ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ।

କୁକୁଡାଖଣ୍ଡି,୨୪/୦୨(ଇ ରଞ୍ଜନ):-କୁକୁଡାଖଣ୍ଡି ବ୍ଲକ ଅଧିନସ୍ଥ ଅଙ୍କୁଶପୁର ଗ୍ରାମ ପଞ୍ଚାୟତ ପରିସରରେ ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ସରପଞ୍ଚ ମରୁଲୀ ସେଠୀଙ୍କ ନେତୃତ୍ୱରେ ଆୟୋଜିତ ଏହି ଶିବିରରେ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗଦେଇ ପଞ୍ଚାୟତବାସୀଙ୍କ ସମସ୍ୟା ସମ୍ପର୍କରେ ଶୁଣାଣୀ କରିଥିଲେ।ଏହି ଅବସରରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପଲ୍ଲବୀ ସ୍ବାଇଁ, ସମିତି ସଭ୍ୟା ସୁନୀତା ସେଠୀ, ସାମାଜିକ ସୁରକ୍ଷା ଅଧିକାରୀ ମନୋଜ ପ୍ରଧାନ ଓ ଜିପିଓ ଅଶୋକ ପଟ୍ଟନାୟକ ସହ ବହୁ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ସେମାନେ ପଞ୍ଚାୟତବାସୀଙ୍କ ଠାରୁ ସିଧାସଳଖ ଭାବେ ଅଭିଯୋଗ ଗ୍ରହଣ କରିଥିଲେ।ଶିବିରରେ ପ୍ରାୟ ୪୦ଟି ଅଭିଯୋଗ ଦାଖଲ ହୋଇଥିବା ବେଳେ ରାଇଝୋଳ, ଫାଦିରିପଲ୍ଲୀ, ନାଇଡ଼ୁପଲ୍ଲୀ ରେ ଡ୍ରେନେଜ, ଚଢେଇମରା ରାସ୍ତାର ବିକାଶ,ଡ୍ରେନ୍ ବ୍ୟବସ୍ଥା, ପାନୀୟ ଜଳ ସମସ୍ୟା, ଭତ୍ତା,ସୁଭଦ୍ରା ଯୋଜନାର ସୁବିଧା, ରାସନ କାର୍ଡ ଓ ଗ୍ରାମ ର ଆଲୋକୀକରଣ ଇତ୍ୟାଦି ଅଭିଯୋଗ ରହିଥିଲା।ସମସ୍ତ ଅଭିଯୋଗକୁ ପୁଙ୍ଖାନୁପୁଙ୍ଖ ତଦନ୍ତ କରି ଖୁବ୍ ଶୀଘ୍ର ସମାଧାନ କରାଯିବ ବୋଲି ଉପସ୍ଥିତ ଅଧିକାରୀମାନେ ଜନସାଧାରଣଙ୍କୁ ଆଶ୍ୱାସନ ଦେଇଥିଲେ।ଏହି କାର୍ଯ୍ୟକ୍ରମରେ ସୁରେଶ ସେଠୀ ସହ ବହୁ ପଞ୍ଚାୟତବାସୀ ଉପସ୍ଥିତ ରହିଥିଲେ।

Hot this week

ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା ପାର ବେଳେ ଦୁର୍ଘଟଣା ।

ବ୍ରହ୍ମପୁର ୧୭।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା...

ଜଗଦଳପୁରରେ ଡାକ ମେଳା: ପୋଷ୍ଟାଲ ପେମେଣ୍ଟ ବ୍ୟାଙ୍କ ଓ ପୋଷ୍ଟାଲ ଜୀବନ ବୀମା ନେଇ ସଚେତନତା l

କୁକୁଡାଖଣ୍ଡି,୧୪।୦୭(ଇ ରଞ୍ଜନ ):-କୁକୁଡାଖଣ୍ଡି ଦକ୍ଷିଣାଞ୍ଚଳ ଡାକ ବିଭାଗ ବ୍ରହ୍ମପୁର ଆନୁକୂଲ୍ୟରେ ଜଗଦଳପୁର...

ଯୁବକଙ୍କୁ ବନ୍ଦ କୋଠରୀରେ ନିର୍ମମ ମାଡ଼ ମାରିବା ଭିଡିଓ ଭାଇରଲ ପରେ ମୁଖ୍ୟ ଅଭିଯୁକ୍ତ ଅରୁପ ଗିରଫ l

ବ୍ରହ୍ମପୁର,୧୩|୦୭(ଇ ରଞ୍ଜନ):-କୁକୁଡାଖଣ୍ଡି ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ମାଡ଼ ଭିଡିଓ ଘଟଣାରେ...

ପୋଡ଼ାମପେଟାରେ ତିନି ମାସିଆ ଯୋଗ ପ୍ରଶିକ୍ଷଣ ଶିବିର l

ଗଞ୍ଜାମ,୧୦।୭(ଋଷିକେଶ ବେହେରା):-lଗଞ୍ଜାମ ବ୍ଲକ ସ୍ଥିତ କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଜନ...

୪ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି ।

ନବରଙ୍ଗପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଞ୍ଚଳରେ ଜଣେ ୧୨...

Topics

ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା ନିଜ ଶଶୁର ଘରେ ପେଟ୍ରୋଲ ଢାଳି ଆତ୍ମହୂତି ଉଦ୍ୟମ କରିଛନ୍ତି।

ବ୍ରହ୍ମପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା...

କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ l

ଭୁବନେଶ୍ୱର,୦୯।୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ...

୧୧୪ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଲଟେରୀ ମାଧ୍ୟମରେ ପକ୍କା ଘର ଆବଣ୍ଟନ ହୋଇଛି ।

ଭୁବନେଶ୍ୱର,୦୮|୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ପକ୍ଷରୁ ଆଜି ୧୧୪...
spot_img

Related Articles

Popular Categories

spot_imgspot_img