Thursday, June 4, 2026
13.7 C
London

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ l

କୁକୁଡାଖଣ୍ଡି,୦୬/୩(ଇ ରଞ୍ଜନ):-ଗଂଜାମ ଜିଲ୍ଲା କୁକୁଡାଖଣ୍ଡିରେ ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ l କୁକୁଡାଖଣ୍ଡି ବ୍ଲକ ପରିସରରେ ଆଜି ପ୍ରଭାଦପୁରୁଷ ସ୍ବର୍ଗତ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଙ୍କ ୧୧୦ତମ ଜନ୍ମଜୟନ୍ତୀ ବଡ଼ ଆଡମ୍ବର ସହକାରେ ବ୍ଲକ ସଭାପତି ବି.ରବିନ୍ଦ୍ରନାଥ ପାତ୍ରଙ୍କ ସହଯୋଗ ରେ ପାଳିତ ହୋଇଯାଇଛି l ପ୍ରଥମେ ବିଜୁବାବୁଙ୍କ ପ୍ରତିମୂର୍ତ୍ତି ରେ ବିଜୁ ଜନତା ଦଳର ବରିଷ୍ଠ ନେତା ବିପ୍ଳବ ପାତ୍ର ଯୋଗଦେଇ ପୁଷ୍ପମାଲ୍ୟର୍ପଣ ସହ ପ୍ରଦୀପ ଜ୍ୱଳନ କରିଥିଲେ | ବିଜୁ ବାବୁ ଜଣେ ନିର୍ଭୀକ ସେବାର ବାର୍ତ୍ତା ଥିଲା। ବିଜୁଙ୍କ ସ୍ୱାର୍ଥ ହୀନ ରାଜନୀତି ରେ ବିଜୟ ରେ ପରିଣତ ହୋଇଥିବା ସହ ବିଜୁଙ୍କ ନିତି ଆଦର୍ଶ ଉପରେ ଶ୍ରୀ ପାତ୍ର ସ୍ଥାନୀୟ ସହକର୍ମୀ ଙ୍କ ସମୁଖ ରେ ଉଲ୍ଲେଖ କରିଥିଲେ | ଏହି କାର୍ଯ୍ୟକ୍ରମ ରେ ବିଜେଡିର ପୁରାତନ ନେତା ଏଲ. ପୁରୁଷୋତ୍ତମ ପାତ୍ର, ରବୀନ୍ଦ୍ର ମହାରଣା,ଜିଲ୍ଲାପରିଷଦ ସଭ୍ୟା ଶିବାନୀ ସେଠୀ, ଭାରତୀ ନାୟକ,ଜଗଦଳପୁର ସରପଞ୍ଚ କ୍ରାନ୍ତି କୁମାରୀ ଦେବୀ, ଲାଞ୍ଜିଆ ସରପଞ୍ଚ ଅନିଲ ଗୌଡ଼, କାମେଶ୍ୱର ବିଶ୍ୱାଳ,ବନ୍ତପଲ୍ଲୀ ସରପଞ୍ଚ କାମିନୀ ନାୟକ,ଅନନ୍ତ|ଇ ସମିତି ନିରୁପମା ପାତ୍ର,ସୁରେଶ ସାହୁ,ସଞ୍ଜୟ କୁମାର ସାହୁ, ହାଡୁବନ୍ଧୁ ବେହେରାଙ୍କ, ବହୁ ସରପଞ୍ଚ ସମିତିସଭ୍ୟ ଙ୍କ ସମେତ ଶତାଧିକ କର୍ମୀ ଉପସ୍ଥିତ ଥିଲେ l

Hot this week

ନର୍ସିଂ ଛାତ୍ରଙ୍କୁ କଲେଜ କ୍ୟାମ୍ପସରୁ ଅପହରଣ ଘଟଣାରେ ଚାରିଜଣ ଅଭିଯୁକ୍ତ ଗିରଫ ।

ଭୁବନେଶ୍ୱର,୦୩।୦୬(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ଭରତପୁର ଥାନା ଅଧୀନ ଏକ ଘରୋଇ ବିଶ୍ୱବିଦ୍ୟାଳୟ...

ପଞ୍ଜାବ ପୌର ନିର୍ବାଚନରେ ଶାସକ ଆମ୍ ଆଦମୀ ପାର୍ଟି (ଆପ୍) ବିପୁଳ ବିଜୟ ହାସଲ କରିଛି।

ନୂଆଦିଲ୍ଲୀ,୩୦।୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ପଞ୍ଜାବ ପୌର ନିର୍ବାଚନରେ ଶାସକ ଆମ୍ ଆଦମୀ ପାର୍ଟି...

ଆକ୍ସନ ମୋଡ଼ରେ ବ୍ରହ୍ମପୁର ପୋଲିସ ।

ବ୍ରହ୍ମପୁର ୨୬।୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ଆକ୍ସନ ମୋଡ଼ରେ ବ୍ରହ୍ମପୁର ପୋଲିସ । ପ୍ଲଟ୍...

ଵ୍ରହ୍ମପୁରରେ ପୁଣି ଜଣେ ଯୁବକଙ୍କୁ ମାରଣାସ୍ତ୍ରରେ ହାଣିଲେ ଦୃବୁତ୍ତ l

ଵ୍ରହ୍ମପୁର,୨୫।୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ଵ୍ରହ୍ମପୁର ବଡବ୍ଜ଼ାର ଥାନା ଅନ୍ତର୍ଗତ ହରିଡାଖଣ୍ଡି ଛକ ବିଚ...

ଡାଇମଣ୍ଡ’ ନାମକ ବସ୍ ସହ ଅଟୋର ମୁହାଁମୁହିଁ ଧକ୍କା,୬ ଜଣଙ୍କର ମୃତ୍ୟୁ l

ବ୍ରହ୍ମପୁର ୨୩।୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ‘ଡାଇମଣ୍ଡ’...

Topics

ମୁଖ୍ୟ ଅଭିଯୁକ୍ତ ମୁକେଶ ସାହୁକୁ ପୁଲିସ ର ଏନକାଉଣ୍ଟର l

ବ୍ରହ୍ମପୁର,୨୧।୫(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ଗିରି ରୋଡରେ ଉମେଶ ରଥ ନାମକ ଯୁବକକୁ...

ବ୍ରହ୍ମପୁର ଗିରିରୋଡର ଗୀତାଭବନ ସମ୍ମୁଖ ରାସ୍ତାରେ ଦୁର୍ବୃତ୍ତଙ୍କ ଆତଙ୍କରାଜ l

ବ୍ରହ୍ମପୁର,୧୯/୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ଗିରିରୋଡର ଗୀତାଭବନ ସମ୍ମୁଖ ରାସ୍ତାରେ ପୂର୍ବ ଶତ୍ରୁତାକୁ...

ବ୍ରହ୍ମପୁର ବଡ଼ବଜାର ଥାନା ପୋଲିସ ୩ଜଣ ଅଭିଯୁକ୍ତକୁ ଗିରଫ କରିବା ସହ ୨ନାବାଳକକୁ ଅଟକ ରଖିଛି ।

ବ୍ରହ୍ମପୁର,୧୯/୦୫(କଳିଙ୍ଗ ଜାଗରଣ ବ୍ୟୁରୋ):--ବ୍ରହ୍ମପୁର ବଡ଼ବଜାର ଥାନା ପୋଲିସ ସ୍ଥାନୀୟ ଓମ୍ ନଗର...
spot_img

Related Articles

Popular Categories

spot_imgspot_img