ଯୋଗିଆପଲ୍ଲୀ ସରକାରୀ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ l

କୁକୁଡାଖଣ୍ଡି,୧୮/୦୨(ଇ ରଞ୍ଜନ):- କୁକୁଡାଖଣ୍ଡି ବ୍ଲକ ଅନ୍ତର୍ଗତ ଗୁରୁଣ୍ଠି ପଞ୍ଚାୟତ ଅଧୀନସ୍ତ ଯୋଗିଆପଲ୍ଲୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ବାର୍ଷିକ ଉତ୍ସବ ପ୍ରଧାନ ଶିକ୍ଷକ ନୀଳକଣ୍ଠ ଗୌଡ଼ ଙ୍କ ଅଧକ୍ଷତା ରେ ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ଶିକ୍ଷାଅଧିକାରୀ ସନ୍ତୋଷ କୁମାର ମହାପାତ୍ର ଯୋଗଦେଇ ଶିକ୍ଷାର ବିକାଶ ସହ ଛାତ୍ରଛାତ୍ରୀ ମାନେ ବିଭିନ୍ନ ପ୍ରତିଯୋଗିତା ରେ ଭାଗନେଇ ଭବିଷ୍ୟତ ଗଡ଼ିବା ରେ ସହାୟକ ହୁଅନ୍ତୁ ବୋଲି ମତ ପ୍ରକାଶ କରିଛନ୍ତି l ବିଦ୍ୟାଳୟ ପରିସର ଶାନ୍ତି ପରିବେଶ ଛାତ୍ରଛାତ୍ରୀଙ୍କ ସୌଖିକ ଶିକ୍ଷା ପ୍ରଧାନ ରେ ସହାୟକ ହେବ ବୋଲି ମୁଖ୍ୟବକ୍ତା ଅବସରପ୍ରାପ୍ତ ବ୍ୟାଙ୍କ ପ୍ରବନ୍ଧକ ଲିଙ୍ଗରାଜ ମିଶ୍ର ବକ୍ତବ୍ୟରେ ପ୍ରକାଶ କରିଛନ୍ତି l ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏକତା ହିଁ ଶିକ୍ଷା ପିଲାଙ୍କ ମଧ୍ୟରେ ଭାଇଚାରା ସୃଷ୍ଟି ସହ ଆଗାମୀ ଭବିଷ୍ୟତ ଗଠନ ରେ ଜଡିତ ହେବ ବୋଲି ସଂମ୍ମାନିତ ଅତିଥି ସରପଞ୍ଚ ବି. ମାଗତା ପାତ୍ର ପ୍ରକାଶ କରିଛନ୍ତି l ଏଥିରେ ସମିତିସଭ୍ୟା କେ.ରାଜଲକ୍ଷ୍ମୀ ଦାସ,ଗଛ ର ପ୍ରକୃତି ବନ୍ଧୁ ବନମାଳୀ ପ୍ରଧାନ,ବିଆରସି ବସନ୍ତ ସେଠି,ସିଆରସି ଚିତ୍ରସେନ ଦାସ,ସହକାରୀ ଶିକ୍ଷୟତ୍ରୀ ସଂଯୁକ୍ତା ରାଉତ, ବିଦ୍ୟାଳୟ ଅଧକ୍ଷ ସୁଶାନ୍ତ କୁମାର ପଣ୍ଡା,ଗୁରୁଣ୍ଠି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଚନ୍ଦ୍ରଭାନୁ ନାୟକ,ରାଜ କିଶୋର ମିଶ୍ର,ମହୁଲପଲ୍ଲୀପ୍ରଧାନ ଶିକ୍ଷକ ବି ରୋଜତ,ନୁଆଁ ଯୋଗିଆପଲ୍ଲୀ ପ୍ରଧାନ ଶିକ୍ଷକ ଶୁଚିସ୍ମିତା ମଙ୍ଗରାଜ,ସମେତ ବହୁ ନିକଟସ୍ଥ ଶିକ୍ଷକ ଶିକ୍ଷୟତ୍ରୀ ଅଭିଵାବକ,ଙ୍କ ଉପସ୍ଥିତ ରେ ଛାତ୍ରଛାତ୍ରୀ ମାନଙ୍କୁ କ୍ରୀଡା, ନୁର୍ତ୍ୟ, ମେଧାବୀ ପରୀକ୍ଷା ରେ ଉତୀର୍ଣ୍ଣ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ବିତ୍ତରଣ କରାଯାଇଛି

Hot this week

ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା ପାର ବେଳେ ଦୁର୍ଘଟଣା ।

ବ୍ରହ୍ମପୁର ୧୭।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା...

ଜଗଦଳପୁରରେ ଡାକ ମେଳା: ପୋଷ୍ଟାଲ ପେମେଣ୍ଟ ବ୍ୟାଙ୍କ ଓ ପୋଷ୍ଟାଲ ଜୀବନ ବୀମା ନେଇ ସଚେତନତା l

କୁକୁଡାଖଣ୍ଡି,୧୪।୦୭(ଇ ରଞ୍ଜନ ):-କୁକୁଡାଖଣ୍ଡି ଦକ୍ଷିଣାଞ୍ଚଳ ଡାକ ବିଭାଗ ବ୍ରହ୍ମପୁର ଆନୁକୂଲ୍ୟରେ ଜଗଦଳପୁର...

ଯୁବକଙ୍କୁ ବନ୍ଦ କୋଠରୀରେ ନିର୍ମମ ମାଡ଼ ମାରିବା ଭିଡିଓ ଭାଇରଲ ପରେ ମୁଖ୍ୟ ଅଭିଯୁକ୍ତ ଅରୁପ ଗିରଫ l

ବ୍ରହ୍ମପୁର,୧୩|୦୭(ଇ ରଞ୍ଜନ):-କୁକୁଡାଖଣ୍ଡି ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ମାଡ଼ ଭିଡିଓ ଘଟଣାରେ...

ପୋଡ଼ାମପେଟାରେ ତିନି ମାସିଆ ଯୋଗ ପ୍ରଶିକ୍ଷଣ ଶିବିର l

ଗଞ୍ଜାମ,୧୦।୭(ଋଷିକେଶ ବେହେରା):-lଗଞ୍ଜାମ ବ୍ଲକ ସ୍ଥିତ କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଜନ...

୪ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି ।

ନବରଙ୍ଗପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଞ୍ଚଳରେ ଜଣେ ୧୨...

Topics

ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା ନିଜ ଶଶୁର ଘରେ ପେଟ୍ରୋଲ ଢାଳି ଆତ୍ମହୂତି ଉଦ୍ୟମ କରିଛନ୍ତି।

ବ୍ରହ୍ମପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା...

କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ l

ଭୁବନେଶ୍ୱର,୦୯।୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ...

୧୧୪ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଲଟେରୀ ମାଧ୍ୟମରେ ପକ୍କା ଘର ଆବଣ୍ଟନ ହୋଇଛି ।

ଭୁବନେଶ୍ୱର,୦୮|୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ପକ୍ଷରୁ ଆଜି ୧୧୪...
spot_img

Related Articles

Popular Categories

spot_imgspot_img