତମ ଜଗନ୍ନାଥ ଚେତନା ଫାଉଣ୍ଡେସନ ର ସଦସ୍ୟ ମାନେ ଯୋଗ ଦେଇ ଥିଲେ, ସମସ୍ତେ ଶ୍ରୀ ଜଗନ୍ନାଥ ସଂସ୍କୃତି କୁ ବିକୃତି କରିବାକୁ ମନୁଷ୍ୟ ଇଚ୍ଛାକୃତ ରୀତି ନିତି ପରିବର୍ତ୍ତନ କୁ ଏକ ସ୍ୱର ରେ ପ୍ରତ୍ୟାଖ୍ୟାନ କରିଥିଲେ,ଶ୍ରୀ ଜଗନ୍ନାଥ ସଂସ୍କୃତି ପ୍ରଚାରକ ଡ଼ ନାରାୟଣ ମହାପାତ୍ର ଡ଼ ପଦ୍ମ ଚରଣ ଦାସ ସୁରେଶ ମିଶ୍ର ତ୍ରିଲୋଚନ ନାୟକ ଭଗବାନ ଦାସ ପ୍ରଫୁଲ ଦାସ ଭାରତୀ ଭୂଷଣ ପଟ୍ଟନାୟକ ବିଜୟ ପଣ୍ଡା ଶ୍ରୀନିବାସ ରାଓ ପଞ୍ଚାନନ ମିଶ୍ର ଓ ଜଗନ୍ନାଥ ଚେତନା ଫାଉଣ୍ଡେସନ ର ପ୍ରମୁଖ ସଦସ୍ୟ ମାନେ ଯୋଗ ଦେଇଥିଲେ।

Hot this week

ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା ପାର ବେଳେ ଦୁର୍ଘଟଣା ।

ବ୍ରହ୍ମପୁର ୧୭।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା...

ଜଗଦଳପୁରରେ ଡାକ ମେଳା: ପୋଷ୍ଟାଲ ପେମେଣ୍ଟ ବ୍ୟାଙ୍କ ଓ ପୋଷ୍ଟାଲ ଜୀବନ ବୀମା ନେଇ ସଚେତନତା l

କୁକୁଡାଖଣ୍ଡି,୧୪।୦୭(ଇ ରଞ୍ଜନ ):-କୁକୁଡାଖଣ୍ଡି ଦକ୍ଷିଣାଞ୍ଚଳ ଡାକ ବିଭାଗ ବ୍ରହ୍ମପୁର ଆନୁକୂଲ୍ୟରେ ଜଗଦଳପୁର...

ଯୁବକଙ୍କୁ ବନ୍ଦ କୋଠରୀରେ ନିର୍ମମ ମାଡ଼ ମାରିବା ଭିଡିଓ ଭାଇରଲ ପରେ ମୁଖ୍ୟ ଅଭିଯୁକ୍ତ ଅରୁପ ଗିରଫ l

ବ୍ରହ୍ମପୁର,୧୩|୦୭(ଇ ରଞ୍ଜନ):-କୁକୁଡାଖଣ୍ଡି ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ମାଡ଼ ଭିଡିଓ ଘଟଣାରେ...

ପୋଡ଼ାମପେଟାରେ ତିନି ମାସିଆ ଯୋଗ ପ୍ରଶିକ୍ଷଣ ଶିବିର l

ଗଞ୍ଜାମ,୧୦।୭(ଋଷିକେଶ ବେହେରା):-lଗଞ୍ଜାମ ବ୍ଲକ ସ୍ଥିତ କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଜନ...

୪ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି ।

ନବରଙ୍ଗପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଞ୍ଚଳରେ ଜଣେ ୧୨...

Topics

ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା ନିଜ ଶଶୁର ଘରେ ପେଟ୍ରୋଲ ଢାଳି ଆତ୍ମହୂତି ଉଦ୍ୟମ କରିଛନ୍ତି।

ବ୍ରହ୍ମପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା...

କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ l

ଭୁବନେଶ୍ୱର,୦୯।୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ...

୧୧୪ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଲଟେରୀ ମାଧ୍ୟମରେ ପକ୍କା ଘର ଆବଣ୍ଟନ ହୋଇଛି ।

ଭୁବନେଶ୍ୱର,୦୮|୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ପକ୍ଷରୁ ଆଜି ୧୧୪...
spot_img

Related Articles

Popular Categories

spot_imgspot_img