ବ୍ରହ୍ମପୁର ଜିଆରପି ପୋଲିସ ୩ ଆନ୍ତଃରାଜ୍ୟ ଲୁଟେରାକୁ ଗିରଫକରି ସୁନା ଅଳଙ୍କାର ଜବତ କରିଛି ।

ବ୍ରହ୍ମପୁର,୨୦/୩(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ରେଳ ଷ୍ଟେସନ ଅଞ୍ଚଳରେ ନକଲି ସିବିଆଇ ଅଧିକାରୀ କହି କୋଟିଏ ଟଙ୍କାର ସୁନା ଲୁଟକରିବା ଘଟଣାର ପର୍ଦାଫାସ ହୋଇଛି l ବ୍ରହ୍ମପୁର ଜିଆରପି ପୋଲିସ ୩ ଆନ୍ତଃରାଜ୍ୟ ଲୁଟେରାକୁ ଗିରଫକରିବା ସହ ସେମାନଙ୍କ ନିକଟରୁ ୧୪ ଲକ୍ଷ ୮୦ ହଜାର ଟଙ୍କାର ସୁନା ଅଳଙ୍କାର ଜବତ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ରାଜସ୍ଥାନ ବାଲୋତ୍ରାର ନରେନ୍ଦ୍ର କୁମାର ଓରଫ ପ୍ରଜାପତି (୨୪), ପୁନମ ଚାନ୍ଦ (୫୫) ଓ ପାଲି ଅଞ୍ଚଳର ଜିତୁ ଚୌଧୁରୀ(୨୮) ।

Hot this week

ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା ପାର ବେଳେ ଦୁର୍ଘଟଣା ।

ବ୍ରହ୍ମପୁର ୧୭।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା...

ଜଗଦଳପୁରରେ ଡାକ ମେଳା: ପୋଷ୍ଟାଲ ପେମେଣ୍ଟ ବ୍ୟାଙ୍କ ଓ ପୋଷ୍ଟାଲ ଜୀବନ ବୀମା ନେଇ ସଚେତନତା l

କୁକୁଡାଖଣ୍ଡି,୧୪।୦୭(ଇ ରଞ୍ଜନ ):-କୁକୁଡାଖଣ୍ଡି ଦକ୍ଷିଣାଞ୍ଚଳ ଡାକ ବିଭାଗ ବ୍ରହ୍ମପୁର ଆନୁକୂଲ୍ୟରେ ଜଗଦଳପୁର...

ଯୁବକଙ୍କୁ ବନ୍ଦ କୋଠରୀରେ ନିର୍ମମ ମାଡ଼ ମାରିବା ଭିଡିଓ ଭାଇରଲ ପରେ ମୁଖ୍ୟ ଅଭିଯୁକ୍ତ ଅରୁପ ଗିରଫ l

ବ୍ରହ୍ମପୁର,୧୩|୦୭(ଇ ରଞ୍ଜନ):-କୁକୁଡାଖଣ୍ଡି ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ମାଡ଼ ଭିଡିଓ ଘଟଣାରେ...

ପୋଡ଼ାମପେଟାରେ ତିନି ମାସିଆ ଯୋଗ ପ୍ରଶିକ୍ଷଣ ଶିବିର l

ଗଞ୍ଜାମ,୧୦।୭(ଋଷିକେଶ ବେହେରା):-lଗଞ୍ଜାମ ବ୍ଲକ ସ୍ଥିତ କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଜନ...

୪ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି ।

ନବରଙ୍ଗପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଞ୍ଚଳରେ ଜଣେ ୧୨...

Topics

ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା ନିଜ ଶଶୁର ଘରେ ପେଟ୍ରୋଲ ଢାଳି ଆତ୍ମହୂତି ଉଦ୍ୟମ କରିଛନ୍ତି।

ବ୍ରହ୍ମପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା...

କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ l

ଭୁବନେଶ୍ୱର,୦୯।୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ...

୧୧୪ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଲଟେରୀ ମାଧ୍ୟମରେ ପକ୍କା ଘର ଆବଣ୍ଟନ ହୋଇଛି ।

ଭୁବନେଶ୍ୱର,୦୮|୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ପକ୍ଷରୁ ଆଜି ୧୧୪...
spot_img

Related Articles

Popular Categories

spot_imgspot_img