Thursday, June 4, 2026
13.7 C
London

ଆନ୍ତର୍ଜାତୀୟ ରୟାଲ କାଉନସିଲ ମାନବ ଅଧିକାର ନାଇଜେରିଆ ପକ୍ଷରୁ ହାଣ୍ଡିକ୍ୟାପଡ଼ ଏକ୍ସଲେନ୍ସ ଆୱାର୍ଡ 2026 ରେ ଡ଼ ନାରାୟଣ ମହାପାତ୍ର ସମ୍ବର୍ଦ୍ଧିତl

ଭୁବନେଶ୍ବର,୨୪/୦୨(ଲିପିକା ରାଣୀ ରାଉତ):-ଆନ୍ତର୍ଜାତୀୟ ରୟାଲ କାଉନସିଲ ମାନବ ଅଧିକାର ଅନୁଷ୍ଠାନ ନାଇଜେରିଆ ପକ୍ଷରୁ ସମାଜରେ ମାନବ ମଙ୍ଗଳ କାର୍ଯ୍ୟକ୍ରମ ନିମନ୍ତେ ଡ଼ ନାରାୟଣ ମହାପାତ୍ର ଙ୍କୁ ସମ୍ବର୍ଦ୍ଧନା କରିଛନ୍ତି,ସମାଜରେ ଅବହେଳିତ ବରିଷ୍ଠ ନାଗରିକ,ଅନାଥ ପିଲାଙ୍କ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା କରିବା,ନିଜେ ରକ୍ତଦାନ କରିବା ସହିତ,ରକ୍ତର ଆବଶ୍ୟକତା ଦୃଷ୍ଟି ରୁ ରକ୍ତ ସଂଗ୍ରହ ପାଇଁ ଶିବିର ଆୟୋଜିତ କରିବା ର ଲକ୍ଷ୍ୟ ନେଇ କାର୍ଯ୍ୟକ୍ରମ ନିୟମିତ ଭାବେ କରାଯାଇଥାଏ, ଆମକୁ ଏହି ସମ୍ମାନ ପାଇଁ ଉପଯୁକ୍ତ ଭାବି ସମ୍ବର୍ଦ୍ଧିତ କରି ଥିବାରୁ ଆମେ ଏହା ର ପ୍ରତିଷ୍ଠାତା ଅମ୍ବେ ଏମି ରାଇଟସ ଓବେଙ୍ଗ ଏଲିଯାହ କିରଚଫ ଗ୍ଲୋବାଲ ଭାଇସ ଚାନସେଲର ଓ ଅନ୍ୟାନ୍ୟ ପ୍ରମୁଖ ସଦସ୍ୟ ଓ ସଦସ୍ୟା ମାନଙ୍କୁ ହୃଦୟ ରୁ କୃତଜ୍ଞତା ଜ୍ଞାପନ କରୁଛୁ ।

Hot this week

ନର୍ସିଂ ଛାତ୍ରଙ୍କୁ କଲେଜ କ୍ୟାମ୍ପସରୁ ଅପହରଣ ଘଟଣାରେ ଚାରିଜଣ ଅଭିଯୁକ୍ତ ଗିରଫ ।

ଭୁବନେଶ୍ୱର,୦୩।୦୬(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ଭରତପୁର ଥାନା ଅଧୀନ ଏକ ଘରୋଇ ବିଶ୍ୱବିଦ୍ୟାଳୟ...

ପଞ୍ଜାବ ପୌର ନିର୍ବାଚନରେ ଶାସକ ଆମ୍ ଆଦମୀ ପାର୍ଟି (ଆପ୍) ବିପୁଳ ବିଜୟ ହାସଲ କରିଛି।

ନୂଆଦିଲ୍ଲୀ,୩୦।୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ପଞ୍ଜାବ ପୌର ନିର୍ବାଚନରେ ଶାସକ ଆମ୍ ଆଦମୀ ପାର୍ଟି...

ଆକ୍ସନ ମୋଡ଼ରେ ବ୍ରହ୍ମପୁର ପୋଲିସ ।

ବ୍ରହ୍ମପୁର ୨୬।୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ଆକ୍ସନ ମୋଡ଼ରେ ବ୍ରହ୍ମପୁର ପୋଲିସ । ପ୍ଲଟ୍...

ଵ୍ରହ୍ମପୁରରେ ପୁଣି ଜଣେ ଯୁବକଙ୍କୁ ମାରଣାସ୍ତ୍ରରେ ହାଣିଲେ ଦୃବୁତ୍ତ l

ଵ୍ରହ୍ମପୁର,୨୫।୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ଵ୍ରହ୍ମପୁର ବଡବ୍ଜ଼ାର ଥାନା ଅନ୍ତର୍ଗତ ହରିଡାଖଣ୍ଡି ଛକ ବିଚ...

ଡାଇମଣ୍ଡ’ ନାମକ ବସ୍ ସହ ଅଟୋର ମୁହାଁମୁହିଁ ଧକ୍କା,୬ ଜଣଙ୍କର ମୃତ୍ୟୁ l

ବ୍ରହ୍ମପୁର ୨୩।୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ‘ଡାଇମଣ୍ଡ’...

Topics

ମୁଖ୍ୟ ଅଭିଯୁକ୍ତ ମୁକେଶ ସାହୁକୁ ପୁଲିସ ର ଏନକାଉଣ୍ଟର l

ବ୍ରହ୍ମପୁର,୨୧।୫(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ଗିରି ରୋଡରେ ଉମେଶ ରଥ ନାମକ ଯୁବକକୁ...

ବ୍ରହ୍ମପୁର ଗିରିରୋଡର ଗୀତାଭବନ ସମ୍ମୁଖ ରାସ୍ତାରେ ଦୁର୍ବୃତ୍ତଙ୍କ ଆତଙ୍କରାଜ l

ବ୍ରହ୍ମପୁର,୧୯/୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ଗିରିରୋଡର ଗୀତାଭବନ ସମ୍ମୁଖ ରାସ୍ତାରେ ପୂର୍ବ ଶତ୍ରୁତାକୁ...

ବ୍ରହ୍ମପୁର ବଡ଼ବଜାର ଥାନା ପୋଲିସ ୩ଜଣ ଅଭିଯୁକ୍ତକୁ ଗିରଫ କରିବା ସହ ୨ନାବାଳକକୁ ଅଟକ ରଖିଛି ।

ବ୍ରହ୍ମପୁର,୧୯/୦୫(କଳିଙ୍ଗ ଜାଗରଣ ବ୍ୟୁରୋ):--ବ୍ରହ୍ମପୁର ବଡ଼ବଜାର ଥାନା ପୋଲିସ ସ୍ଥାନୀୟ ଓମ୍ ନଗର...
spot_img

Related Articles

Popular Categories

spot_imgspot_img