Thursday, June 4, 2026
15.8 C
London

ରାଜ୍ୟରେ ତାତି ପ୍ରହାର ସହ ଆରମ୍ଭ ହୋଇଯାଇଛି ଗ୍ରୀଷ୍ମ ପ୍ରବାହ ।

ଭୁବନେଶ୍ୱର,୪।୪(କଳିଙ୍ଗ ଜାଗରଣ ବ୍ୟୁରୋ):-ରାଜ୍ୟରେ ତାତି ପ୍ରହାର ସହ ଆରମ୍ଭ ହୋଇଯାଇଛି ଗ୍ରୀଷ୍ମ ପ୍ରବାହ ବା ‘ହିଟ୍ ୱେଭ୍’ ପ୍ରକୋପ । ଝାରସୁଗୁଡ଼ାରେ ପାରଦ ୪୧.୬ ଡିଗ୍ରୀ ସେଲସିୟସ୍ ଥିବାବେଳେ ଅନୁଗୁଳ ୪୦.୭, ଭଦ୍ରକ ଓ ଟିଟିଲାଗଡ଼ ୪୦.୫, ହୀରାକୁଦ ୪୦.୪, ବଲାଙ୍ଗୀର ୪୦.୩, ସମ୍ବଲପୁର ୪୦, ଓ ପାରଳାଖେମୁଣ୍ଡିରେ ୪୦ ଡିଗ୍ରୀ ତାପମାତ୍ରା ଥିଲା । ସେହିଭଳି ରାଉରକେଲା ଓ ସୁନ୍ଦରଗଡ଼ ୩୯.୫, ଏବଂ ବାରିପଦାରେ ୩୯ ଡିଗ୍ରୀ ଛୁଇଁଥିଲା ।

Hot this week

ନର୍ସିଂ ଛାତ୍ରଙ୍କୁ କଲେଜ କ୍ୟାମ୍ପସରୁ ଅପହରଣ ଘଟଣାରେ ଚାରିଜଣ ଅଭିଯୁକ୍ତ ଗିରଫ ।

ଭୁବନେଶ୍ୱର,୦୩।୦୬(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ଭରତପୁର ଥାନା ଅଧୀନ ଏକ ଘରୋଇ ବିଶ୍ୱବିଦ୍ୟାଳୟ...

ପଞ୍ଜାବ ପୌର ନିର୍ବାଚନରେ ଶାସକ ଆମ୍ ଆଦମୀ ପାର୍ଟି (ଆପ୍) ବିପୁଳ ବିଜୟ ହାସଲ କରିଛି।

ନୂଆଦିଲ୍ଲୀ,୩୦।୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ପଞ୍ଜାବ ପୌର ନିର୍ବାଚନରେ ଶାସକ ଆମ୍ ଆଦମୀ ପାର୍ଟି...

ଆକ୍ସନ ମୋଡ଼ରେ ବ୍ରହ୍ମପୁର ପୋଲିସ ।

ବ୍ରହ୍ମପୁର ୨୬।୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ଆକ୍ସନ ମୋଡ଼ରେ ବ୍ରହ୍ମପୁର ପୋଲିସ । ପ୍ଲଟ୍...

ଵ୍ରହ୍ମପୁରରେ ପୁଣି ଜଣେ ଯୁବକଙ୍କୁ ମାରଣାସ୍ତ୍ରରେ ହାଣିଲେ ଦୃବୁତ୍ତ l

ଵ୍ରହ୍ମପୁର,୨୫।୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ଵ୍ରହ୍ମପୁର ବଡବ୍ଜ଼ାର ଥାନା ଅନ୍ତର୍ଗତ ହରିଡାଖଣ୍ଡି ଛକ ବିଚ...

ଡାଇମଣ୍ଡ’ ନାମକ ବସ୍ ସହ ଅଟୋର ମୁହାଁମୁହିଁ ଧକ୍କା,୬ ଜଣଙ୍କର ମୃତ୍ୟୁ l

ବ୍ରହ୍ମପୁର ୨୩।୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ‘ଡାଇମଣ୍ଡ’...

Topics

ମୁଖ୍ୟ ଅଭିଯୁକ୍ତ ମୁକେଶ ସାହୁକୁ ପୁଲିସ ର ଏନକାଉଣ୍ଟର l

ବ୍ରହ୍ମପୁର,୨୧।୫(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ଗିରି ରୋଡରେ ଉମେଶ ରଥ ନାମକ ଯୁବକକୁ...

ବ୍ରହ୍ମପୁର ଗିରିରୋଡର ଗୀତାଭବନ ସମ୍ମୁଖ ରାସ୍ତାରେ ଦୁର୍ବୃତ୍ତଙ୍କ ଆତଙ୍କରାଜ l

ବ୍ରହ୍ମପୁର,୧୯/୦୫(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ଗିରିରୋଡର ଗୀତାଭବନ ସମ୍ମୁଖ ରାସ୍ତାରେ ପୂର୍ବ ଶତ୍ରୁତାକୁ...

ବ୍ରହ୍ମପୁର ବଡ଼ବଜାର ଥାନା ପୋଲିସ ୩ଜଣ ଅଭିଯୁକ୍ତକୁ ଗିରଫ କରିବା ସହ ୨ନାବାଳକକୁ ଅଟକ ରଖିଛି ।

ବ୍ରହ୍ମପୁର,୧୯/୦୫(କଳିଙ୍ଗ ଜାଗରଣ ବ୍ୟୁରୋ):--ବ୍ରହ୍ମପୁର ବଡ଼ବଜାର ଥାନା ପୋଲିସ ସ୍ଥାନୀୟ ଓମ୍ ନଗର...
spot_img

Related Articles

Popular Categories

spot_imgspot_img