ବରିଷ୍ଠ ନାଗରିକଙ୍କ ପାଇଁ ଏକ ସପ୍ତାହ ପାଳନ ଅବସରରେ “ସମ୍ମାନ ଓ ବିଚାର ବିନିମୟ କାର୍ଯ୍ୟକ୍ରମ ” ଆୟୋଜିତ l

ବ୍ରହ୍ମପୁର,୧୮/୦୨(କଳିଙ୍ଗ ଜାଗରଣ ବ୍ୟୁରୋ):-ସମାଜକୁ ବରିଷ୍ଠ ନାଗରିକମାନଙ୍କର ଅବଦାନକୁ ସ୍ବୀକାର କରି ସେମାନଙ୍କ ପ୍ରତି ସମାଜର ଆନୁଗତ୍ୟ ପ୍ରକାଶ କରିବା ଉଦ୍ଧେଶ୍ୟରେ ବରିଷ୍ଠ ନାଗରିକଙ୍କ ପାଇଁ ଏକ ସପ୍ତାହ ଗଞ୍ଜାମ ଜିଲ୍ଲା ପ୍ରଶାସନ ପାଳନ କରୁଛି l ଏହି ପରିପ୍ରେକ୍ଷୀରେ ଆଜି ଅପରାହ୍ନରେ ବ୍ରହ୍ମପୁର ମହାନଗର ନିଗମ ର ନୂତନ ସମ୍ମିଳନୀ କକ୍ଷରେ “ସମ୍ମାନ ଓ ବିଚାର ବିନିମୟ କାର୍ଯ୍ୟକ୍ରମ”ଆୟୋଜିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ମହାନଗର ନିଗମ ମେୟର ଶ୍ରୀମତୀ ସଂଘମିତ୍ରା ଦଳେଇ,ଡେପୁଟି ମେୟର ଶ୍ରୀ ବିବେକ ରେଡ୍ଡୀ, ଡେପୁଟି କମିଶନର ଶ୍ରୀ ଆଶୀର୍ବାଦ ପରିଡ଼ା , ଆସିଷ୍ଟାଣ୍ଟ କମିଶନର ଶ୍ରୀ ରୋନିତ କୁମାର, ପ୍ରାକ୍ତନ ଡେପୁଟି କମିଶନର ଶ୍ରୀ ଆଦିତ୍ୟ ସ୍ୱାଇଁ ଅତିଥି ଭାବେ ଯୋଗଦେଇ ସମସ୍ତ ବରିଷ୍ଠ ନାଗରିକଙ୍କ ସୁବିଧା ଅସୁବିଧା ବୁଝିବା ସହ ସ୍ନେହ ଓ ସମ୍ମାନ କରିବା ବୋଲି କହିଥିଲେ l

ଏହି ଆଲୋଚନା ଚକ୍ର ର ବିଷୟ ରହିଥିଲା “ବରିଷ୍ଠ ନାଗରିକ ଆମ ବରିଷ୍ଠ ସମ୍ବଳ ” l ବହୁ ସଂଖ୍ୟାରେ ବରିଷ୍ଠ ନାଗରିକମାନେ ଏହି ଆଲୋଚନା ଚକ୍ରରେ ଅଂଶ ଗ୍ରହଣ କରିଥିଲେ l ବିଚାରକ ଭାବେ ଡ଼ ସଂଗୀତା ବାବୁ,ଶ୍ରୀମତୀ ନମିତା ମହାପାତ୍ର ଓ ବିରୁପକ୍ଷ ଦାସ ଉପସ୍ଥିତ ଥିଲେ l ପ୍ରଥମ ସ୍ଥାନ ସୁଶାନ୍ତ କୁମାର ପଟ୍ଟନାୟକ, ଦ୍ୱିତୀୟ ଏମ୍ ରାଜୀବ ଓ ମିହିର କାନ୍ତ ମହାପାତ୍ର ଏବଂ ତୃତୀୟ ସ୍ଥାନ ଅଧିକାର କରିଛନ୍ତି ରୋନିତ କୁମାର ସେଠୀ ଓ ଦିନବନ୍ଧୁ ଶ୍ରିପଲଭ l

Hot this week

ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା ପାର ବେଳେ ଦୁର୍ଘଟଣା ।

ବ୍ରହ୍ମପୁର ୧୭।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା...

ଜଗଦଳପୁରରେ ଡାକ ମେଳା: ପୋଷ୍ଟାଲ ପେମେଣ୍ଟ ବ୍ୟାଙ୍କ ଓ ପୋଷ୍ଟାଲ ଜୀବନ ବୀମା ନେଇ ସଚେତନତା l

କୁକୁଡାଖଣ୍ଡି,୧୪।୦୭(ଇ ରଞ୍ଜନ ):-କୁକୁଡାଖଣ୍ଡି ଦକ୍ଷିଣାଞ୍ଚଳ ଡାକ ବିଭାଗ ବ୍ରହ୍ମପୁର ଆନୁକୂଲ୍ୟରେ ଜଗଦଳପୁର...

ଯୁବକଙ୍କୁ ବନ୍ଦ କୋଠରୀରେ ନିର୍ମମ ମାଡ଼ ମାରିବା ଭିଡିଓ ଭାଇରଲ ପରେ ମୁଖ୍ୟ ଅଭିଯୁକ୍ତ ଅରୁପ ଗିରଫ l

ବ୍ରହ୍ମପୁର,୧୩|୦୭(ଇ ରଞ୍ଜନ):-କୁକୁଡାଖଣ୍ଡି ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ମାଡ଼ ଭିଡିଓ ଘଟଣାରେ...

ପୋଡ଼ାମପେଟାରେ ତିନି ମାସିଆ ଯୋଗ ପ୍ରଶିକ୍ଷଣ ଶିବିର l

ଗଞ୍ଜାମ,୧୦।୭(ଋଷିକେଶ ବେହେରା):-lଗଞ୍ଜାମ ବ୍ଲକ ସ୍ଥିତ କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଜନ...

୪ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି ।

ନବରଙ୍ଗପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଞ୍ଚଳରେ ଜଣେ ୧୨...

Topics

ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା ନିଜ ଶଶୁର ଘରେ ପେଟ୍ରୋଲ ଢାଳି ଆତ୍ମହୂତି ଉଦ୍ୟମ କରିଛନ୍ତି।

ବ୍ରହ୍ମପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା...

କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ l

ଭୁବନେଶ୍ୱର,୦୯।୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ...

୧୧୪ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଲଟେରୀ ମାଧ୍ୟମରେ ପକ୍କା ଘର ଆବଣ୍ଟନ ହୋଇଛି ।

ଭୁବନେଶ୍ୱର,୦୮|୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ପକ୍ଷରୁ ଆଜି ୧୧୪...
spot_img

Related Articles

Popular Categories

spot_imgspot_img